ବାଲେଶ୍ୱର

ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ତଳେ ଫସି ରହିଛନ୍ତି ୨

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ନିକଟରେ ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିପଡ଼ିଛି…

4 years ago

ମା’ଙ୍କ ଜୀବନ ନେଲା ପୁଅ

ଖଇରା,୧୮।୨(ଡି.ଏନ.ଏ) ବାଲେଶ୍ବର ଜିଲା ଖଇରା ବ୍ଲକ ମିରିପୁର ଖଇରା ଗ୍ରାମରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ବୁଧବାର ବିଳମ୍ବିତ ରାତିରେ ମଦ ପିଇ ନିଶାଶକ୍ତ ଅବସ୍ଥାରେ…

4 years ago

‘ବଳରାମଗଡ଼ି ମାଛଧରା ବନ୍ଦର କାମ ଖୁବ୍‌ ଶୀଘ୍ର’

ବାଲେଶ୍ୱର ଅଫିସ,୧୮।୨- ବାଲେଶ୍ୱର ଜିଲା ଚାନ୍ଦିପୁର ନିକଟସ୍ଥ ବଳରାମଗଡ଼ି ସମୁଦ୍ରକୂଳରେ ଖୁବ୍‌ ଶୀଘ୍ର ପ୍ରସ୍ତାବିତ ମାଛଧରା ବନ୍ଦର ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ତଥା…

4 years ago

ଟାର୍ଗେଟକୁ ଚାହିଁ ରହିଛନ୍ତି ଚାଷୀ

ଖଇରା,୧୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଧାନ କିଣାରେ ମନ୍ଥର ଯୋଗୁ ୧୪ଟି ସେବା ସମବାୟ ସମିତି ଅଧୀନ ଚାଷୀମାନେ ମାନସିକ ନିର୍ଯାତନାର ଶିକାର ହେଉଛନ୍ତି। ଟାର୍ଗେଟ…

4 years ago

୮ ଯୋଡ଼ିଙ୍କର ପଡ଼ିଲା ହାତଗଣ୍ଠି

ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍‌ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର…

4 years ago

ଓଡ଼ିଶା ବନ୍ଦ ଡାକରା: ବାଲେଶ୍ୱର ପ୍ରଭାବିତ

ବାଲେଶ୍ୱର ଅଫିସ, ୧୫।୨- କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୁଦ୍ଧରେ ସୋମବାର କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଓଡିଶା ବନ୍ଦ’ ଡାକରା ଦିଆଯାଇଛି। କେଦ୍ରସରକାର ପ୍ରେଟ୍ରୋଲ, ଡିଜେଲ ଓ…

4 years ago

୨ ଗୁଣା ଫି’ ବୃଦ୍ଧି ପ୍ରତିବାଦରେ ଛାତ୍ର ଅଶାନ୍ତ

ଭୋଗରାଇ,୧୩।୨: ଫି’ ବୃଦ୍ଧି ପ୍ରତ୍ୟାହାର ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଶନିବାର କଲେଜ…

4 years ago

ଅହିରାଜକୁ କାମୁଡ଼ି ଘାଇଲା କଲା ନେଉଳ: ଭିଡିଓ ଦେଖିଲେ…

ସଜନାଗଡ଼,୧୩।୨(ଡି.ଏନ୍‌.ଏ.): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଠାରେ ଏକ ବିରାଟକାୟ ଅହିରାଜ ସାପ ସହିତ ଏକ ନେଉଳର ଘମାଘୋଟ ଲଢ଼େଇ ହୋଇଥିବା ଦେଖାଯାଇଛି। ସାପଙ୍କ…

4 years ago

ଫି ’ ବୃଦ୍ଧି ପ୍ରତିବାଦ: କମର୍ଦା କଲେଜରେ ବିକ୍ଷୋଭ

ଭୋଗରାଇ,୧୩।୨,(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦା କଲେଜରେ ଶନିବାର ବିକ୍ଷୋଭ ହୋଇଛି। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଫି’ ବୃଦ୍ଧି ପ୍ରତ୍ୟାହାର ଦାବିକରି…

4 years ago

ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ

ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା…

4 years ago