ବାଲେଶ୍ୱର

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା ଜଣାପଡିଛି।…

5 years ago

ଖଣି ଦୁର୍ନୀତି ମାମଲା : ହାଜର ହେଲେ ୯ରୁ ୮ କମ୍ପାନୀଜରିମାନା ଅର୍ଥ ନ ଦେଲେ ସମ୍ପତ୍ତି ବାଜ୍ୟାପ୍ତି

କେନ୍ଦୁଝର, ୨ା୬(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ବହୁଚର୍ଚ୍ଚିତ ଖଣି ଦୁର୍ନୀତିରେ ସମ୍ପୃକ୍ତ ଜିଲାର ଖଣି କମ୍ପାନୀ ଆଗାମୀ ୭ରୁ ୧୫ ଦିନ ମଧ୍ୟରେ ଜରିମାନା ପୈଠ ନ କଲେ ସେମାନଙ୍କ…

5 years ago

ସ୍ବାମୀଙ୍କ ଚିହ୍ନା କହି ମହିଳାଙ୍କଠୁ ଲୁଟ୍‌

ଭଦ୍ରକ ଅଫିସ, ୨।୬ - ସ୍ବାମୀଙ୍କ ଚିହ୍ନା କହି ଜଣେ ଯୁବକ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ଭଦ୍ରକ ଟାଉନ ଥାନାରେ ଅଭିଯୋଗ…

5 years ago

ଶିଖାଇଲେ, ନିଜେ ଶିଖିଲେନି : ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ

ଭଦ୍ରକ ଅଫିସ, ୨।୬ - ପ୍ରତି ନିର୍ବାଚନରେ ପୋଷ୍ଟାଲ ଭୋଟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଚଳିତ ସାଧାରଣ ନିର୍ବାଚନରେ ଭଦ୍ରକ ଜିଲାର ସଂସଦୀୟ କ୍ଷେତ୍ରରେ ୩୫ ପ୍ରତିଶତ…

5 years ago

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ

ବାହାନଗା, ୧।୬(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତର କହଁରାଗୋହିରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ ନାୟକ(୯୫)ଙ୍କ ଶନିବାର ସକାଳେ ପରଲୋକ ହୋଇଛି। ସେ ଦୀର୍ଘଦିନ ହେଲା ଆଜମ୍।…

5 years ago

ସରିଲା ଜଉକଣ୍ଢେଇ ବାହାଘର : ବରଘର ପକ୍ଷରୁ ‘ରକ୍ତ ଦେବି ଜୀବନ ବଞ୍ଚାଇବି’ କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱରର ଲୋକପର୍ବ ଜଉକଣ୍ଡେଇ ବାହାଘର ଉତ୍ସବ କମିଟି ପକ୍ଷରୁ ସମ୍ପନ୍ନ ହୋଇଛି। କନ୍ୟା ଟୁସୁକୁ ଧରି ବର ଶଙ୍କର ଗାନ୍ଧୀ ସ୍ମୃତିଭବନସ୍ଥିତ ଘରେ ପହଞ୍ଚତ୍ଛନ୍ତି।…

5 years ago

ସକାଳୁଆ ଆସୁନାହାନ୍ତି କର୍ମଚାରୀ

ହାଟଡିହୀ, ୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସରକାରୀ ଅଫିସକୁ କର୍ମଚାରୀ ମାନେ ସକାଳୁ ଆସିବାର ନିୟମ ଥିଲେ ବି ତାହା ଏଠାରେ ପାଳନ ହେଉ ନ…

5 years ago

ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା

ଧାମନଗର, ୧।୬ (ଡି.ଏନ.ଏ.) - ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା…

5 years ago

କେନ୍ଦୁଝରରେ ଘନ ଘନ ବିଦ୍ୟୁତ୍‌ କାଟ: ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀସେବା ବାଧାପ୍ରାପ୍ତ, ଶୀଘ୍ର ସମାଧାନ ଦାବି

କେନ୍ଦୁଝର,୧।୬( ସ୍ବ.ପ୍ର.): ଘନ ଘନ ବିଦ୍ୟୁତ୍‌ କାଟ ଯୋଗୁ ଶନିବାର କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ଚିକିତ୍ସା ବାଧାପ୍ରାପ୍ତ ହୋଇଛି। ମେଡିକାଲରେ ଜେନେରେଟର ବ୍ୟବସ୍ଥା ଥିଲେ…

5 years ago

ରାସ୍ତାରୁ ଦଶ ଫୁଟ ତଳକୁ ଖସି ଓଲଟିଲା ଆମ୍ବୁଲାନ୍ସ

ଉଦଳା,୧।୬(ଡି.ଏନ୍‌.ଏ.): ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ୧୦୮ ଆମ୍ବୁଲାନ୍ସ। ମୟୂରଭଞ୍ଜ ଜିଲା ଉଦଳା-କପ୍ତିପଦା ରାସ୍ତା ବାଉଁଶପାଳ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରୁ…

5 years ago