ବାଲେଶ୍ୱର

ସରକାରଙ୍କ ଆଇନକୁ ବେଖାତିର : ଦିନ ୧୧ଟା ପରେ ବି ଚାଲିଛି ନିର୍ମାଣ କାର୍ଯ୍ୟ

ଚମ୍ପୁଆ/ଯୋଡ଼ା, ୨୧ା୫(ଡି.ଏନ୍‌.ଏ.): ଦିନକୁ ଦିନ ତାପମାତ୍ରା ବଢ଼ି ୪୧ ଡିଗ୍ରୀ ଅତିକ୍ରମ କରିସାରିଲାଣି। ଗୁଳୁଗୁଳି ସାଙ୍ଗକୁ ଟାଣଖରା ଏବେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ପାରଦ ବୃଦ୍ଧି ଓ…

5 years ago

ବଜ୍ରପାତରେ ଜଳିଗଲା ଗଛ

ପାଟଣା, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ଘଟିଛି। ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବେଗରେ ପବନ ବହିବା…

5 years ago

ଖରାରେ ସିଝୁଛି ପାଲଟପୁର

ଆରଡ଼ି, ୨୧।୫(ଡି.ଏନ.ଏ.) - ଜାରି ରହିଛି ତାତି। ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଲୋକେ ଘରେ ରହିପାରୁ…

5 years ago

ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି।…

5 years ago

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।…

5 years ago

୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ଜାତୀୟସ୍ତରକୁ ଗଲେ ସାଇନା, ଅଙ୍କିତା, ଦେବୀପ୍ରସାଦ, ଅନୁବ୍ରତ

ବାଲେଶ୍ୱର ଅଫିସ, ୨୦।୫-ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ପକ୍ଷରୁ ଆୟୋଜିତ ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୮ଟି ଜିଲାରୁ…

5 years ago

ବେଆଇନ ସର୍ଭିସିଂ ସେଣ୍ଟର ଲାଗି ସୁନା ନଦୀ ପ୍ରଦୂଷିତ

ଯୋଡ଼ା, ୨୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଏକ ବେଆଇନ ସର୍ଭିସିଂ ସେଣ୍ଟର କରି ଲକ୍ଷ ଲକ୍ଷ ଲିଟର ପାଣି ନିଜ କାରବାରରେ ବ୍ୟବହାର କରିବା ସହିତ ସୁନା…

5 years ago

ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ ମହିଳା…

5 years ago

ଟିପ୍ପର ଓଲଟିଲା : ଚାଳକ ଗୁରୁତର

କେନ୍ଦୁଝର,୨୦ା୫(ସ୍ବ.ପ୍ର.):ପଳାଶପଙ୍ଗା-ବାମେବାରୀ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଯାତାୟାତ ଅସୁରକ୍ଷିତ ହୋଇପଡୁଛି। ସୋମବାର ଏକ ଟିପ୍ପର ମଲଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଚାଳକ…

5 years ago

ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା

ଖଇରା,୨୦।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ…

5 years ago