ବାଲେଶ୍ୱର

ଗଛ ମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ପଦ୍ମପୁର, ୧୨।୫ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଠାକୁରାଣୀସାହି ଅଙ୍ଗନୱାଡି କେନ୍ଦ୍ର ଦୀର୍ଘ ୯ ବର୍ଷ ଧରି ଗଛ ମୂଳେ…

6 years ago

ଅଂଶୁଘାତ ପ୍ରତିକାର ପାଇଁ ନାହିଁ କୌଣସି ବ୍ୟବସ୍ଥା

ହାଟଡିହୀ୧୧ା୫(ସ୍ବ.ପ୍ର.): ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିଲାବେଳେ ହାଟଡିହୀ ସରକାରୀ  ଡାକ୍ତରଖାନାରେ ଅଂଶୁଘାତ ପ୍ରତିକାର ପାଇଁ କୌଣସି ବ୍ୟବସ୍ଥା ନାହିଁ। ଲୋକେ ନାନା ଅସୁବିଧାର ସମ୍ମୁଖୀନ…

6 years ago

ଫନୀ ଉଜାଡ଼ିଦେଲା କଦଳୀ କ୍ଷେତ

ପଦ୍ମପୁର, ୧୧।୫ (ଡି.ଏନ.ଏ.) - ବାତ୍ୟା ‘ଫନୀ’ ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ଗ୍ରାମର ଶଶିଭୂଷଣ ଦାଶଙ୍କର କଦଳୀ କ୍ଷେତ ଉଜୁଡ଼ି ଯାଇଛି। ହଜାର…

6 years ago

ଫନୀ ପରେ ତାତି ଭୟ

ଆରଡ଼ି, ୧୧।୫ (ଡି.ଏନ.ଏ.) - ଫନୀ ପରେ ଏବେ ଖରା ତାତି ଭୟ। ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ। ଗରମରେ ସିଝୁଛନ୍ତି ଲୋକେ। କେହି…

6 years ago

‘ଫନି’ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ: ୩୦ହଜାର ଲୋକ ସ୍ଥାନାନ୍ତର ହେବେ; ସମସ୍ତ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ

ଭଦ୍ରକ ଅଫିସ, ୧ା୫- ଭଦ୍ରକ ଜିଲା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହ ଠାରେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ସଭାପତିତ୍ୱରେ ବାତ୍ୟା ‘ଫନି’ର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ…

6 years ago

‘ପରିବେଶ ଓ ପ୍ରକୃତି ଦିଏ ପ୍ରେରଣା’

ସିମୁଳିଆ, ୧ା୫(ଡି.ଏନ.ଏ.)-ଆମ ଚାରିପାଖରେ  ନିୟମିତ ଅନେକ ଘଟଣା, ଦୁର୍ଘଟଣା ଘଟୁଛି। ଯାହା ଜୀବନ ଯେତେ ଘଟଣାବହୁଳ ତାହା ଲେଖାଲେଖି କରିବାକୁ ଖୋରାକ ଯୋଗାଇଥାଏ ବୋଲି ସାରସ୍ବତ ସାଧନାରେ…

6 years ago

ମିଳିଲା ଭୁଷଣ୍ଡେଶ୍ୱରଙ୍କ ମନ୍ଦିର ଭଗ୍ନାବଶେଷର ସନ୍ଧାନ

ବାଲେଶ୍ୱର ଅଫିସ, ୧।୫-ଏସିଆ ମହାଦେଶର ସର୍ବବୃହତ ଶିବଲିଙ୍ଗ ଭାବେ  ବାବା ଭୁଷଣ୍ଡେଶ୍ୱର ପରିଚିତ। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କୁମ୍ଭୀରଗଡ଼ି ପଞ୍ଚାୟତରେ ଅବସ୍ଥିତ ଭୁଷଣ୍ଡେଶ୍ୱରଙ୍କ ମନ୍ଦିରର ପ୍ରାଚୀନତା…

6 years ago

ଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠଙ୍କୁ ସହାୟତା

ବାଲେଶ୍ୱର ଅଫିସ, ୩୦।୪-ଚଳିତ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଦିବ୍ୟାଙ୍ଗ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ମତଦାନରେ ଛାତ୍ର ସ୍ବେଚ୍ଛାସେବୀମାନେ ସହାୟତା କରିଛନ୍ତି। ପ୍ରତ୍ୟେକ ବୁଥ୍‌ରେ ୨ଜଣ ଛାତ୍ର ସ୍ବେଚ୍ଛାସେବୀଙ୍କୁ…

6 years ago

ଶାନ୍ତି ଶୃଙ୍ଖଳା ସହିତ ସରିଲା ନିର୍ବାଚନ: ଇଭିଏମରେ ସିଲ୍‌ ୮୧ ପ୍ରାର୍ଥୀଙ୍କ ଭାଗ୍ୟ

ବାରିପଦା ଅଫିସ, ୩୦।୪- ଚତୁର୍ଥ ପର୍ଯ୍ୟାୟ ମତଦାନ ସୋମବାର ସକାଳୁ ମୟୂରଭଞ୍ଜ ଜିଲାରେ ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଯାଇଛି। କିଛି ବୁଥରେ ଆରମ୍ଭରୁ ଇଭିଏମ ଖରାପ ହେବାରୁ…

6 years ago

ଚାଷୀଙ୍କ ନୂଆ ଆଶା ‘ସୂର୍ଯ୍ୟମୁଖୀ’

କେନ୍ଦୁଝର, ୩୦ା୪(ସ୍ବ.ପ୍ର.): ସରକାର ଚାଷୀଙ୍କ ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଅର୍ଥ ଆମଦାନୀ ଫସଲ ସୂର୍ଯ୍ୟମୁଖୀ, ବିରି, ମୁଗ। ଏହି ଚାଷୀଙ୍କୁ ପ୍ରୋତ୍ସାହନ କରାଯାଉଥିଲା…

6 years ago