ବାଲେଶ୍ୱର

ନାଁକୁ ସହର, ନାହିଁ ସର୍ବନିମ୍ନ ସୁବିଧା

ଜଳେଶ୍ୱର,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ୧୬ନଂ. ଓ୍ବାର୍ଡରେ ଥିବା ମଣିପାଟଣା ଗାଁରେ ନାହିଁ ସର୍ବନିମ୍ନ ସୁବିଧା। ଗାଁକୁ ନାହିଁ ସବୁଦିନିଆ ରାସ୍ତା। ଫଳରେ କୌଣସି ଗାଡି ମୋଟର ଗାଁକୁ ଆସିପାରେ ନାହିଁ। ଏପରିକି ଆମ୍ବୁଲାନ୍ସ ମଧ୍ୟ ପଶିପାରେ ନାହିଁ।...

ବିପଦ ମୁହଁରେ ୨୫ ଗାଁ

ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର କାରଣ ହୋଇଛି। ସମୁଦ୍ର ଉପକୂଳବର୍ତ୍ତୀ ୫ଟି ପଞ୍ଚାୟତର ୨୫ରୁ ଉର୍ଦ୍ଧ୍ୱ ଗାଁ ଏବେ...

କୋଭିଡ କଟକଣାକୁ ଫୁ’, ମନ୍ଦିରରେ ଧସେଇ ପଶିଲେ ଶ୍ରଦ୍ଧାଳୁ

ଭୋଗରାଇ,୧୫।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ପ୍ରଶାସନର କୋଭିଡ କଟକଣାକୁ ଫୁ’ କରି ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମନ୍ଦିରରେ ଧସେଇ ପଶିଛନ୍ତି ଶ୍ରଦ୍ଧାଳୁ। ଚୈତ୍ରମାସର ପ୍ରଥମ ସୋମବାରରେ ଅସଂଖ୍ୟ ଶ୍ରଦ୍ଧାଳୁ ଦୂରଦୂରାନ୍ତରୁ ଆସି ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତାଙ୍କ ଗର୍ତ୍ତଗର୍ଭରେ ଭକ୍ତି...

ବାକି ପଡ଼ିଛି ୨.୫୦କୋଟିରୁ ଊର୍ଦ୍ଧ୍ୱ ଜଳକର

ବାଲେଶ୍ୱର ଅଫିସ,୧୫।୩-ବାଲେଶ୍ୱର ସହରବାସୀଙ୍କ ଉପରେ ବକେୟା ପଡିଛି ୨.୫୦କୋଟିରୁ ଊର୍ଦ୍ଧ୍ୱ ଜଳକର। ଠିକ୍‌ ସମୟରେ ସହରବାସୀ ଜଳକର ପୈଠ କରୁ ନ ଥିବା ବେଳେ ଆବଶ୍ୟକ କର୍ମଚାରୀ ନ ଥିବାରୁ ଜଳକର ଆଦାୟ କରିବା ସମ୍ଭବ ହେଉନାହଁି ବୋଲି ଜନସ୍ବାସ୍ଥ୍ୟ...

କୁଲଡ଼ିହା ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ଦୀର୍ଘ ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ନିଆଁ ଲାଗି ବୃକ୍ଷଲତା ପୋଡି ପାଉଁଶ ହୋଇଯାଇଛି। ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ...

ସ୍କୁଲ ବାରଣ୍ଡାରେ ଅସହାୟ ପରିବାର

ସିମୁଳିଆ, ୧୩।୩(ଡି.ଏନ.ଏ.) – ଘରଦ୍ୱାର ନାହିଁ। ସ୍କୁଲ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ଏକ ପରିବାର। ଗରିବ ଲୋକଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦିଆଯାଉଥିବା ବେଳେ ଏହି ପରିବାର...

ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ

ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ...

ଜଳେଶ୍ବରରୁ ୧ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଝାଡ଼େଶ୍ବରପୁର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ୧ କେଜି ବ୍ରାଉନ ସୁଗାର ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ଗିରଫ ହୋଇଛନ୍ତି। ରାତିରେ ଏସ୍‌ଟିଏଫ ଟିମ୍‌ ଚଢ଼ାଉ କରି ବ୍ରାଉନସୁଗାର...

ଜଳୁଛି କୁଲଡ଼ିହା: ନିଆଁ ଲିଭାଉଛନ୍ତି ଡିଏଫ୍‌ଓ, ରେଞ୍ଜର

ସଜନାଗଡ଼, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୫ ଦିନ ହେବ ନିଅଁା ଜଳୁଛି। ଫେବୃୟାରୀ ୪ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ବର୍ଗ କି.ମି. ପରିବ୍ୟାପ୍ତ ଭିତରେ ଏକାଧିକ ପାହାଡ଼...

ବେଆଇନ ଗୋରୁ ଚାଲାଣ: କଣ୍ଟେନରରୁ ୧୦୨ ଉଦ୍ଧାର

ବାଲେଶ୍ବର ଅଫିସ, ୮।୩: ବାଲେଶ୍ୱର ଜିଲା ଶେରଗଡ଼ ଟୋଲଗେଟ ନିକଟରୁ ବେଆଇନ ଗୋଚାଲାଣ ବେଳେ ରବିବାର ବିଳମ୍ବିତ ରାତିରେ ୨ କଣ୍ଟେନରରୁ ୧୦୨ ଗୋରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ଗୋରୁଙ୍କୁ ବାମପଦାସ୍ଥିତ ମା’ ଭାରତୀ ଗୋଶାଳାରେ ରଖାଯାଇଛି। ପ୍ରକାଶ...

ମହିଳା ଦିବସରେ ପାଣି ପାଇଁ ପ୍ରତିବାଦ କଲେ ମହିଳା

ବସ୍ତା,୮।୩(ଡି.ଏନ୍‌.ଏ): ବିଶ୍ୱ ମହିଳା ଦିବସରେ ବସ୍ତା ବ୍ଲକ ଅନ୍ତର୍ଗତ ଗୋଡ଼ିଖାଳ ନିକଟ ଜୁଣବଳଦାଠାରେ ପାନୀୟ ଜଳର ସମସ୍ୟା ନେଇ ମହିଳାମାନଙ୍କ ଦ୍ୱାରା ୬୦ ନଂ ଜାତୀୟ ରାଜପଥ ଅବରୋଧ କରାଯାଇ ଥିବା ଜଣାପଡ଼ିଛି। ଦୀର୍ଘଦିନ ଧରି ପାଣି ସମସ୍ୟା ଲାଗି...

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri