ବାଲେଶ୍ୱର

କରୋନାରୁ ରକ୍ଷା ପାଇଁ ପୂଜାର୍ଚ୍ଚନା

ଖଇରା, ୨୬ା୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଲୋକେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅନ୍ୟପଟେ ଏଥିରୁ ରକ୍ଷା…

4 years ago

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ଦରମା ଦେଲେ ବସ୍ତା ବିଧାୟକ

ବସ୍ତା,୨୬।୩ (ଡି.ଏନ୍‌.ଏ): କରୋନା ମୁକାବିଲା ପାଇଁ ବାଲେଶ୍ୱର ଜିଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ତାଙ୍କର ଏକ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। …

4 years ago

ଲକ୍‌ଡାଉନକୁ ନେଇ ବସ୍ତା ପ୍ରଶାସନର ବୈଠକ: ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବସ୍ତା,୨୬।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ଘୋଷଣା ପରେ ଏହାକୁ କଡ଼ାକଡି ଭାବେ କାର୍ଯ୍ୟକାରୀ କରାଯାଉଛି। ଏ ନେଇ ବୁଧବାର ଅପରାହ୍ନରେ ବାଲେଶ୍ୱର ଜିଲା ବସ୍ତା ପ୍ରଶାସନର…

4 years ago

ଲକ୍‌ଡାଉନ୍‌ କଟକଣାକୁ ନେଇ ଚାଷୀ ଆତଙ୍କିତ: ପରିବା ବିକ୍ରି ନ ହେବା ଭୟ ଦେଖାଇ ଶସ୍ତା ଦରରେ କିଣୁଛନ୍ତି ଦଲାଲ

ବାଲେଶ୍ୱର ଅଫିସ,୨୬।୩: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ବାଇଗଣବାଡ଼ିଆର ଚାଷୀମାନେ କରୋନା କଟକଣା ଲାଗି ଚିନ୍ତାରେ। ସେମାନଙ୍କ କହିବା ଅନୁଯାୟୀ, ସେମାନେ ଚାଷ କରୁଥିବା ପନିପରିବା ।…

4 years ago

ନାସିକରେ ଫଶିିଛନ୍ତି ୨୮ ଓଡ଼ିଆ ତୀର୍ଥଯାତ୍ରୀ

ଜଳେଶ୍ୱର,୨୬।୩(ସ୍ବ.ପ୍ର)- ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ ପରିବାରବର୍ଗ…

4 years ago

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି ଭୂତାଣୁ…

4 years ago

କରୋନା ପ୍ରତିହତ ଲାଗି ସଫେଇ କାର୍ଯ୍ୟ ଜାରି

ବସ୍ତା,୨୫।୩(ଡି.ଏନ୍‌.ଏ.): ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ୨୧ଦିନ ଲାଗି କଟକଣା ଜାରି…

4 years ago

ଅହମ୍ମଦାବାଦ୍‌ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ

ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି ।…

4 years ago

କରୋନା କଟକଣା: ରୂପ୍‌ସା ଝୋଟ କାରଖାନା ବନ୍ଦ

ରୂପ୍‌ସା, ୨୪।୩(ଡି.ଏନ.ଏ.)-କରୋନା କଟକଣା ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପସାସ୍ଥିତ ଜୟକିଶନ ଦାସ ମଲ ଝୋଟ କାରଖାନାକୁ ମଙ୍ଗଳବାରଠାରୁ ବନ୍ଦ ରଖାଯାଇଛି। କାରଖାନା ଜେନେରାଲ…

4 years ago

ବାଲେଶ୍ୱରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ

ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍‌ଡାଉନ୍‌…

4 years ago