ବାଲେଶ୍ୱର

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା...

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ: ଦୁଇ ବାଇକ୍‌ ସମେତ ଗୋଟିଏ ମାରୁତି ଜାଳିଦେଲେ ଆକ୍ରମଣକାରୀ

ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲା ଖଇରା ବ୍ଲକ ତୁଟ ଗ୍ରାମର କୈଳାସ ଜେନାଙ୍କ ସହିତ ସେହି ଗ୍ରାମର ଶଙ୍କର୍ଷଣ ଜେନା ଓ ବଂଶୀଧର ଜେନାଙ୍କ ସହିତ ଦୀର୍ଘ ଦିନ ଧରି ଶତ୍ରୁତା ଲାଗି ରହିଥିଲା। ଆଗରୁ ଅନେକ ଥର ଗଣ୍ଡଗୋଳକୁ...

ସମ୍ଭାବ୍ୟ ବାତ୍ୟାରେ ଜରୁରୀ ବିଷୟ ପ୍ରତି ଧ୍ୟାନ ଦେବାକୁ ଲୋକଙ୍କୁ ଅନୁରୋଧ କଲେ ଜିଲାପାଳ

ବାଲେଶ୍ୱର ଅଫିସ,୨୪।୫: ଆସନ୍ତା ମେ ୨୬ତାରିଖରେ ବାତ୍ୟା ଆଶଙ୍କା ଥିବାରୁ ଜନସାଧାରଣ ସେମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ ସମସ୍ତ ପ୍ରାକ ସାବଧାନତା ଅବଲମ୍ବନ କରିବେ ଏବଂ ନିହାତି ଭାବରେ ତିନି ଦିନ ପାଇଁ ପିଇବା ପାଣି ମହଜୁଦ ରଖିବାକୁ...

‘ୟାସ୍‌’କୁ ନେଇ ପ୍ରଶାସନ ତତ୍ପର: ବାଲେଶ୍ୱରରେ ଏସ୍‌ଆର୍‌ସି

ବାଲେଶ୍ୱର ଅଫିସ, ୨୩।୫: ୟାସ୍‌’କୁ ନେଇ ପ୍ରଶାସନ ତତ୍ପର ହୋଇ ଉଠିଛି। ଏ ନେଇ ବାଲେଶ୍ୱର ଜିଲା ଆହ୍ବାନ ଗୃହରେ ଏସ୍‌ଆରସି ପ୍ରଦୀପ କୁମାର ଜେନା ବାତ୍ୟା ୟାସ ସମ୍ପର୍କରେ ଜିଲା ପ୍ରଶାସନ ସହ ଆଲୋଚନା ଓ ସମୀକ୍ଷା କରୁଛନ୍ତି।...

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତତ୍ପର: କୂଳକୁ ଫେରିଲା ଟ୍ରଲର, ଦୀଘାରେ ଏନ୍‌ଡିଆରଏଫ୍‌ର ସଚେତନତା

ଭୋଗରାଇ,୨୩ା୫(ଡି.ଏନ୍‌.ଏ.): ଆସୁଛି ବାତ୍ୟା ୟାସ୍‌। ବାଲେଶ୍ୱର ଉପକୂଳ ସହିତ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ସମୁଦ୍ର କୂଳରେ ଏହି ଭୟଙ୍କର ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ଥିବାରୁ ଦୁଇରାଜ୍ୟର କୂଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ...

ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଅଧିକାରୀ

ବାଲେଶ୍ୱର ଅଫିସ, ୨୨।୫-ବାଲେଶ୍ୱର ଜିଲାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରଶାସନିକ ଅଧିକାରୀମାନେ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରୁ...

ଅମଳ ସରିଲା, ଏବେ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫-ରବିଧାନ ଅମଳ ସରିଗଲାଣି। ଏବେ ବିକ୍ରୀ ନେଇ ଚାଷୀ ଚିନ୍ତାରେ ପଡିଛି। ଏଯାଏ ଟୋକନ ମିଳିନି। ରବିଧାନରେ ବିହନ, ସାର, ଔଷଧ ଆଦି ପର୍ଯ୍ୟାପ୍ତ ଖର୍ଚ୍ଚ ପରେ ଚାଷୀ ସରକାରୀ ମୂଲ୍ୟରେ ଧାନ ବିକ୍ରି କରି ନ ପାରି...

ଡରାଇଲାଣି ସମ୍ଭାବ୍ୟ ବାତ୍ୟା

ଭୋଗରାଇ,୨୧।୫(ଡି.ଏନ.ଏ.)-ପୂର୍ବ-ମଧ୍ୟୀୟ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’ ବାଲେଶ୍ୱର ଓ ପଶ୍ଚିମବଙ୍ଗ ଉପୂକଳରେ ତାଣ୍ଡବ ରଚାଇବ ବୋଲି ବିଭିନ୍ନ ପାଣିପାଗ ଦପ୍ତର ଆଗୁଆ ସତର୍କ ସୂଚନା ଦେବା ଯୋଗୁ ଉପକୂଳବାସୀ ଭୟଭୀତ ହୋଇପଡିଛନ୍ତି। ବାଲେଶ୍ୱର ଜିଲାପାଳ, ଏସ୍‌ପିଙ୍କ ସହ...

ଅଂଶୁଘାତରେ ଛୁଆ ହାତୀର ମୃତ୍ୟୁ

ସଜନାଗଡ଼,୨୦।୫: ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରୁ ବନବିଭାଗ ଏକ ଛୁଆ ହାତୀର ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ୩ ବର୍ଷ ହେବ। ଅଂଶୁଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।...

୩୦ବର୍ଷ ପରେ ପୁଣି ଆଖୁ ଚାଷ

ସିମୁଳିଆ,୧୮।୫ – ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ପଞ୍ଚାୟତର ହରିସିଂହପୁର ଅଞ୍ଚଳରେ ପ୍ରାୟ ୩୦ବର୍ଷ ପରେ ପୁଣି ଆଖୁଚାଷ ଆରମ୍ଭ ହୋଇଛି। କୃଷି ବିଭାଗର ଅବହେଳା ମନୋଭାବ ଯୋଗୁ ପ୍ରାୟ ୫ମାସ ବିଳମ୍ବରେ ଏହି ଚାଷ ଆରମ୍ଭ ହୋଇଛି।...

କରୋନା ଚିକିତ୍ସା ଉପକରଣର କଳାବଜାର

ବାଲେଶ୍ୱର ଅଫିସ, ୧୭।୫-ବାଲେଶ୍ୱର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲୋକମାନେ ଘରେ ରହି ଚିକିତ୍ସିତ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି। ଅନଲାଇନ ସ୍ବାସ୍ଥ୍ୟସେବା ଏବଂ ଟେଲିଫୋନ ଯୋଗେ ଡାକ୍ତରଙ୍କ ସହ ଯୋଗାଯୋଗ କରି...

ତାଳସଜ ବେପାରରେ ଚଳୁଛି ପରିବାର

ସିମୁଳିଆ,୧୭।୫-ମହାମାରୀ କରୋନା ସମୟରେ କ୍ଷୁଦ୍ର ବ୍ୟବସାୟୀମାନେ ଜୀବିକା ହରାଇ ନିରାଶ ହୋଇପଡିଥିବା ବେଳେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଗୌଡ଼ଦିଆ ଅଞ୍ଚଳର ୬୪ବର୍ଷୀୟ ବ୍ରଜ ଶିଅଳ ଏବେ ରାସ୍ତାକଡରେ ତାଳସଜ ବିକି ବେଶ୍‌ ଦୁଇ ପଇସା ରୋଜଗାର କରୁଛନ୍ତି। ଏଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri