ବାଲେଶ୍ୱର

ଜଗନ୍ନାଥଙ୍କ ପଟିଦିଅଁ ଅଙ୍କନ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ,୧।୬ - ଜଗନ୍ନାଥ ସଂସ୍କୃତିର ଅନନ୍ୟ ଚିତ୍ର ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର କଳା କେନ୍ଦ୍ର ଓ ନୋସି ଇମ୍ଫାର ମିଳିତ ଆନୁକୂଲ୍ୟରେ ରବିବାର…

4 years ago

ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ମଦ, ୩ ଗିରଫ

ବାହାନଗା, ୩୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରାସ୍ଥିତ ସଲ୍ଟ ରୋଡରୁ ଗୋପାଳପୁର ଫାଣ୍ଡି ପୋଲିସ୍‌ ୩ଶହ ଲିଟର ଦେଶୀମଦ ସହିତ ଏକ ବୋଲେରୋକୁ ଜବତ କରିଛନ୍ତି। ତେବେ…

4 years ago

ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ

ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା ସରପଞ୍ଚଙ୍କ…

4 years ago

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍‌ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ରବିବାର…

4 years ago

ବାଲେଶ୍ୱର ସହରରେ ଲାଗିଛି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଖୋଜ ହୋଇଥିବା ପୋଷ୍ଟର ରବିବାର ପୂର୍ବାହ୍ନରେ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଦେଖିବାକୁ ମିଳିଛି।…

4 years ago

ବାଲେଶ୍ୱରକୁ ଆସିଲେ ପଙ୍ଗପାଳ: ନଷ୍ଟ କଲେଣି ବ୍ୟାପକ ଗଛପତ୍ର, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଜିଲା ଔପଦା ବ୍ଲକ ବଉଳଗଡ଼ିଆସ୍ଥିତ ପାହାଡ଼ ପାଦଦେଶରେ ରବିବାର ପୂର୍ବାହ୍ନରେ ହଜାର ହଜାର ପଙ୍ଗପାଳ ଦେଖିବାକୁ ମିଳିଛି। ଦେଶରେ ଗୋଟିଏ ପରେ ଗୋଟିଏ…

4 years ago

ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର

ବସ୍ତା,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍‌କୁ ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି।…

4 years ago

କୋଭିଡ଼ ଯୋଦ୍ଧାଙ୍କ ମନୋବଳ ବଢ଼ାଇଲେ ବିଧାୟକ

ଭୋଗରାଇ, ୩୧।୫(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରରେ କୋଭିଡ଼ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଦେବା ସହ ସେମାନଙ୍କର ମନୋବଳକୁ ଦୃଢ଼ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ…

4 years ago

ପୋଲ ତଳକୁ ଖସିଲା ପ୍ରବାସୀ ବସ୍‌, ୭ଆହତ

ବାଲେଶ୍ୱର ଅଫିସ, ୩୦।୫- ପ୍ରବାସୀ ଶ୍ରମିକଙ୍କୁ ନେଇ କେରଳରୁ ପଶ୍ଚିମବଙ୍ଗ ଯାଉଥିବା ଏକ ବସ ଶନିବାର ସକାଳ ସାଢ଼େ ୬ଟାରେ ବାଲେଶର ଶିଳ୍ପାଞ୍ଚଳ ଥାନା ୧୬ ନଂ…

4 years ago

ଗ୍ୟାସ୍‌ ଲିକ୍‌ରୁ ଘରପୋଡ଼ି: ଲକ୍ଷ ଲକ୍ଷ ଟଙ୍କାର ଆସବାବପତ୍ର ଜଳିଗଲା

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଶିଖରପୁର ଗାଁର ଗୋପାଳ ଓଝାଙ୍କ ଘରେ ଶନିବାର ପୂର୍ବାହ୍ନରେ ଗ୍ୟାସ୍‌ ସିଲଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ବଖରା…

4 years ago