ବାଲେଶ୍ୱର

ଦୁର୍ଗାପୂଜା ପାଇଁ ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲା ମଦ, ଅଧା ରାସ୍ତାରେ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ,୯।୧୦: ୫୭ ନଂ ରାଜ୍ୟ ରାଜପଥ ବାଲେଶ୍ୱର ଜିଲା ବାଟଗ୍ରାମଠାରେ ଚଢ଼ାଉ କରାଯାଇ ଆନୁମାନିକ ୧୦ ଲକ୍ଷ ଟଙ୍କାର ମଦ ଜବତ କରାଯାଇଛି। ଦୁର୍ଗାପୂଜା ପାଇଁ ଏହି ନକଲି ମଦ ଭ୍ୟାନ୍‌ ଯୋଗେ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆସୁଥିଲା। ଭୋଗରାଇ...

୧୩୩୨ ହିତାଧିକାରୀଙ୍କୁ ୫୯.୨୩ କୋଟି ଋଣ

ବାଲେଶ୍ୱର ଅଫିସ, ୯।୧୦: ବାଲେଶ୍ୱର ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲାର ୧୩୩୨ଜଣ ହିତାଧିକାରୀଙ୍କୁ ବିଭିନ୍ନ ବ୍ୟାଙ୍କ ତରଫରୁ ୫୯.୨୩ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି। ଭାରତ...

ଗୋରୁ ମାଲିକଙ୍କୁ ତୀରମାରି ହତ୍ୟା

କେନ୍ଦୁଝର,୮।୧୦(ସ୍ବ.ପ୍ର.): ଚାଷଜମିରେ ଗୋରୁ ପଶି ଫସଲ ଖାଇବାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ତୀର ମାରି ହତ୍ୟା କରାଯାଇଛି। କେନ୍ଦୁଝର ଜିଲା ନୟାକୋଟ ଥାନା ବାଂଶପାଳ ବ୍ଲକ ଅଧୀନ କୋଡକଳା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଛି। ମୃତକ ହେଲେ...

୧ହଜାର କି.ମି ଦୂରରୁ ଶତ୍ରୁକୁ ଲକ୍ଷ୍ୟଭେଦ କରିପାରିବ ନିର୍ଭୟ

ବାଲେଶ୍ବର ଅଫିସ,୭।୧୦: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ବାଲେଶ୍ବର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ଼ରୁ ଗୁରୁବାର କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷା କରାଯାଇଛି। ନିର୍ଭୟ ମିସାଇଲକୁ ୭୫୦ରୁ ୧ହଜାର କି.ମି ପର୍ଯ୍ୟନ୍ତ ଲକ୍ଷ୍ୟଭେଦ...

ସୁବର୍ଣ୍ଣରେଖାରେ ବାରମ୍ବାର ବନ୍ୟା; ଖରିଫ ଧାନଚାଷ ବ୍ୟାପକ କ୍ଷତି

ଜଳେଶ୍ୱର, ୭ା୧୦(ଡି.ଏନ.ଏ.)-ଉତ୍ତର ବାଲେଶ୍ୱର ସହିତ ପଶ୍ଚିମବଙ୍ଗର ଉଦ୍‌ବୃତ୍ତ ବର୍ଷାପାଣି ଜଳେଶ୍ୱର, ଭୋଗରାଇ, ବାଲିଆପାଳର ବିସ୍ତୀର୍ଣ୍ଣ ଅଞ୍ଚଳ ଜଳମଗ୍ନ କରିଥିଲା। ସେହିପରି ସୁବର୍ଣ୍ଣରେଖା ନଦୀରେ ବାରମ୍ବାର ବନ୍ୟା ଦେଖାଦେବାରୁ ତଳିଆ ଅଞ୍ଚଳରେ ଦୀର୍ଘଦିନ ପାଣି ଜମିରହିଥିଲା। ଫଳରେ ଖରିଫ ଧାନଚାଷରେ ବ୍ୟାପକ...

୧କି.ଗ୍ରା. ବ୍ରାଉନ୍‌ସୁଗାର, ୨୫ଲକ୍ଷ ଜବତ କଲା ଏସ୍‌ଟିଏଫ୍‌

ଜଳେଶ୍ୱର, ୭।୧୦(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବିପୁଳ ପରିମାଣ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଚୋରାଚାଲାଣ ହେଉଛି। ପରବର୍ତ୍ତୀ ସମୟରେ ସେଠାରୁ ଅନ୍ୟ ସ୍ଥାନକୁ ଚାଲାଣ ହେଉଛି। ବୁଧବାର ଏସ୍‌ଟିଏଫ୍‌ର ଏକ ଟିମ୍‌ ୬୦ନଂ. ଜାତୀୟ ରାଜପଥ ଜମାଳପୁର ବାଇପାସ୍‌ଠାରେ ଜଣେ ଯୁବକଙ୍କୁ...

ଜଙ୍ଗଲରୁ ମିଳିଲା ନରକଙ୍କାଳ

ବଡବିଲ,୭।୧୦:(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ଗନ୍ଧଲପଦା ଗ୍ରାମ ଜଙ୍ଗଲରୁ ଏକ ନରକଙ୍କାଳକୁ ପୋଲିସ ମଙ୍ଗଳବାର ଜବତକରି ବ୍ୟବଚ୍ଛେଦ ନିମନ୍ତେ କଟକସ୍ଥିତ ଏଫ୍‌ଏମଟି (ଫରେନସିକ ମେଡିସିନ ଟକ୍ସିକୋଲୋଜି) ବିଭାଗକୁ ପଠାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ.୮/୨୦୨୧)...

ଦୁର୍ଦ୍ଦଶା ଭୋଗୁଛନ୍ତି ୩ଗାଁର ଲୋକେ

ରୂପସା, ୪ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ନଟାକଟା ପଞ୍ଚାୟତର ଅମର୍ଦ୍ଦାରୋଡ଼ ରେଳପଥ କଡ଼ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ବେଲା, ଖଣ୍ଡପସା ଓ ପଞ୍ଚବାଟିଆ ଗ୍ରାମର ୩ହଜାର ଲୋକ ବହୁତ ହଇରାଣ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍‌ କରି ରବିବାର ଏହି ସୂଚନା ଦେଇଛନ୍ତି। ଥଣ୍ଡାରେ ପୀଡ଼ିତ ପରେ ଅସୁସ୍ଥ ଅନୁଭବ କରିବାରୁ ନମୁନା ପରୀକ୍ଷା କରାଇଥିଲେ।...

ମହିଳାଙ୍କ ଫୋନ୍‌ ପେ’ରୁ ୩ଲକ୍ଷ ୫୦ହଜାର ଲୁଟ୍‌

ସୋର, ୩।୧୦(ଡି.ଏନ.ଏ.)-ଜଣେ ମହିଳାଙ୍କ ଫୋନ୍‌ ପେରୁ ୩ଲକ୍ଷ ୫୦ହଜାର ଟଙ୍କା ଲୁଟ୍‌ ହୋଇଥିବା ନେଇ ଶୁକ୍ରବାର ସୋର ଥାନାରେ ଅଭିଯୋଗ ହୋଇଛି। ବାହାନଗା ବ୍ଲକ ଅଧୀନ ଗଣ୍ଡସ୍ତପୁର ଗ୍ରାମର ଜୟନ୍ତୀ କୁଅଁର ନାମ୍ନୀ ମହିଳା ଭେଷ୍ଟିଜ ନାମକ ଏକ ପ୍ରଡକ୍ଟ...

୨୪ ଦିନ ପରେ ପାସେଞ୍ଜର ରେଳଭଡ଼ା ଦ୍ୱିଗୁଣିତ; ଜଳେଶ୍ୱରରେ ଉତ୍ତେଜନା

ଜଳେଶ୍ୱର, ୩।୧୦(ଡି.ଏନ.ଏ.):  ଖଡ଼ଗପୁର-ଭଦ୍ରକ ମଧ୍ୟରେ ସବୁ ପାସେଞ୍ଜର ଟ୍ରେନ ଚଳାଚଳ ଲାଗି ପ୍ରବଳ ଦାବି ହେଉଥିବା ବେଳେ ତାଲା ବନ୍ଦ ପରେ ଚଳାଚଳ ଆରମ୍ଭ ହୋଇଥିବା ପାସେଞ୍ଜର ଟ୍ରେନ୍‌ର ଭଡ଼ା ଶନିବାରଠାରୁ ଦ୍ୱିଗୁଣିତ ହୋଇଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱରରେ ଉତ୍ତେଜନା...

ପୁଣି ଫୁଲିଲାଣି ସୁବର୍ଣ୍ଣରେଖା

ବାଲିଆପାଳ, ୩।୧୦: ଚାଷ ଜମିରୁ ବନ୍ୟାଜଳ ଛାଡ଼ିବା ୩ଦିନ ନ ପୁରୁଣୁ ଶୁକ୍ରବାରଠାରୁ ପୁଣି ସୁବର୍ଣ୍ଣରେଖା ନଦୀର ଜଳସ୍ତର ଫୁଲିବାରେ ଲାଗିଛି। ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବିପଦସଂକେତ ୧୦.୩୬ ମିଟର ଥିବା ବେଳେ ଶୁକ୍ରବାର ସକାଳ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri