ବାଲେଶ୍ୱର

ପାଣିଘେରରେ ୨୦ ପରିବାର

ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି...

ଗୁପ୍ତ ତଥ୍ୟ ପ୍ରଘଟରେ ହନିଟ୍ରାପ୍‌ ଲିଙ୍କ୍‌

ବାଲେଶ୍ୱର ଅଫିସ,୧୬।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁପ୍ତ ତଥ୍ୟ ପ୍ରଘଟ ପଛରେ ହନିଟ୍ରାପ୍‌ (ମଧୁର ଜାଲ)ର ଲିଙ୍କ୍‌ ଥିବା ସୂଚନା ମିଳିଛି।...

ଉଦୟପୁରରେ ପୋତାଗଲା ଲାଲ୍‌ ପତାକା

ଭୋଗରାଇ,୧୫।୯(ଡି.ଏନ.ଏ.)- ପଶ୍ଚିମବଙ୍ଗର ଦାଦାଗିରିକୁ ମୁହଁତୋଡ଼ ଜବାବ ଦେଇଛନ୍ତି ଓଡ଼ିଶା ସରକାର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ବେଳାଭୂମିକୁ କୌଶଳକ୍ରମେ ଦଖଲ ଉଦ୍ୟମକୁ ପଣ୍ଡ କରିଛନ୍ତି ଜିଲା ପ୍ରଶାସନ। ଗତ ୭ ତାରିଖ ଉଦୟପୁର ବେଳାଭୂମିରେ ପଶ୍ଚିମବଙ୍ଗ ସେଚ...

ଗଣେଶ ବିସର୍ଜନ ବେଳେ ଘଟିଲା ଦୁର୍ଘଟଣା

ବସ୍ତା,୧୨।୯(ଡି.ଏନ.ଏ.): ଗଣେଶ ମୂର୍ତ୍ତି ଭସାଣି ବେଳେ ରବିବାର ସୁବର୍ଣ୍ଣରେଖା ନଦୀ ରାଜଘାଟସ୍ଥିତ ବାରୁଣୀ ଘାଟରେ ଜଣେ ଛାତ୍ର ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ବସ୍ତା ଥାନା ସନ୍ତୋଷପୁର ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମର ଗୁରୁପ୍ରସାଦ ସାମଲ(୧୬)। ମିଳିଥିବା ସୂଚନା ମୁତାବକ,...

ସ୍ତ୍ରୀଙ୍କୁ ମାଡ଼ମାରିବା ପରେ ନିଜ ଦେହରେ ନିଆଁ ଲାଗାଇଲେ ସ୍ବାମୀ

ଖଇରା,୧୧ା୯(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଅର୍ଜୁନପୁର ଗ୍ରାମର ଶିଶିର କୁମାର ପ୍ରଧାନ(୫୦) ନାମକ ବ୍ୟକ୍ତି ପାରିବାରିକ କଳହକୁ କେନ୍ଦ୍ର କରି ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଖଇରା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର...

ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ

ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା...

ଭୋକ ଉପାସରେ ୧୦ ଦୃଷ୍ଟିହୀନ

ସୋର, ୧୧।୯(ଡି.ଏନ.ଏ.)-ଭୋକ ପାଇଁ ଡହଳବିକଳ ହେଉଛନ୍ତି ୧୦ଜଣ ଦୃଷ୍ଟିହୀନ ଯୁବତୀଯୁବକ। କୋଭିଡ୍‌ କଟକଣା ଯୋଗୁ ସେମାନେ ନାହଁି ନ ଥିବା ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧୦ରୁ ଅଧିକ ଦୃଷ୍ଟିହୀନ ଯୁବତୀଯୁବକ ସୋର ମ୍ୟୁନିସିପାଲିଟିର ଇଟୁଆ ଗ୍ରାମରେ...

ପର୍ଯ୍ୟଟକଙ୍କ ଅନ୍ୟତମ ଆକର୍ଷଣ: ବିଚିତ୍ରପୁର ଇକୋ ଟୁରିଜମ୍‌

ଭୋଗରାଇ, ୧୦।୯ (ଡି.ଏନ.ଏ.)-ଇକୋ ଟୁରିଜମ୍‌ସ୍ଥଳୀ ଭାବେ ମାନ୍ୟତା ପାଇଛି ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଚିତ୍ରପୁର। ୮କି.ମି. ଲମ୍ବ ଓ ୫ କି.ମି. ପରିଧି ମଧ୍ୟରେ ଏଠାରେ ରହିଛି ୪ଟି ଛୋଟ ଛୋଟ ଆକର୍ଷଣୀୟ ଦୀପପୁଞ୍ଜ।...

ଜୁଆରରେ ଉଜୁଡ଼ିଯାଉଛି ଝାଉଁ ଜଙ୍ଗଲ

ବାହାନଗା, ୧୦।୯ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ଝାଉଁ ଜଙ୍ଗଲ ଜୁଆର ମାଡରେ ଉଜୁଡିଯିବାକୁ ବସିଲାଣି। ଏପରିକି ବରିପଦା ପଞ୍ଚାୟତର ମହାରୁଦ୍ରପୁର ଆଡିଆ ସମେତ ଆଡିଆର ବଙ୍ଗାଳିସାହି ଓ କଲ୍ୟାଣି ପଞ୍ଚାୟତର ଜହ୍ନିପୁରର ଭିଲ୍ଲା...

ପରିବେଶ ଚିନ୍ତାରେ ବିତିଲାଣି ୩୩ ବର୍ଷ

ସିମୁଳିଆ,୯।୯(ଡି.ଏନ.ଏ.)-ମାସେ କି ବର୍ଷେ ନୁହେଁ, ଦୀର୍ଘ ୩୩ବର୍ଷ ହେଲା ପରିବେଶ ସୁରକ୍ଷାରେ ଲାଗିପଡ଼ିଛନ୍ତି ପ୍ରକୃତିପ୍ରେମୀ କାହ୍ନୁଚରଣ ସିଂ। ପେସାରେ ସେ ଜଣେ ଶିକ୍ଷକ, ହେଲେ ନିଶା ପରିବେଶ ସୁରକ୍ଷା ଓ ସମାଜସେବା। ପରିବେଶକୁ ଭଲ ପାଉଥିବା ବ୍ୟକ୍ତିତ୍ୱଙ୍କର ଆଚାର, ବିଚାର...

ଏସିଏଫ୍‌ ସୌମ୍ୟରଞ୍ଜନଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଖଇରା ବନ୍ଦ

ବାଲେଶ୍ୱର ଅଫିସ,୯ା୯: ବାଲେଶ୍ୱର ଜିଲା ଖଇରା ମାଟିର ପୁଅ ତଥା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ ତଥା ତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗୁରୁବାର ସକାଳୁ ଖଇରା ବଜାର...

ବିପଦ ସଙ୍କେତ ଉପରେ ଜଳକା

ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଅପରାହ୍ନ ୩ଟାରେ ଜଳସ୍ତର ବୃଦ୍ଧି ହୋଇ ୫.୮୮ ମିଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri