ତେଲକୋଇ, ୧୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ମୁଖ୍ୟାଳୟର ହାଲପୋଡି ଗ୍ରାମରେ ଉକତ୍ଟ ଜଳ ସମସ୍ୟା ଦେଖାଦେଇଛି । ଗଭୀର କୂପ ଓ ପୋଖରୀ ଶୁଖି ଯାଇଥିବା ବେଳେ…
ରୂପ୍ସା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍ସା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ଦୂର ସମ୍ପର୍କୀୟ ବିବାହର ପ୍ରତିଶ୍ରୁତିି ଦେଇ ପ୍ରତାରଣା କରିଥିବା ଅଭିଯୋଗ…
ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱର ସଦର ବ୍ଲକ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀରେ ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ଅନିଶ୍ଚିତତା ଲାଗି ରହିଥିବାରୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ…
ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି। ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ ସାହିତ୍ୟ…
ତାଳଚେର, ୧୨ା୬(ନି.ପ୍ର.): ତାଳଚେର ବ୍ଲକ କଣ୍ଡାଳ ପଞ୍ଚାୟତରେ ବେଆଇନ ମଦ କାରବାର ବନ୍ଦ କରାଯିବା ଦାବିରେ ବୁଧବାର ପଞ୍ଚାବାସୀ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି।…
ବଇଣ୍ଡା,୧୨।୬(ଡି.ଏନ.ଏ.): ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ବସବାସ କରୁଥିବା ଲୋକେ ପାନୀୟ ଜଳ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମଋତୁରେ ଏହି ସମସ୍ୟା ଆହୁରି…
ଭଦ୍ରକ ଅଫିସ, ୧୨।୬: ପୋଲିସ ଅଭିଯୋଗକୁ ଗୁରୁତ୍ୱ ନ ଦେବାରୁ ଜଣେ ନିର୍ଯାତିତା ମହିଳା ଓ ତାଙ୍କ ୫ ବର୍ଷର ଝିଅ ବୁଧବାର ଭଦ୍ରକ ଜିଲା ଏସ୍ପିଙ୍କ…
କେନ୍ଦୁଝର,୧୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଗଜପୁର ଗ୍ରାମ ରାସ୍ତାର ଏକ ପୋଲତଳୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗଜପୁର ଗ୍ରାମର…
ବାଲେଶ୍ୱର ଅଫିସ୍, ୧୨।୬: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନକୁ ବୁଧବାର ଏକ ବଡ ସଫଳତା ମିଳିଛି। ଧାମରାଠାରେ ଥିବା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ…
ଧାମନଗର,୧୨।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି। ମଙ୍ଗଳବାର…