ବାଲେଶ୍ୱର

ଧାନ ବିକିଲେ, ପ୍ରାପ୍ୟ ପାଇଲେନି

ବନ୍ତ, ୧୫।୬ (ଡି.ଏନ.ଏ.) - ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ବନ୍ତ ଶାଖା ଅଧୀନ ଚାଇଁପୁର ସେବା ସମବାୟ ସମିତିରେ ବହୁ ଚାଷୀ ଧାନ ବିକ୍ରୟ କରି…

5 years ago

ଅସୁରକ୍ଷିତ ନଦୀତଟ : ସୋନ ନଦୀରେ ଲୀନ ହେବ ୨୧ ଗାଁ

କପ୍ତିପଦା,୧୫ା୬(ଡି.ଏନ୍‌.ଏ) ଆଗକୁ ବଷର୍ର୍ା ଦିନ ଆସୁଥିତ୍ବାରୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକେ ନାନା ଆଶଙ୍କା ମଧ୍ୟରେ ରହିଛନ୍ତି। ବର୍ଷା ହେଲେ ବନ୍ୟା…

5 years ago

ଠେଲାପେଲା ବେଳେ ବୃଦ୍ଧଙ୍କ ଜୀବନ ଗଲା: ୨ ଗିରଫ

ବୈଶିଙ୍ଗା,୧୫ା୬- ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟସ୍ଥ ହାତୀଝୁରି ପଞ୍ଚାୟତ କମାରସାହିରେ ଶୁକ୍ରବାର ଅପରାହ୍ନରେ ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଜଣଙ୍କର ଜୀବନ ଯାଇଛି।…

5 years ago

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର…

5 years ago

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି। ଖାଦ୍ୟ…

5 years ago

ଦ୍ରୁତଗତିରେ ଗାଡ଼ି ଚାଳନା କାଳ ହେଲା: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ବାଲେଶ୍ୱର ଅଫିସ/ରସାଳପୁର(ଡି.ଏନ.ଏ), ୧୪।୬-ବାଲେଶ୍ୱର ସହର ନିକଟସ୍ଥ ଚାନ୍ଦିପୁର ରାସ୍ତାରେ ଶୁକ୍ରବାର ଅପରାହ୍ନ ସାଢେ ୨ଟା ବେଳେ ଏକ ସଡକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ…

5 years ago

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା

ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର…

5 years ago

ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା

ତିହିଡ଼ି, ୧୪।୬ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ…

5 years ago

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ।…

5 years ago

ବଗଲା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ଟ୍ରାନ୍ସଫର୍ମର

ବାରିପଦା ଅଫିସ,୧୪।୬: ବାଲେଶ୍ୱର ଜିଲା ବାରିପଦା ସହରର ବଗଲା ମାର୍କେଟ ତଥା ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରରେ ଶୁକ୍ରବାର ହଠାତ ନିଆଁ ଲାଗି ଯାଇଛି।…

5 years ago