ବାଲେଶ୍ୱର

ଜିଲାସ୍ତରରେ ୫-ଟି ସମୀକ୍ଷା ବୈଠକ: ଚିହ୍ନଟ ହେବେ ଅପାରଗ କର୍ମଚାରୀ

ବାଲେଶ୍ୱର ଅଫିସ,୨୪।୧୧-ପ୍ରଶାସନକୁ ଅଧିକ ଦକ୍ଷ ଓ ଲୋକାଭିମୁଖୀ କରିବା ଲାଗି ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ଶନିବାର ପୂର୍ବାହ୍ନରେ ୫-ଟି କାର୍ଯ୍ୟକାରିତା ଉପରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।…

5 years ago

ଡମ୍ପରକୁ ଧକ୍କା ଦେଲା ଟ୍ରକ୍‌ : ୨ ଗୁରୁତର

ରେମୁଣା,୨୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଉଡ଼ୁଣୀ ପୋଖରୀ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଡମ୍ପରକୁ ଟ୍ରକ୍‌ ଧକ୍କା ଦେବାରୁ ଟ୍ରକ୍‌ ଡ୍ରାଇଭ ଓ…

5 years ago

ସିଲପଟ୍‌କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍‌

ରୂପ୍‌ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ…

5 years ago

ଡାକ୍ତର ପଦବୀ ପୂରଣ ଦାବିରେ ଧାରଣା

ସୋର, ୨୩ା୧୧(ଡି.ଏନ୍‌.ଏ.)-ସୋର ସିଏଚ୍‌ସିରେ ଏବେ ଡାକ୍ତରଙ୍କ ପଦବୀ ଖାଲି ପଡିଥିବା ବେଳେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ସୋର ସମେତ ୭ଟି ବ୍ଲକର ଲକ୍ଷାଧିକ ରୋଗୀ ଏହି କେନ୍ଦ୍ର…

5 years ago

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ।…

5 years ago

ବିଳମ୍ବରେ ଆସିଲା ତରକାରି: ଲୁଣ ଲଗାଇ ଭାତ ଖାଇଲେ ଛାତ୍ରୀଛାତ୍ର

ସଜନାଗଡ଼, ୨୩।୧୧(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟରେ ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା…

5 years ago

ଜାତୀୟ ଶିକ୍ଷାନୀତି ପ୍ରତ୍ୟାହାର ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୨।୧୧-ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କ ପୁଷ୍ଟିହୀନତା ଦୂରୀକରଣ, ଗର୍ଭବତୀ ଓ ପ୍ରସୂତିଙ୍କର ପୁଷ୍ଟିହୀନତା ଦୂରୀକରଣ ଓ ପ୍ରସୂତିକାଳୀନ ମୃତ୍ୟୁହାର ହ୍ରାସ କରିବାର ଗୁରୁଦାୟିତ୍ୱ ବହନ କରିଆସିଥିବା…

5 years ago

ଋଣ ଦେବା ନାଁରେ ୧.୪୦ଲକ୍ଷ ହଡ଼ପ: ଥାନାର ଦ୍ୱାରସ୍ଥ ହେଲେ ମହିଳା

ରୂପ୍‌ସା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଆଘିରିଆ ଗ୍ରାମରେ ଋଣ ଦେବା ନାମରେ ଏକ ଫାଇନାନ୍ସ ସଂସ୍ଥାର ଅଧିକାରୀ ୧ଲକ୍ଷ ୪୦ହଜାର ଟଙ୍କା ହଡ଼ପ କରିଥିବା…

5 years ago

ଦୁର୍ଘଟଣାରୁ ବର୍ତ୍ତିଲା ଦୁରନ୍ତ ଏକ୍ସପ୍ରେସ

ରୂପସା,୨୨।୧୧(ଡି.ଏନ୍‌.ଏ.): ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳଜଙ୍କଶନରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଅପ୍‌ଲାଇନ୍‌ରେ ଯାଉଥିବା ହାଓ୍ବଡା-ଯଶବନ୍ତପୁର ଦୂରନ୍ତ ଏକ୍ସପ୍ରେସ ଟ୍ରେନ୍‌…

5 years ago

ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ: ଗଣମାଧ୍ୟମର ସହାୟତା ନେଲେ ପରିବାର ଲୋକେ

ବାଲେଶ୍ୱର ଅଫିସ, ୨୨।୧୧-ବାଲେଶ୍ୱର ଜିଲା ସୋର ରଘୁନାଥପୁର ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାକେନ୍ଦ୍ରର ଛାତ୍ରୀନିବାସରେ ରହି ପାଠ ପଢୁଥିବା ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ…

5 years ago