ବାଲେଶ୍ୱର

କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗର ଚଢ଼ାଉ

ବାଲେଶ୍ୱର ଅଫିସ,୧।୬: ବାଲେଶ୍ୱର ସହରରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଶନିବାର ପୂର୍ବାହ୍ନରେ ଫାୟାର ସେଫ୍ଟି ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ୧୦ରୁ…

5 years ago

ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ…

5 years ago

ପ୍ରକଳ୍ପ ଭବିଷ୍ୟତ ଅନ୍ଧାରରେ : ୪ ବର୍ଷ ହେଲା ମତ୍ସ୍ୟ ଯାଅଁ।ଳ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦୁଝର, ୧।୬(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ମତ୍ସ୍ୟଚାଷର ବିକାଶ ଲାଗି ଭିତ୍ତିଭୂମି ଥିଲେ ମଧ୍ୟ ଏହାର ସଦୁପଯୋଗ କରାଯାଉ ନାହିଁ ା ଜିଲାରେ ଚାଷୀଙ୍କୁ ପ୍ରୋତ୍ସାହନ ଓ ସୁବିଧା ଯୋଗାଇବା…

5 years ago

ଭଙ୍ଗା ଯାଉନି ବିପଦସଙ୍କୁଳ ସ୍କୁଲ ଗୃହ

ତିହିଡ଼ି, ୧।୬ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୁବେରା ପଞ୍ଚାୟତ ଇଟାଗଡ଼ି ପ୍ରାଥମିକ ସ୍କୁଲ ପରିସରରେ ଥିବା ଏକ ପୁରାତନ ସ୍କୁଲ ଗୃହ…

5 years ago

ଏବେଠୁ ଚଳଚଞ୍ଚଳ ସାବିତ୍ରୀଆଡ଼ି

ବନ୍ତ, ୧।୬ (ସ୍ବ.ପ୍ର.) - ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ତୋଟାସାହିରେ ଥିବା ସାବିତ୍ରୀଆଡ଼ି ପୀଠ ଚଳଚଞ୍ଚଳ ହୋଇଉଠିଛି। ଆଉ ୨ ଦିନ ପରେ…

5 years ago

କାଠ ଦେବ ନାହିଁ ବନ ବିଭାଗ : ଅଧାରୁ ଅଟକିଛି ରଥ ନିର୍ମାଣ

ଉଦଳା,୧ା୬ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ରଥଯାତ୍ରା ପାଇଁ କାଠ ଅଭାବରୁ ରଥ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ଏ…

5 years ago

‘ସୁସ୍ଥ ଜୀବନ ଲାଗି ତମାଖୁ ବର୍ଜନ କର’

ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା…

5 years ago

ଧସୁଛି ରାସ୍ତା, ଆଡ଼ିବନ୍ଧ: ବିପଦରେ ୪ ଗାଁ

ବାଲେଶ୍ୱର ଅଫିସ, ୧।୬-ବୁଢ଼ାବଳଙ୍ଗ ନଦୀଗର୍ଭକୁ ଧସି ପଡୁଛି ଆଡ଼ିବନ୍ଧ ସହ ରାସ୍ତା। ବିପଦରେ ୪ଖଣ୍ଡ ଗଁାର ବାସିନ୍ଦା। ଜିଲା ଗ୍ରାମ୍ୟ ଉନ୍ନୟନ ଓ ଜଳସେଚନ ବିଭାଗ ମଧ୍ୟରେ…

5 years ago

ନିମ୍ନମାନର ରାସ୍ତା ନିର୍ମାଣକୁ ବିରୋଧ: ଠିକାଦାରଙ୍କୁ ଘେରିଲେ ଗ୍ରାମବାସୀ

ବନ୍ତ, ୩୧।୫ (ଡି.ଏନ.ଏ.) - ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଡତିରା ପଞ୍ଚାୟତ ପରମାନନ୍ଦପୁରଠାରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ରାସ୍ତାକାମକୁ…

5 years ago

ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଗିରଫ

ଭୋଗରାଇ,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଜଣେ…

5 years ago