ବାଲେଶ୍ୱର

ବଜ୍ରପାତ ନେଲା ୭ ଜୀବନ

ବାଲେଶ୍ୱର ଅଫିସ/ ରେମୁଣା/ସଜନାଗଡ/ ଚାନ୍ଦବାଲି/ଭଦ୍ରକ ଅଫିସ/କେନ୍ଦୁଝର, ୪। ୮(ଡି.ଏନ.ଏ./ସ୍ବ.ପ୍ର.) ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଅକାଳରେ ୭ଜଣଙ୍କ ଜୀବନ ଯାଇଛି। ମୃତକଙ୍କ…

4 years ago

ସୁବର୍ଣ୍ଣରେଖାରେ ବାଲିସଇରାତ ନିଲାମ ଲାଗି ସର୍ଭେ

ଜଳେଶ୍ୱର, ୪।୮(ସ୍ବ.ପ୍ର.)-ଉତ୍ତର ବାଲେଶ୍ୱରର ଜଳେଶ୍ୱର, ବସ୍ତା ଓ ବାଲିଆପାଳ ଅଞ୍ଚଳରେ ସୁବର୍ଣ୍ଣରେଖା ନଦୀର ନୂତନ ଭାବେ ସୃଷ୍ଟି ହୋଇଥିବା ବାଲିପଠାକୁ ନିଲାମ ଦେବା ଲାଗି ସର୍ଭେ ଆରମ୍ଭ…

4 years ago

ରାକ୍ଷୀରେ ଜଳିଲା ଭାଇ-ଭଉଣୀଙ୍କ ଜୁଇ

ସୋର,/ରେମୁଣା,୩।୮(ଡି.ଏନ.ଏ.)-ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘଟିଛି ଅଘଟଣ। ବଜ୍ରପାତ ଘଟିବାରୁ ଚାଲିଯାଇଛି ଭାଇ ଓ ସମ୍ପର୍କୀୟ ଭଉଣୀଙ୍କ ଜୀବନ। ସୋମବାର ବାଲେଶ୍ୱର ଜିଲା ରେମୁଣା ବ୍ଲକ ଖନ୍ତାପଡା ଥାନା…

4 years ago

ନୀଳଗିରି କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସିଲ୍‌

ସଜନାଗଡ଼,୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ନୀଳଗିରିରେ ଥିବା ଗୋଷ୍ଠୀ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ…

4 years ago

ନାମକୁ ମାତ୍ର ବାୟୋମେଡିକାଲ ୱେଷ୍ଟେଜ୍‌ ପ୍ରକଳ୍ପ

ବାଲେଶ୍ୱର ଅଫିସ, ୨।୮-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବାୟୋମେଡ଼ିକାଲ ହାଜାର୍ଡ଼ ୱେଷ୍ଟେଜ୍‌ ପ୍ରକଳ୍ପ ଦ୍ୱାରା ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ବେଳେ…

4 years ago

ରାତି ଅଧରେ ଚୋରକୁ ଧରିଲେ ଗ୍ରାମବାସୀ, ନିର୍ଧୂମ ଛେଚିଲା ପରେ କଲେ ଏମିତି

ବାହାନଗା,୩୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଅଟାସପୁର ଗ୍ରାମରେ ଜଣେ ଚୋରକୁ ଧରି ଗ୍ରାମବାସୀ ଶୁକ୍ରବାର ପୋଲିସ ଜିମା ଦେଇଛନ୍ତି। ଅଟାସପୁର ସ୍ଥିତ ମଦନାପୁର…

4 years ago

ଲେମ୍ବୁ ଚାଷ ଦେଇଛି ଆତ୍ମସନ୍ତୋଷ

ସିମୁଳିଆ, ୩୧ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ ଅଧୀନ କଇଁଶୀ ଗ୍ରାମର ସୁରେନ୍ଦ୍ର ପ୍ରସାଦ ସେନାପତି(୬୫) ଲେମ୍ବୁଚାଷ କରି ବାର୍ଷିକ ୮୦ହଜାର ଟଙ୍କା ଆୟ କରୁଛନ୍ତି।…

4 years ago

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଲା

ବାଲେଶ୍ୱର ଅଫିସ,୩୦ା୭: ଗୁରୁବାର ୨୦ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ବାଲେଶ୍ୱର ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୯୯ ଆରୋଗ୍ୟ ହୋଇ…

4 years ago

ଅଧ୍ୟାପକ ହେବେ ଜିତେନ

ରେମୁଣା, ୩୦।୭(ଡି.ଏନ.ଏ.)- ୫୮୩ (୯୭.୧୬%) ମାର୍କ ରଖି ବାଲେଶ୍ୱର ଜିଲା ଟପ୍ପର ହୋଇଛନ୍ତି ରେମୁଣା ହାଇସ୍କୁଲର ଛାତ୍ର ଜିତେନ ମହାଳିକ। ରେମୁଣା ବ୍ଲକ ବଡ଼ପାଳ ଗାଁର ପ୍ରଭାକର…

4 years ago

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା ଜଳ…

4 years ago