ବାଲେଶ୍ୱର

‘ରୁପାବାଲି ଖେଳପଡ଼ିଆ ହେବ ମିନିଷ୍ଟାଡିୟମ୍‌’

ବାଲେଶ୍ୱର ଅଫିସ/ରେମୁଣା, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲାକୁ ରାଜ୍ୟ କ୍ରୀଡ଼ା ଓ ଯୁବସେବା, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ଶନିବାର ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ରେମୁଣା ବ୍ଲକ ବରୁଣସିଂ...

ପାନବରଜ ପୋଡ଼ିବାକୁ ଉଦ୍ୟମ, ଗ୍ରାମରେ ଉତ୍ତେଜନା

ଭୋଗରାଇ, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ପାନବରଜ ପୋଡ଼ିବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ପୋଲିସ ଏହି ଘଟଣାର ପ୍ରାଥମିକ ତଦନ୍ତ କରି ସ୍ଥିତି ଉପରେ ତୀକ୍ଷ୍‌ଣ ନଜର...

‘ଅଗ୍ନି ପ୍ରାଇମ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୧୮ା୧୨: ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ର ଅନ୍ତର୍ଗତ ଭଦ୍ରକସ୍ଥିତ ଡ. ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଶନିବାର ପୂର୍ବାହ୍ନ ୧୧ଟା ୬ମିନିଟ୍‌ରେ ଅଗ୍ନି ପ୍ରାଇମ (ଅଗ୍ନି-ପି) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ବିଭିନ୍ନ ଟେଲିମେଟ୍ରି, ରାଡାର, ଇଲେକ୍ଟ୍ରୋ-ଅପ୍ଟିକାଲ ଷ୍ଟେଶନ ପୂର୍ବ...

ଭାଜପା ଜିଲା ସଭାପତିଙ୍କ ଆପତ୍ତିଜନକ ଫଟୋ ଭାଇରାଲ

ବାଲେଶ୍ୱର ଅଫିସ, ୧୭।୧୨:ବାଲେଶ୍ୱର ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ସହ ଜଣେ ମହିଳାଙ୍କ ଆପତ୍ତିଜନକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ମହିଳା ଜଣକ କିଏ, କେଉଁ ଉଦ୍ଦେଶ୍ୟରେ ଏହି ଫଟୋ ପୋଷ୍ଟ...

ସ୍ବାସ୍ଥ୍ୟସେବା ଉପରେ ତୁଟୁଛି ଭରସା

ଭୋଗରାଇ, ୧୬।୧୨(ଡି.ଏନ.ଏ.)  ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରାଜ୍ୟରେ ସର୍ବବୃହତ୍‌ ବ୍ଲକ ଭାବେ ପରିଚିତ ଥିଲେ ମଧ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ରହିଛି। ଏହି ବ୍ଲକର ୫୦ ପଞ୍ଚାୟତରେ ଜନସଂଖ୍ୟା ପ୍ରାୟ ୩ଲକ୍ଷରୁ ଊର୍ଦ୍ଧ୍ୱ। ଉପାନ୍ତ ଇଲାକାରେ ଉନ୍ନତ ସ୍ବାସ୍ଥ୍ୟସେବା ମିଳୁ...

ଟର୍ପେଡୋ ସିଷ୍ଟମର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୪।୧୨: ସୁପରସୋନିକ୍‌ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ (ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ସୋମବାର ହ୍ବିଲର୍‌ ଦ୍ୱୀପରୁ କରାଯାଇଥିବା ସୂଚନା ମିଳିଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଦ୍ୱାରା ଏହି (ସ୍ମାର୍ଟ) ସିଷ୍ଟମର ବିକାଶ କରାଯାଇଛି।...

ଜୀବିକା ପାଲଟିଛି ଝୋଟ ଶିଳ୍ପ

ବାଲେଶ୍ୱର ଅଫିସ,୧୩|୧୨: ବାଲେଶ୍ୱର ଜିଲାରେ ମିଶନ ଶକ୍ତି ଦ୍ୱାରା ପରିଚାଳିତ ମହିଳା ଉତ୍ପାଦକ ଗୋଷ୍ଠୀମାନଙ୍କୁ ଝୋଟ ଶିଳ୍ପର ବିକାଶ ନିମନ୍ତେ ସରକାର ବିଭିନ୍ନ ସହାୟତା ଯୋଗାଇ ଦେଉଛନ୍ତି। ବାହାନଗା ବ୍ଲକ ପଣପଣା ପଞ୍ଚାୟତ ଅନ୍ତର୍ଗତ ମାଳଦାପଡ଼ା ଗାଁରେ ୭ଟି ଏସ୍‌ଏଚ୍‌ଜି...

ଆରମ୍ଭ ହେଲା ଘାଘରା ସେତୁ ନିର୍ମାଣ

ସଜନାଗଡ,୧୩|୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ସେରଗଡ଼, ଭାୟା-ନୀଳଗିରି, ଉଦଳା, ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ସଜନାଗଡ଼ ଦେଇ ଯାଇଥିବା ଘାଘରା ନଦୀ ଉପରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଠିକାଦାର ସେତୁର ଉଭୟ ପାର୍ଶ୍ୱରେ ସିମେଣ୍ଟ...

ବିଏଡ୍‌ ପାଠ୍ୟକ୍ରମ ନାଁରେ ଜାଲିଆତି

ବାଲେଶ୍ୱର ଅଫିସ, ୧୨।୧୨: ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ସିଆଇଏମ୍‌ଆଇଟି ଅନୁଷ୍ଠାନ ବିଏଡ୍‌ ପାଠ୍ୟକ୍ରମ ନାଁରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଶୋଷଣ କରୁଥିବା ଶନିବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଲିଖିତ ଅଭିଯୋଗ ହୋଇଛି। ନୀଳଗିରି ଅଞ୍ଚଳର ଦୁଇଜଣ ଛାତ୍ରୀ ଏଭଳି ଅଭିଯୋଗ ଆଣିଛନ୍ତି। ଅଭିଯୋଗ...

ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ବାହାନଗା/ସୋର, ୯।୧୨(ଡି.ଏନ.ଏ.)  ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ତଳନଗର ପଞ୍ଚାୟତ ବାଇନଣ୍ଡା ଓ ଅଞ୍ଜି ପଞ୍ଚାୟତ ଜୟୀନଗର ଗ୍ରାମରେ ଚୋରା କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠକଟା ମେଶିନ ଗ୍ୟାସ କଟର...

୧୫ରୁ ଜିଲାରେ ଖରିଫ ଧାନ ସଂଗ୍ରହ, ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାଲେଶ୍ୱର ଅଫିସ, ୯।୧୨: ଖରିଫ ଋତୁ ୨୦୨୧-୨୨ପାଇଁ ଆସନ୍ତା ଡିସେମ୍ବର ୧୫ରୁ ବାଲେଶ୍ୱର ଜିଲାର ବିଭିନ୍ନ ମଣ୍ଡିରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଏଥିଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଚାଷୀମାନଙ୍କ ସହାୟତା ପାଇଁ ଜିଲା ସଦର ମହକୁମାରେ...

୫ ବୃହତ୍‌ ଜଳସେଚନ ପ୍ରକଳ୍ପ ଲାଗି ୧ କୋଟି ମଞ୍ଜୁର

ଜଳେଶ୍ୱର, ୯।୧୨(ଡି.ଏନ.ଏ.) ଦୀର୍ଘ ୪ ଦଶନ୍ଧି ଧରି ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନରେ ମୋଡିଫାଏଡ ଏରିଆ ଏଜେନ୍ସି (ମାଡା) ପ୍ରକଳ୍ପ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସ୍ବଳ୍ପ ଅର୍ଥ ବିନିଯୋଗ ଯୋଗୁ ରାଇବଣିଆ ଅଞ୍ଚଳର ୬ଟି ପଞ୍ଚାୟତର ବିକାଶ ଠିକ୍‌ ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri