ବସିବାକୁ କେନ୍ଦ୍ର କରି ହଟ୍ଟଗୋଳ: ବିକଶିତ ଗାଁ ବିକଶିତ ଓଡ଼ିଶା ବୈଠକ ବନ୍ଦ
କାଳିପଦା,୨୫।୪(ରାଜଶ୍ରୀ ପାଣିଗ୍ରାହୀ)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସଭା ଗୃହ ପରିସରରେ ଶୁକ୍ରବାର ପୂର୍ବାହ୍ନରେ ବିକଶିତ ଗାଁ ବିକାଶିତ ଓଡ଼ିଶା କାର୍ଯ୍ୟକ୍ରମ ଲାଗି ବୈଠକ ଆୟୋଜନ କରାଯାଇଥିଲା। ନିର୍ବାଚିତ ପ୍ରତିନିଧିମାନଙ୍କ ସହିତ ବ୍ଲକ ଅଧ୍ୟକ୍ଷ ରଞ୍ଜିତା ନାୟକ, ଉପାଧ୍ୟକ୍ଷ ରାଜେଶ ଚୌଧୁରୀ,...