ବାଲେଶ୍ୱର

ପଳସା ସ୍ବାସ୍ଥ୍ୟଉପକେନ୍ଦ୍ର କାୟାକଳ୍ପ ବିଜେତା

ଖଇରା, ୨ ।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପଳସା ସ୍ବାସ୍ଥ୍ୟ ଉପକେନ୍ଦ୍ର କାୟାକଳ୍ପ ବିଜେତା ହେବା ସହ କୁରୁଣ୍ଟା ଓ ଡଗରପଡା ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ତୁଡିଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନ୍ତ୍ୱନାମୂଳକ ପୁରସ୍କାର ହକ୍‌ଦାର ହେବା...

ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କପର୍ବ

ଭୋଗରାଇ, ୨ ।୪(ଡି.ଏନ.ଏ.) ଦେଶରେ କୋଭିଡ୍‌ କଟକଣା ହଟିଛି। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକର ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ପର୍ବ...

କଂକ୍ରିଟ ରାସ୍ତା ଫାଟି ଆଁ

ବାଲେଶ୍ୱର ଅଫିସ, ୨ ।୪ ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥଠାରୁ ମଧୁପୁରା ପର୍ଯ୍ୟନ୍ତ ୨୦୧୬ରୁ ସମ୍ପୂର୍ଣ୍ଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଶୋଚନୀୟ ହୋଇପଡ଼ିଛି। ଉକ୍ତ ରାସ୍ତାର ଗ୍ୟାରେଣ୍ଟି ଅବଧି ଶେଷ ହୋଇ ନ...

ଆସ୍ଥାନରେ ଚାଦର ଚଢ଼ାଇଲେ ଶ୍ରଦ୍ଧାଳୁ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲାର ଭାଇଚାରାର ପ୍ରତୀକ ସହରର ସୁନହଟ ସ୍ଥିତ ‘ବାବା ଭୁଜାଖିଆ ପୀରଙ୍କ ୩ ଦିନିଆ ୭୮ତମ ବାର୍ଷିକ ଉତ୍ସବ ‘ଉର୍ସ’ ଉଦ୍‌ଘାଟିତ ହୋଇଯାଇଛି। ପ୍ରତିବର୍ଷ ମାର୍ଚ୍ଚ ଶେଷ ବୁଧବାର, ଗୁରୁବାର, ଶୁକ୍ରବାର ୩ ଦିନ...

ଆର୍‌ଟିଓ ଘେରିଲା ମୋଟର ସଂଘ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲା ଆଞ୍ଚଳିକ ପରିବହନ ଅଫିସ୍‌ (ଆର୍‌ଟିଓ)କୁ ଗୁରୁବାର ବାଲେଶ୍ୱର ମୋଟର ସଂଘ ପକ୍ଷରୁ ବେଆଇନ ଜରିମାନା ଆଦାୟ ଓ ଅଡିଟ୍‌ ସରିଥିବା ଫାଇଲ୍‌କୁ ରି-ଓପନ୍‌ କରି ମନଇଚ୍ଛା ଲାଞ୍ଚ ନେବା ଅଭିଯୋଗରେ ଘେରାଉ କରାଯାଇଥିଲା।...

ସରକାରୀ ଜମିରୁ ମାଟି ଉଠାଣ

ରୂପସା, ୨୯।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ନଟାକଟା ଗ୍ରାମରେ ଥିବା ସରକାରୀ ଜମିରୁ ବେଆଇନ ଭାବେ ମାଟି ଉଠାଇ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ...

ରେଳରୋକୋ କଲେ ଆନ୍ଦୋଳନକାରୀ

ବାଲେଶ୍ୱର ଅଫିସ ୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ବର ରେଳଷ୍ଟଶନରେ ଏଆଇୟୁଟିୟୁସି ପକ୍ଷରୁ ସରକାରଙ୍କ ବିରୋଧରେ ପ୍ରତିବାଦ କରି ଆନ୍ଦୋଳନ...

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା

ବାଲେଶ୍ୱର ଅଫିସ,୨୮ା୩: ରେଳ ଷ୍ଟେଶନ ପରିସରରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ କରିଥିବା ନେଇ ବାଲେଶ୍ୱର ଜିଆର୍‌ପି ଥାନାରେ ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ଭଦ୍ରକ ଅଞ୍ଚଳ ଆନନ୍ଦ ଚନ୍ଦ୍ର ଜେନା ନିଜକୁ ଏନ୍‌ଏମ୍‌ଏସ୍‌ ୟୁଟ୍ୟୁବ୍‌ ଚ୍ୟାନେଲ...

ବିଦ୍ୟାଳୟ ପରିସରରୁ ବେଆଇନ ଗଛକଟା

ଜଳେଶ୍ୱର,୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ନାମ୍ପୋ ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରୁ ବେଆଇନ୍‌ ଭାବେ ଗଛକଟା, ଭଙ୍ଗା ଇଟା ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ରବିବାର କେତେଜଣ ଅଭିଭାବକ ଏକ ଖବରଦାତା ସମ୍ମିଳନୀ ଡାକି ଏନେଇ ଅଭିଯୋଗ କରିଛନ୍ତି।...

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଏହି ପରୀକ୍ଷଣ ହୋଇଛି। ତେବେ ସୁରକ୍ଷା ଦୃଷ୍ଟିରୁ...

ଚିକିତ୍ସା ଅବହେଳା ଅଭିଯୋଗରେ ଉତ୍ତେଜନା

ସଜନାଗଡ଼, ୨୪।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତ ଅଧୀନ ବାଲିଆଝର ଆଶ୍ରମ ବିଦ୍ୟାଳୟର ଜଣେ ୮ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଚିକିତ୍ସା ଅବହେଳାରୁ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ତାଙ୍କ ପରିବାର ଲୋକେ କ୍ଷତିପୂରଣ ଦାବି କରି...

୨୦ବର୍ଷ ହେଲା ପାଦରେ ଶିକୁଳି

ଖଇରା, ୨୪।୩(ଡି.ଏନ.ଏ.): ୬ବର୍ଷ ବ୍ୟବଧାନରେ ପୁଅ ଝିଅ ଜନ୍ମ ହେବା ପରେ ମା ବାପାଙ୍କର ଖୁସିର ସୀମା ନ ଥିଲା ା ଝିଅଠାରୁ ପୁଅ ବଡ। ପ୍ରଥମେ ପୁଅ ଜନ୍ମ ହେବା ପରେ ପାଠ ପଢି ମଣିଷ ହେବ, ପରିଣତ ବୟସରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri