ବାଲେଶ୍ୱର

ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା…

4 years ago

ବିଦ୍ୟୁତ୍‌ ଆଘାତରେ ଅସ୍ଥାୟୀ ଲାଇନ୍‌ ମ୍ୟାନ ଗୁରୁତର:  ନେସ୍କୋ କାର୍ଯ୍ୟାଳୟ ଘେରାଉ

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲମ ତାଳପଦା ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଅସ୍ଥାୟୀ ଲାଇନମ୍ୟାନ୍‌ ଗୁରୁତର ହେବା ଘଟଣାକୁ ନେଇ ୨ଦିନ ପରେ ଗ୍ରାମବାସୀ ଶ୍ରୀଜଙ୍ଗ…

4 years ago

ଉଦାହରଣ ପାଲଟିଲେ ସରପଞ୍ଚ

ଖଇରା, ୧୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସ ନିଜ ପଞ୍ଚାୟତବାସୀଙ୍କ ସୁରକ୍ଷା ପାଇଁ ନିଜେ ଅଣ୍ଟା ଭିଡି ଅନ୍ୟମାନଙ୍କ ପାଇଁ…

4 years ago

ବଜ୍ରପାତରେ ଯୁବକଙ୍କ ଜୀବନଗଲା

ସଜନାଗଡ, ୧୫ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ହାତିଆଶିଳା ଗ୍ରାମର ଗୁରା ସିଂ ( ୨୧ )ନାମକ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିିଛି। ଶୁକ୍ରବାର ସାରେ ବର୍ଷା…

4 years ago

୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୧୪୩୯ ପ୍ରବାସୀ

ବାଲେଶ୍ୱର ଅଫିସ, ୧୫।୫: ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ହାଇଦ୍ରାବାଦ୍‌ରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୧୪୩୯ ପ୍ରବାସୀ ଶୁକ୍ରବାର ବାଲେଶ୍ୱର ରେଳଷ୍ଟେଶନରେ ଓହ୍ଳାଇଛନ୍ତି। ସମସ୍ତେ ବାଲେଶ୍ୱର ଓ…

4 years ago

ଘରକୁ ଫେରିବା ବେଳେ ବାଟରେ ଟଳିପଡିଲେ

ଜଳେଶ୍ୱର, ୧୫।୫(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଜଣେ ପ୍ରବାସୀଙ୍କର ଶୁକ୍ରବାର ମଧ୍ୟାହ୍ନ ସମୟରେ ୬୦ନଂ. ଜାତୀୟ ରାଜପଥ ଲକ୍ଷ୍ମଣନାଥ ଉପାନ୍ତ ଚେକ୍‌ଗେଟ୍‌ ନିକଟରେ ମୃତ୍ୟୁ ଘଟିଛି। ତାଙ୍କ…

4 years ago

ବାହାନଗାରୁ ୩ ସଂକ୍ରମିତ ଚିହ୍ନଟ: ଗୋପାଳପୁର ପଞ୍ଚାୟତକୁ ୨୪ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବାହାନଗା, ୧୫।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ସରପଞ୍ଚ ଯୋଗେଶ ଚନ୍ଦ୍ର ପତି ଶୁକ୍ରବାର ପଞ୍ଚାୟତର ସମସ୍ତ ବଜାର-ଗାଁକୁ ୨୪ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା…

4 years ago

ସିମୁଳିଆ ବ୍ଲକରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ସିମୁଳିଆ,୧୫ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି ସ୍ଥାନୀୟ…

4 years ago

ବାଲେଶ୍ୱର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଲା

ବାଲେଶ୍ୱର ଅଫିସ,୧୫ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା…

4 years ago

ହାଇଦ୍ରାବାଦ ଫେରନ୍ତା କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଉତ୍ତେଜନା: ସରପଞ୍ଚଙ୍କୁ ଘେରିଲେ ଲୋକେ

ବାହାନଗା, ୧୫ା୫(ଡି.ଏନ.ଏ.)-ହାଇଦ୍ରାବାଦରୁ ଆସିଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ଗ୍ରାମର ଜଣେ ଯୁବକ ସରକାରୀ କ୍ୱାରାଣ୍ଟାଇନ୍‌କେନ୍ଦ୍ରରେ ନ ରହି ଘରେ ରହିବାରୁ ଗ୍ରାମରେ…

4 years ago