ବାଲେଶ୍ୱର

ପାଣି ଚିନ୍ତା: ୭ ଦିନ ମଧ୍ୟରେ ବୈଠକ ଡାକିବାକୁ ନିର୍ଦ୍ଦେଶ

ଜଳେଶ୍ୱର,୧୨ା୩(ଡି.ଏନ.ଏ.): ଜଳେଶ୍ୱର ପଞ୍ଚାୟତ ସମିତିର ୩ୟ ବୈଠକ ଶୁକ୍ରବାର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ମାନସ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…

2 years ago

ଦର୍ଶକଙ୍କ ମନ ମୋହିଲା ସୌରିନ, ଶୁଭାଶିଷଙ୍କ ସଙ୍ଗୀତ

ଖଇରା, ୧୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁଣ୍ଢିରାଠାରେ ଗୁରୁବାର ସନ୍ଧ୍ୟାରେ ବାରପଡ଼ା ସୁଣ୍ଢିରା ଦୋଳ ମହୋତ୍ସବ ନୃତ୍ୟଗୀତର ତାଳେ ତାଳେ ଉଦ୍‌ଘାଟିତ ହୋଇଯାଇଛି ା…

2 years ago

କଦଳୀଗଛ କଟାକୁ ନେଇ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୪ ଗୁରୁତର

ବାହାନଗା,୧୦।୩(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ପଞ୍ଚାୟତ ନଇଁଛଣପୁର ଗ୍ରାମରେ କଦଳୀଗଛ କଟାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ ହୋଇଛି। ଫଳରେ ଗୋଟିଏ ପରିବାରର ୪ଜଣ ଗୁରୁତର…

2 years ago

ହୁହୁ ହୋଇ ଜଳୁଛି କୋଇଲା ବୋଝେଇ ଟ୍ରେନ୍‌

ବାଲେଶ୍ୱର ଅଫିସ,୮।୩(ବ୍ୟୁରୋ):ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ନିଆଁ ଲାଗିଯାଇଛି। ବଗିରେ ଥିବା କୋଇଲା ହୁ ହୁ ହୋଇ ଜଳୁଛି। ଅଗ୍ନିଶମ…

2 years ago

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ, ରାସ୍ତାରୋକୋ, ଉତ୍ତେଜନା

ଭୋଗରାଇ, ୮।୩( ଡି.ଏନ୍‌.ଏ .): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋଗରାଇ ଥାନା ଅନନ୍ତପୁର ଛକଠାରେ…

2 years ago

ଟ୍ରାଙ୍କୁଲାଇଜ ପରେ ଅସୁସ୍ଥ ଦନ୍ତା ଉଠି ମାରିଲା: ଫରେଷ୍ଟ ଗାର୍ଡ ଗୁରୁତର

ସଜନାଗଡ଼,୮।୩(ଡି.ଏନ୍‌.ଏ.): ହାତୀକୁ ଚିକିତ୍ସା କରିବାକୁ ଯାଇ ଅସୁସ୍ଥ ଦନ୍ତାର ପାଲଟା ଆକ୍ରମଣରେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ନୀଳଗିରି କୁଲଡିହା ଅଭୟାରଣ୍ୟରେ ।…

2 years ago

୩ ଶହ ବର୍ଷର ପତିରାଜପୁର ଦୋଳମେଳନ

ଖଇରା, ୭।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ପତିରାଜପୁରଠାରେ ୩ଶହ ବର୍ଷ ଧରି ପାଳିତ ହୋଇଆସୁଥିବା ପ୍ରସିଦ୍ଧ ଦୋଳମେଳନ ଆରମ୍ଭକୁ ଆଉ ମାତ୍ର ଗୋଟିଏ ଦିନ…

2 years ago

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହ ହୋଲି ଖେଳିଲେ ବିଧାୟକ

ବାଲେଶ୍ବର ଅଫିସ ୭।୩: ସ୍ବେଚ୍ଛାସେବୀ ଅନୁଷ୍ଠାନ ଦେବଦୀବ ଫାଉଣ୍ଡେସନ ପକ୍ଷରୁ ବାଲେଶ୍ବର ରାଣୀପାଟଣାସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟରେ ହୋଲି ଉତ୍ସବ ବଡ଼ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ…

2 years ago

ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳମେଳା

ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ଶହେରୁ ଊର୍ଦ୍ଧ୍ୱ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଓଡ଼ିଶା ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳ ମେଳା। ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ବିହାର,…

2 years ago

ଆସନ୍ନ ବିପଦକୁ ନେଇ ବଢ଼ିଲା ଯାତ୍ରୀଙ୍କ ଚିନ୍ତା

ଖଇରା,୬।୩(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର- ଗୋଳିହା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର କଣ୍ଟାବଣିଆଠାରୁ ପତିରାଜପୁର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ନିକଟରେ ଶେଷ ହୋଇଛି। ହେଲେ…

2 years ago