ବାଲେଶ୍ୱର

ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ

ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ ସ୍ପିନିଂ…

4 years ago

ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ ପୁରୁଷ…

4 years ago

ଘରକୁ ଫେରିବେ ଯାଜପୁରର ୬୨ ଶ୍ରମିକ

ଜଳେଶ୍ୱର, ୧ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର କ୍ୱାରାଣ୍ଟାଇନ ସେଣ୍ଟରରେ ୩୦ଦିନ ଧରି ରହିଥିବା ଯାଜପୁର ଅଞ୍ଚଳର ୬୨ଶ୍ରମିକ ଆଗାମୀ ଦୁଇ ଦିନ ମଧ୍ୟରେ ଘରକୁ ଫେରିଯିବେ। ଏ ସମ୍ପର୍କରେ…

4 years ago

ସୋର ବ୍ଲକରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ୭ ଗ୍ରାମର ମୁଖ୍ୟ ରାସ୍ତା ସିଲ୍‌

ସୋର, ୩୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ତଳନଗର ପଞ୍ଚାୟତର ବେଲସବିରା ଓ ସୁନାରୀ ଗ୍ରାମରେ ବୁଧବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ଥାନୀୟ ଅଞ୍ଚଳରେ…

4 years ago

କରୋନା ପଜିଟିଭ୍‌ ଆସିବା ପରେ ଖଇରା ବ୍ଲକର ୨ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଖଇରା,୩୦।୪(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତର କନ୍ଦଡା ଗ୍ରାମର ଜଣେ କଲିକତା ଫେରନ୍ତାଙ୍କ ସ୍ବାବ ପଜିଟିଭ୍‌ ଜଣାପଡଛି। ଏହା ପରେ ବାଲେଶ୍ବର ଉପଜିଲାପାଳ କନ୍ଦଡା…

4 years ago

ଖାଦ୍ୟ, ମାସ୍କ ବଣ୍ଟନ

ଖଇରା,୩୦।୪(ଡି.ଏନ.ଏ.)-ଫାଉଣ୍ଡେଶନ ଟ୍ରଷ୍ଟ ଓ ଆର୍ଯ୍ୟାନ ସଙ୍ଗଠନ ତରଫରୁ ବୁଧବାର ଖଇରା ବ୍ଲକର ଡଗରପଡା ପଞ୍ଚାୟତରେ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ଟ୍ରଷ୍ଟ ଅଧ୍ୟକ୍ଷ ମହମ୍ମଦ ଆୟୁବଖାନ…

4 years ago

ଜଳେଶ୍ୱର ଆସିବାକୁ ପଞ୍ଜୀକରଣ କଲେ ୫୬୩୮ ଶ୍ରମିକ

ଜଳେଶ୍ୱର, ୩୦ା୪ (ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୩୫ ପଞ୍ଚାୟତର ପ୍ରାୟ ୨ଲକ୍ଷ ୧୦ହଜାର ଲୋକ ବସବାସ କରନ୍ତି। ଏଥିରୁ ୨୧ହଜାର ବ୍ୟକ୍ତି ଅନ୍ୟ ରାଜ୍ୟରେ ରହି…

4 years ago

ବାହାନଗା ଅଟୋ ଆସୋସିଏଶନ ପକ୍ଷରୁ ସହାୟତା

ବାହାନଗା, ୩୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହୁକମା ବଜାରରେ ଥିବା ମା’ ବାସୁଳୀ ଅଟୋ ଆସୋସିଏଶନ ପକ୍ଷରୁ କୋଭିଡ-୧୯ ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୫…

4 years ago

ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା ବାଲିଆ…

4 years ago

ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ

ବାହାନଗା, ୩୦ା୪(ଡି.ଏନ.ଏ.)-ବାହାନଗା ବ୍ଲକର ସମସ୍ତ ଶିକ୍ଷକ ସଂଘ ପକ୍ଷରୁ କୋଭିଡି-୧୯ର ସଫଳ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି । ବ୍ଲକର ପ୍ରାଥମିକ,…

4 years ago