ବାଲେଶ୍ୱର

ଝିଅ ଶାଶୁଘରେ ପଶି ଜ୍ୱାଇଁଙ୍କୁ ମାଡ଼, ସ୍ତ୍ରୀଙ୍କ ସମେତ ୪ ଅଟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବହରମ୍‌ପୁର ଥାନା ଅଧୀନ ଗରଡ଼ିହି ପଞ୍ଚାୟତ କଳାକାତ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଘର ଲୋକଙ୍କ ମାଡ଼ରେ…

5 years ago

ଡାକ ପାର୍ସଲ କଣ୍ଟେନରରେ ଗୋରୁ ଚାଲାଣ

ସିମୁଳିଆ,୨୧ା୭(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ମାତ୍ର ଶହେ ମିଟର ଦୂର ୧୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଡାକ ପାର୍ସଲ କଣ୍ଟେନର(ଟିଏସ-୧୨…

5 years ago

ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ: ଝାଡ଼ୁ ଧରିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ରବିବାର ସକାଳେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ…

5 years ago

ଚୋରାଚାଲାଣ କୋଇଲା ବୋଝେଇ ପିକ୍‌ଅପ୍‌ ଅଟକାଇବାକୁ ଉଦ୍ୟମ ବେଳେ ଦୁର୍ଘଟଣା: କନଷ୍ଟେବଳ ଗୁରୁତର

ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ସାବରଙ୍ଗ ଏରଡ଼ା ନିକଟରେ ରବିବାର ସକାଳେ ଚୋରାଚାଲାଣ ହେଉଥିବା ଏକ କୋଇଲା ବୋଝେଇ ପିକ୍‌ଅପ୍‌ ପୋଲିସ ଅଟକାଇବାକୁ ଉଦ୍ୟମ…

5 years ago

କଣ୍ଡରା ଗ୍ରାନାଇଟ୍‌ ପଥର ଖଣି ନଂ-୨ରେ ଚଞ୍ଚକତା: ୨୦କୋଟିର ବେଆଇନ ଉତ୍ତୋଳନ

ଯୋଡ଼ା, ୨୧।୭(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବଡ଼ବିଲ ତହସିଲ ତଥା ଯୋଡ଼ା ବ୍ଲକ ଅନ୍ତର୍ଗତ କଣ୍ଡରାଠାରେ ଥିବା ଏକ ଗ୍ରାନାଇଟ୍‌ ପଥର ଖଣିରୁ ବେଆଇନ ଭାବେ ପଥର ଉତ୍ତୋଳନ…

5 years ago

ମୌଳିକ ସୁବିଧାରୁ ବଞ୍ଚିତ ମାଙ୍କଡ଼ଖଳି ଗାଁ

ତେଲକୋଇ, ୨୧।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତରେ ରହିଛି ମାଙ୍କଡଖଳି ଗ୍ରାମ। ଏହି ଗ୍ରାମର ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ନାହିଁ ନ ଥିବା…

5 years ago

ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଭଣ୍ଡାରିପୋଖରୀ, ୨୧।୭ (ଡି.ଏନ.ଏ.) - ଚଳିତବର୍ଷ ଚାଷକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଚାଷୀ। ମୌସୁମୀ ବର୍ଷା ଚାଷୀମାନଙ୍କୁ ନିରାଶ କରିଛି। ଆଷାଢ଼ ସରି ଶ୍ରାବଣ ମାସ ହେଲାଣି…

5 years ago

ସଭାଗୃହ ଛାଡି ଚାଲିଗଲେ ଏମପି

ଖୁଣ୍ଟା,୨୧।୭(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ କାର୍ଯ୍ୟାଳୟ ସଭାକକ୍ଷରେ ଶନିବାର ପଞ୍ଚାୟତ ସମିତିର ୭ମ ବୈଠକ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ ସମୟରେ ବୈଠକ ଆରମ୍ଭ ନ ହୋଇ ବିଳମ୍ବ…

5 years ago

‘ଅଭିଯୋଗକାରୀଙ୍କୁ ସୁରକ୍ଷା ଦିଆଯିବ’

ବାରିପଦା ଅଫିସ,୨୧।୭- ରାଜ୍ୟରେ ଦୁର୍ନୀତିକୁ ମୂଳୋପତ୍ାଟନ କରିବା ପାଇଁ ଲୋକାୟୁକ୍ତ ଗଠିତ ହୋଇଛି। ଏଥିରେ ରାଜ୍ୟର ସମସ୍ତ ଜନସାଧାରଣ ଦୁର୍ନୀତି ବିରୋଧରେ ଅଭିଯୋଗ କରିପାରିବେ। ଲୋକେ ବିନା…

5 years ago

ଠିକାଦାର ସଂସ୍ଥା କବ୍‌ଜାରେ ସରକାରୀ ଜମି: ଭିଟାମାଟି ଛାଡିବେ ୧୦ଗଁ। ର ବାସିନ୍ଦା

ଖଇରା, ୨୧।୭(ଡି.ଏନ.ଏ.)-ଦିଲ୍ଲୀର ଏକ ଠିକାଦାର ସଂସ୍ଥା ଦ୍ୱାରା ସରକାରୀ ତଥା ଚାଷୀଙ୍କ ଜମି ଜବରଦଖଲ ହୋଇଚାଲିଛି। ଏସବୁ ରାଜସ୍ବ ବିଭାଗର ଅଧିକାରୀମାନେ ଜାଣି ମଧ୍ୟ ନୀରବଦ୍ରଷ୍ଟା ପାଲଟିଥିବା…

5 years ago