ଭଦ୍ରକ ଅଫିସ, ୧୭।୬ - ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ…
ଆନନ୍ଦପୁର,୧୭।୬(ସ୍ବ.ପ୍ର.): ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ନୀତି ମହା ଆଡମ୍ବରରେ ପାଳନ ହେଉଛି। ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ଆନନ୍ଦପୁରର ଆରାଧ୍ୟ…
ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ…
ବାରିପଦା ଅଫିସ,୧୭।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦା ଜଗନ୍ନାଥ ମନ୍ଦିରରେ ସୋମବାର ଭୋର ୪ଟାରେ ମହାପ୍ରଭୁ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିଥିଲେ। ଭୋର ପ୍ରାୟ ୫ଟାରେ ଗଙ୍ଗାଦେବୀଙ୍କୁ…
ସଜନାଗଡ଼,୧୭ା୬(ଡି.ଏନ୍.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ…
ଢେଙ୍କିକୋଟ, ୧୭।୬(ଡି.ଏନ୍.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ…
ଚମ୍ପୁଆ, ୧୭।୬(ଡି.ଏନ୍.ଏ.)- ଚମ୍ପୁଆ ସଦର ମହକୁମାରେ ଥିବା ଉପଡାକଘରେ ଦୀର୍ଘଦିନ ଧରି ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ନୂତନ ପାସ୍ବହି ଖୋଲା ନ ଯାଇ ପଡିରହିଥିବା ଦେଖିବାକୁ ମିଳିଛି।…
କେନ୍ଦୁଝର,୧୭।୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ…
ଚାନ୍ଦବାଲି, ୧୬।୬ (ଡି.ଏନ.ଏ) - ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ…
ବାଲେଶ୍ୱର ଅଫିସ, ୧୭।୬-ବାଲେଶ୍ୱର ରେଳଷ୍ଟେଶନ ଟିକେଟ କାଉଣ୍ଟରରୁ ଜଣେ ଦଲାଲ ବାରମ୍ବାର ଟିକେଟ କାଟିବାକୁ ଯା’ଆସ କରୁଥିବା ଦେଖି ବାଲେଶ୍ୱର ଆରପିଏଫ୍ ଏବଂ ଖଡଗପୁର ରେଲୱେ କ୍ରାଇମବ୍ରାଞ୍ଚ…