ବାଲେଶ୍ୱର

‘ବନ୍ଦେ ଉତ୍କଳ ଜନନୀ’ର ଝଙ୍କାରରେ ଝୁମିଲା ଖଇରା

ଖଇରା,୩୦।୫(ଡି.ଏନ.ଏ)-କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି ଲାଗି ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ବାଲେଶ୍ୱର ଜିଲା ଖଇରା…

4 years ago

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ ୨୬ତାରିଖରେ…

4 years ago

ଲକ୍‌ଡାଉନ୍‌ ଦୁର୍ଦ୍ଦଶାକୁ ମାଇକ୍ରୋଫାଇନାନ୍ସ ଋଣ ଚାପ: ଜିଲାପାଳଙ୍କ ନିକଟରେ ମହିଳାଙ୍କ ଅଭିଯୋଗ

ବାଲେଶ୍ୱର ଅଫିସ, ୩୦।୫-ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ମାଇକ୍ରୋ ଫାଇନାନ୍ସ ସଂସ୍ଥାକୁ ଅର୍ଥ କାରବାର କରିବା ପାଇଁ…

4 years ago

ବେଆଇନ ବାଲି ଚାଲାଣ, ୫ ଗାଡ଼ି ଜବତ

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ସୁବର୍ଣ୍ଣରେଖାର ପ୍ରାୟ ୨୨ଟି ବାଲିସୈରାତଗୁଡ଼ିକ ୫ବର୍ଷ ପୂର୍ବେ ନିଲାମ ଦିଆଯାଇଥିବା ବେଳେ ଏବେ ଅବଧି ପୂରିବାକୁ ଯାଉଛି। ଲକ୍‌ଡାଉନ୍‌…

4 years ago

‘ବନ୍ଦେ ଉତ୍କଳ ଜନନୀ’ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବାକୁ ଆହ୍ବାନ

ବାଲେଶ୍ୱର ଅଫିସ, ୩୦।୫- କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଓ କରୋନା ବିରୋଧରେ ସଂଗ୍ରାମ ଉଦ୍ଦେଶ୍ୟରେ ୩୦ ତାରିଖ ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ…

4 years ago

ଘରୋଇ କୋଚିଂ ସେଣ୍ଟର ଖୋଲିବା ପାଇଁ ଦାବି

ବାଲେଶ୍ୱର ଅଫିସ, ୩୦।୫-ବାଲେଶ୍ୱର ଜିଲା ତଥା ସହରରେ ଥିବା ଘରୋଇ କୋଚିଂ ସେଣ୍ଟର ଓ ଟ୍ୟୁଟୋରିଆଲଗୁଡ଼ିକ ଦୀର୍ଘଦିନ ଧରି ବନ୍ଦ ଥିବା କାରଣରୁ ଛାତ୍ରୀଛାତ୍ରଙ୍କର ବିଭିନ୍ନ ପ୍ରତିଯୋଗିତାମୂଳକ…

4 years ago

ଅଭିନୟ ମାଧ୍ୟମରେ କରୋନା ସଚେତନତା

ଆରଡ଼ି,୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଶୁକ୍ରବାର କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଯାଜପୁର ଜିଲା ମଙ୍ଗଳପୁରର ଚିନ୍ମୟ କଲ୍ୟାଣ ସାମାଜିକ ସଂଗଠନ…

4 years ago

ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର ଘଟଣା: ବିଡିଓଙ୍କ ନିଲମ୍ବନ ଦାବି କଲେ ବିଭିନ୍ନ ଅନୁଷ୍ଠାନ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଗତ ୧୩ ତାରିଖରେ ସୁରଟରୁ ଫେରିଥିବା ୪୦ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ପହଞ୍ଚତ୍ବା ପରେ ଦୀର୍ଘ ୨ଘଣ୍ଟା ଧରି…

4 years ago

କୋଭିଡ୍‌ ହସ୍‌ପିଟାଲ ନର୍ସଙ୍କ ସ୍ବାବ ପରୀକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା କୁରୁଡ଼ାସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲରେ କାର୍ଯ୍ୟରତ ନର୍ସମାନଙ୍କର ସ୍ବାବ ପରୀକ୍ଷା ନିମନ୍ତେ ଦାବି କରାଯାଇଛି। ଶୁକ୍ରବାର ହସ୍‌ପିଟାଲ ସମ୍ମୁଖରେ ନର୍ସମାନେ ୨ଘଣ୍ଟା କାମ…

4 years ago

ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର ପଶ୍ଚିମପଡା…

4 years ago