ବାଲେଶ୍ୱର

ଅବକାରୀ ଚଢ଼ାଉ: ୨ ମଦ ବେପାରୀ ଗିରଫ

ରୂପ୍‌ସା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ମଦ ବେପାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବସ୍ତା ଥାନା ସନ୍ତୋଷପୁର…

5 years ago

ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା: ୨ ଗିରଫ

ରେମୁଣା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ଅନ୍ତର୍ଗତ କ୍ଷୀରଚୋରା ପେଟ୍ରୋଲ ପମ୍ପରେ ରବିବାର ବିଳମ୍ବିତ ରାତିରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ ଗିରଫ…

5 years ago

ସିମୁଳିଆରେ ଜମୁଛି ପୂଜା

ସିମୁଳିଆ, ୭।୧୦ (ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୫ଟି ମଣ୍ଡପରେ ଶାରଦୀୟ ଦୁର୍ଗା ପୂଜା ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହେଉଛି। ବିଭିନ୍ନ ସ୍ଥାନରେ ସୁନ୍ଦର…

5 years ago

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର

ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ ଥିବା…

5 years ago

ଜମୁଛି ଆଖଡା ଖେଳ

ରେମୁଣା, ୭ା୧୦(ଡି.ଏନ.ଏ.)-ଚଳିତବର୍ଷ ଦୁର୍ଗାଷ୍ଟମୀ ମହାସମାରୋହରେ ପାଳିତ ହୋଇଛି। ପ୍ରତିବର୍ଷ ପରି ଐତିହାସିକ ପାଇକ ଆଖଡା ଖେଳ ଅନୁଷ୍ଠିତ ହୋଇଥିଲା। ମନ୍ଦାରପୁରର ୨ଟି ଖେଳ ସହିତ ମହାବୀର ଜିମ୍ନାସିୟମ,…

5 years ago

ବାହ୍ୟଜଗତରୁ ବିଚ୍ଛିନ୍ନ କଳମଗଢ଼ିଆପାହି ଗାଁ

ବାହାନଗା, ୭ା୧୦(ଅରୂପ କୁମାର ଦାସ)-ସମୁଦ୍ର ଉପକୂଳ ଅଞ୍ଚଳରେ କିଭଳି ଦୁର୍ଗମ, ଅବହେଳିତ ଗାଁ ଗଣ୍ଡା ରହିଛି ତାହାର ଏକ ନଜିର କଳମଗଢିଆପାହି ଗାଁ। ବାଲେଶ୍ୱର ଜିଲା ରେମୁଣା…

5 years ago

ଶ୍ୱଶୁର ଘରୁ ଜ୍ୱାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସିମୁଳିଆ,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ଥାନା ଶ୍ରୀକୋଣା ଅଞ୍ଚଳର ଶ୍ୱଶୁର ଘରୁ ଜ୍ୱାଇଁ ପୂର୍ଣ୍ଣଚନ୍ଦ୍ର ମଳିକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ସେ ଆତ୍ମହତ୍ୟା…

5 years ago

ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ…

5 years ago

ଧରିତ୍ରୀ ପ୍ରଭାବ: ୧୦ ଖଣିରେ ୧୪୪ ଧାରା ଜାରି

ଖଇରା, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡ଼ରେ ବେଆଇନ ଭାବେ ଚାଲିଥିବା ୧୦ ଖଣିରେ ତହସିଲଦାର ପ୍ରଦୀପ କୁମାର ସାହୁ ଶୁକ୍ରବାର ୧୪୪ ଧାରା ଜାରି…

5 years ago

ରେମୁଣା ଡାକ୍ତରଖାନାରେ ଅବ୍ୟବସ୍ଥା ନେଇ ଉତ୍ତେଜନା: ତାଲା ପକାଇଲେ, ସିସି କ୍ୟାମେରା ଭାଙ୍ଗିଲେ

ରେମୁଣା, ୫ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ…

5 years ago