ବାଲେଶ୍ୱର

ହରପାର୍ବତୀଙ୍କ ବିବାହ ଲାଗି ଲଗ୍ନଧରା

ବାହାନଗା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଗ୍ରାମରେ ଥିବା ବିଶାଳପୋଖରୀର ମା’ଶକ୍ତି ପୀଠ ପରିସରରେ ହରପାର୍ବତୀଙ୍କ ବିବାହ ନିମନ୍ତେ ଲଗ୍ନଧରା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। କନ୍ୟା ପିତା ଭାବେ ଖରିଦା ଗ୍ରାମ ନିବାସୀ ହୃଷିକେଶ ଓଝା ଓ...

ଚିନାବାଦାମର ଅଭାବୀ ବିକ୍ରି

ଜଳେଶ୍ୱର, ୨୮ା୫ ଚିନାବାଦାମ ଚାଷ ଏକ ଅର୍ଥକାରୀ ଫସଲ। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଏହା ବ୍ୟାପକ ଚାଷ ହୋଇଥାଏ ା ବିହନ ମିଳିବା ଓ ଅମଳ ପରେ ବିକ୍ରି ସୁବିଧା ନ ଥିବାରୁ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ...

ନକଲି ଏମ୍‌ଭିଆଇ ଗିରଫ

ଜଳେଶ୍ୱର, ୨୬।୫(ଡି.ଏନ.ଏ.):  ୬୦ନଂ ଜାତୀୟ ରାଜପଥର ଜଳେଶ୍ୱର ନିକଟ ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟବର୍ତ୍ତୀ ଅଞ୍ଚଳରେ ଏମ୍‌ଭିଆଇ ପରିଚୟ ଦେଇ ଅର୍ଥ ଆଦାୟ କରୁଥିବା ପଶ୍ଚିମବଙ୍ଗ ସୋନାକଣି ଅଞ୍ଚଳର ଅରିନ୍ଦମ ମହାନ୍ତିଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅରିନ୍ଦମ ଗତବର୍ଷ ତୀର୍ଥଯାତ୍ରୀ...

୩ ନାବାଳକଙ୍କୁ ଉଦ୍ଧାର କଲା ଚାଇଲ୍ଡଲାଇନ

ସିମୁଳିଆ, ୨୬।୫(ଡି.ଏନ.ଏ.): ‘ଧରିତ୍ରୀ’ରେ ଖବର ପ୍ରକାଶ ହେବା ପରେ ବାଲେଶ୍ୱର ଜିଲା ସିମୁଳିଆ ଥାନା କହ୍ନେଇବିନ୍ଧା ପଞ୍ଚାୟତ କଇଁଶୀ ଆଦିବାସୀ ସାହିରେ ମା’ଙ୍କ ମୃତ୍ୟୁ ପରେ ଅସହାୟ ହୋଇପଡ଼ିଥିବା ୩ ନାବାଳକ କୁଆଁର ମୁର୍ମୁ(୬), ଗୋବିନ୍ଦ ମୁର୍ମୁ(୮) ଓ ଡେରୁ...

ଅସୁରକ୍ଷିତ ପ୍ରାଣୀ ଚିକିତ୍ସାଳୟ

ଖଇରା, ୨୬।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ସରିବାର ପାଖାପାଖି ସାଢେ ୩ବର୍ଷ ବିତିଗଲାଣି। ନୂଆ କାନ୍ଥରେ ଶିଉଳି ଲାଗି ପୁରୁଣା ଭଳି ଦେଖାଗଲାଣି। ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗ ସ୍ଥାଣୁ...

ରବିଧାନର ଅଭାବୀ ବିକ୍ରି

ରୂପସା, ୨୫ା୫(ଡି.ଏନ.ଏ.) ବାଲେଶ୍ୱର ଜିଲାର ସଦର ଓ ବସ୍ତା ବ୍ଲକରେ ଚଳିତ ରବି ଋତୁରେ ଧାନ ଅମଳ ଶେଷ ହେବାକୁ ବସିଲାଣି। ହେଲେ ଏ ଯାଏ ଜିଲାରେ ସରକାରୀ ଧାନ ମଣ୍ଡି ଖୋଲୁ ନ ଥିବାରୁ ଚାଷୀମାନେ ଅଭାବୀ ବିକ୍ରିର...

୫ ଘଣ୍ଟା ଅବରୋଧ କଲେ ଦୁଇ ବ୍ଲକ ବାସିନ୍ଦା

ଜଳେଶ୍ୱର, ୨୪।୫ (ଡି.ଏନ.ଏ.) ଦୀର୍ଘବର୍ଷ ଧରି ଜଳେଶ୍ୱର ଓ ବାଲିଆପାଳ ବ୍ଳକର ଜୀବନରେଖା ଭାବେ ପରିଚିତ କପାସିଆ ରାସ୍ତା ଦୁରବସ୍ଥା ବଦଳୁ ନ ଥିବାରୁ ୨ବ୍ଲକର ବହୁ ପଞ୍ଚାୟତବାସୀ ୫ ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ। ପୂର୍ତ୍ତ ବିଭାଗ...

୩ ନାବାଳକଙ୍କ ଭରସା ମଧ୍ୟାହ୍ନଭୋଜନ

ସିମୁଳିଆ,୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା କହ୍ନେଇବିନ୍ଧା ପଞ୍ଚାୟତ ଅଧୀନ କଇଁଶୀ ଆଦିବାସୀ ସାହିର ରାମ ମୁର୍ମୁ ଗତ ୩ ତାରିଖରେ ସ୍ତ୍ରୀ ଦେଉଳାଙ୍କୁ ପିଟିପିଟି ହତ୍ୟା କରିବା ଅଭିଯୋଗରେ ଜେଲ ଯାଇଛନ୍ତି। ସେମାନଙ୍କ ୩ ନାବାଳକ ଶିଶୁପୁତ୍ର କୁଆଁର(୬)...

ବେକାରି ସମସ୍ୟା ଦୂର ଶ୍ୟାମସୁନ୍ଦରଙ୍କ ଲକ୍ଷ୍ୟ

ସିମୁଳିଆ,୨୩।୫: ଚାକିରି ପଛରେ ଗୋଡ଼ାଇ ନିରାଶ ହେବା ଅପେକ୍ଷା ଛୋଟ ଛୋଟ ଉଦ୍ୟୋଗ କରି ଆମତ୍ନିର୍ଭରଶୀଳ ହେବାକୁ ବାଟ ଦେଖାଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କଇଁଶୀ ଅଞ୍ଚଳର ଶ୍ୟାମସୁନ୍ଦର ଦାଶ। ଅନ୍ୟମାନଙ୍କୁ ନିଯୁକ୍ତି ଦେଇ ବେକାରୀ ସମସ୍ୟା...

ଆରମ୍ଭ ହୋଇପାରିଲାନି ତଦନ୍ତ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କୁପାରୀ ଅମ୍ବିକା ମନ୍ଦିର ନିକଟରେ ଜଣେ ବ୍ୟକ୍ତିଙ୍କ ଘରେ ରହି ଛେଳି ଚରାଉଥିବା ପିଲା ୧୭ତାରିଖରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହେବା, ଭଦ୍ରକରୁ କଟକ ମେଡିକାଲରେ ୩ଦିନ ଧରି ଚିକିତ୍ସିତ...

କର୍ମୀଙ୍କ ବାରଣ୍ଡାରେ ପଢୁଛନ୍ତି ପିଲା

ବାହାନଗା, ୨୩।୫(ଡି.ଏନ.ଏ.): ଅଙ୍ଗନୱାଡି କେନ୍ଦ୍ରର ନୂତନ ଗୃହ ନିର୍ମାଣକୁ ୨ବର୍ଷ ପୂରିଲାଣି। ହେଲେ ହସ୍ତାନ୍ତର ହୋଇ ନ ଥିବାରୁ ଏବେ ବି ଛୋଟ ଛୋଟ ପିଲାମାନେ ସେହି ନୂତନ ଘରେ ନ ପଢି ଅଙ୍ଗନୱାଡି କର୍ମୀଙ୍କ ବାରଣ୍ଡାରେ ବସି ପଢୁଛନ୍ତି। ଏଭଳି...

ଡିଜେ ପାଇଁ ମେଳାରେ ହଙ୍ଗାମା

ଭୋଗରାଇ,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେଉଳାହାଟ ସ୍ଥିତ ଅନନ୍ତପୁରୁଷତ୍ତୋମ ମହାଦେବଙ୍କ ଶୁକ୍ରବାର ପାଟ ଉତ୍ସବରେ ଡିଜେ ବଜାଇବାକୁ କେନ୍ଦ୍ର କରି ମେଳା କମିଟି ସହିତ ଡିଜେ ବଜାଇବା ସପକ୍ଷବାଦୀଙ୍କ ମଧ୍ୟରେ ବାଦାନୁବାଦ ସ୍ଥିତି ଜଟିଳ ହୋଇଥିଲା। ଆଖପାଖ ଗ୍ରାମର ଦଳବଦ୍ଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri