ବାଲେଶ୍ୱର

ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି

ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ସରିବା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’ ମୃତ, ଝିଅ-ଜ୍ୱାଇଁ ଗୁରୁତର

ବାଲେଶ୍ୱର ଅଫିସ,୮ା୪: ବାଲେଶ୍ୱର ସଦର ଥାନା ଅଧୀନସ୍ଥ ନହରପାଟଣା-ଫୁଲାଡ଼ି ଜାତୀୟ ରାଜପଥରେ ଶୁକ୍ରବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ  ଟ୍ରକ , ୪୦୭ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ବସିଥିବା ଜଣେ ମହିଳାଙ୍କ ମୃତ୍ୟୁ...

ପୋଲିସର ଆକ୍ରୋଶ: ଖବରଦାତାଙ୍କ ଗୋଡ଼ରେ ବେଡ଼ି

ବାଲେଶ୍ୱର ଅଫିସ/ସଜନାଗଡ଼, ୮ା୪(ଡି.ଏନ.ଏ.): ପୋଲିସ ବର୍ବରତାର ଏକ ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ। ସାମାନ୍ୟ ଘଟଣାକୁ କେନ୍ଦ୍ର କରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ସମ୍ବାଦ ଖବରଦାତା ଲୋକନାଥ ଦଳେଇଙ୍କ ଗୋଡ଼ରେ ଦାଗୀ...

ଜେଲ ଗଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ

ସଜନାଗଡ଼,୭ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଲେଜର ଜନୈକା ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ ଅଭିଯୋଗରେ କଲେଜର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଗତ ୫ତାରିଖ ସକାଳ ସାଢ଼େ ୮ଟା ସମୟରେ ଛାତ୍ରୀ ଜଣକ କଲେଜ...

ଟଙ୍କା ନ ଦେଲେ ମିଳୁନି ରନ୍ଧନ ଗ୍ୟାସ

ବାଲେଶ୍ୱର ଅଫିସ,୭ା୪: ବାଲେଶ୍ୱର ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକୁ ଟଙ୍କା ନ ହେଲେ ସରକାର ପ୍ରଦାନ କରିଥିବା ଏଲ୍‌ପିଜି ଗ୍ୟାସ ସଂଯୋଗ ମିଳୁ ନ ଥିବା ଅଭିଯୋଗ କରିଛି ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘର ଜିଲା କମିଟି। ଜିଲାରେ ପ୍ରତ୍ୟେକ...

ବୈଷୟିକ ଛାତ୍ରୀଛାତ୍ର ସଫଳ ଉଦ୍ୟୋଗୀ ହେବା ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୬।୪ – ବାଲେଶ୍ୱର କୁରୁଡ଼ାସ୍ଥିତ ବୈଷୟିକ ଶିକ୍ଷାନୁଷ୍ଠାନ ଏକାଡ଼େମୀ ଅଫ ବିଜ୍‌ନେସ ଆଡ଼ମିନଷ୍ଟ୍ରେଶନ (ଏବିଏ)ର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକୀରମୋହନ ସାହିତ୍ୟ ପରିଷଦ ସଭାପତି ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ...

ଚିନ୍ତା ବଢ଼ାଇଛି ନକଲି ସାର, କୀଟନାଶକ

ରବିନାରାୟଣ ପାତ୍ର,  ଜଳେଶ୍ୱର, ୬।୪ – ଚଳିତ ରବିଋତୁରେ ବାଲେଶ୍ୱର ଜିଲା ଜଳେଶ୍ୱର କୃଷି ଜିଲାରେ ବ୍ୟାପକ ରବିଧାନ ଚାଷ ହୋଇଥିବା ବେଳେ ନକଲି ସାର ଓ କୀଟନାଶକ ଯୋଗୁ ଚାଷୀମାନେ ହତାଶ ହୋଇପଡ଼ିଛନ୍ତି। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ଅଧିକ...

ସୁରକ୍ଷା ପାଚେରି କାମ ନିମ୍ନମାନର

ଖଇରା, ୩।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଖଇରା ନଟାପଡା ଆର୍‌ଡି ରାସ୍ତାର ନଟାପଡା ଗ୍ରାମ ନିକଟରେ ଚାଲୁଥିବା ସୁରକ୍ଷା ପାଚେରି ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପାଚେରିର ସ୍ଥାୟିତ୍ୱ ଉପରେ ପ୍ରଶ୍ନ ଉଠାଇ...

ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍‌ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ...

ଶିକ୍ଷକଙ୍କୁ ହତ୍ୟା କରି ବିଲରେ ଫିଙ୍ଗିଦେଲେ, ଗୁରୁତର ଅବସ୍ଥାରେ ସ୍ତ୍ରୀ ଉଦ୍ଧାର

ସିମୁଳିଆ,୨ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଅଞ୍ଚଳର ଆନନ୍ଦ ବିହାରୀ ପତ୍ରୀ(୬୪)ନାମକ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ରକ୍ତାକ୍ତ ମୃତଦେହ ଶନିବାର ସକାଳେ ସ୍ଥାନୀୟ ବିଲରୁ ଉଦ୍ଧାର ହୋଇଛି। ଗୁରୁତର ଅବସ୍ଥାରେ...

ପଳସା ସ୍ବାସ୍ଥ୍ୟଉପକେନ୍ଦ୍ର କାୟାକଳ୍ପ ବିଜେତା

ଖଇରା, ୨ ।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପଳସା ସ୍ବାସ୍ଥ୍ୟ ଉପକେନ୍ଦ୍ର କାୟାକଳ୍ପ ବିଜେତା ହେବା ସହ କୁରୁଣ୍ଟା ଓ ଡଗରପଡା ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ତୁଡିଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନ୍ତ୍ୱନାମୂଳକ ପୁରସ୍କାର ହକ୍‌ଦାର ହେବା...

ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କପର୍ବ

ଭୋଗରାଇ, ୨ ।୪(ଡି.ଏନ.ଏ.) ଦେଶରେ କୋଭିଡ୍‌ କଟକଣା ହଟିଛି। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକର ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ପର୍ବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri