ବାଲେଶ୍ୱର

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ...

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ...

ଏସ୍‌ଏଫ୍‌ଡିଆର୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୬।୩: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ପକ୍ଷରୁ ସଲିଡ୍‌ ଫୁଏଲ୍‌ ଡକ୍ଟେଡ୍‌ ରାମଜେଟ୍‌ (ଏସ୍‌ଏଫ୍‌ଡିଆର୍‌)ର ଶୁକ୍ରବାର ସଫଳ ପରୀକ୍ଷଣ କରାଯାଇଛି। ଏଥିରେ ସବସିଷ୍ଟମ୍‌, ବୁଷ୍ଟର ମୋଟର, ନୋଜଲ-ଲେସ୍‌ ମୋଟର କାର୍ଯ୍ୟ କରିଛି।...

ସଡ଼କ ଦୁର୍ଘଟଣା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଛଣପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ତ୍ରୀଙ୍କ ଜୀବନ ଯାଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁବାର ସକାଳେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ ଅଜଣା ଗାଡ଼ି ବାଇକ୍‌କୁ...

ମନୁଭାଇଙ୍କ ହର୍ବାଲ ଚା’

ବାଲେଶ୍ୱର ଅଫିସ, ୪।୩-ହର୍ବାଲ ଚା’। ଏଥିରେ ପଡୁନି ଚା’ ପତି କି ଚିନି। କପ୍‌ ୫ଟଙ୍କାର ଏଇ ଚା’ ପିଇବାକୁ ବି ଭିଡ଼ ଲାଗୁଛି। ବାଲେଶ୍ୱର ସହର ଫକୀରମୋହନ ଗୋଲେଇ ନିିକଟରେ ଏବେ ମନୁଭାଇଙ୍କ ହର୍ବାଲ ଚା’ର ଢେର ଚାହିଦା।...

ଅପହୃତା ଓଡ଼ିଆ ଯୁବକ ପଶ୍ଚିମବଙ୍ଗରୁ ଉଦ୍ଧାର: ୮ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ

ସୋର, ୩ା୩: ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଅଞ୍ଚଳର ଜଣେ ଯୁବକଙ୍କୁ କେହି ଦୁର୍ବୃତ୍ତ ବନ୍ଧୁକ ମୂନରେ ପଣବନ୍ଦୀ କରି ୮ ଲକ୍ଷ ଟଙ୍କା ଦାବି କରୁଥିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ...

ନଷ୍ଟ ହେଉଛି ବର୍ଷକର ଅମଳ

ଖଇରା, ୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଗନଧୂଳି ସେବା ସମବାୟ ସମିତି ଅଧୀନରେ ଚାଷୀଙ୍କର ଧାନ କିଣା ନ ହେବା ଯୋଗୁ ମାସ ମାସ ଧରି ଘରେ ପଡି ନଷ୍ଟ ହେଉଛି । ସରକାରଙ୍କ ତରଫରୁ ଟୋକନ ଇସ୍ୟୁ...

ଭୋଗରାଇ କଲେଜରେ ଛାତ୍ର ଅଶାନ୍ତି: ୩ ଘଣ୍ଟା ଯାଏ ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ

ଭୋଗରାଇ,୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭୋଗରାଇ ଗ୍ରାମ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନ(ଆର୍‌ଆଇଏଚ୍‌ଏସ୍‌) ମହାବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ଯୁକ୍ତ ୩ ଶେଷବର୍ଷ ବାଣିଜ୍ୟ ଶ୍ରେଣୀର ଜଣେ ଛାତ୍ର ଅନ୍ୟ ଛାତ୍ରୀଛାତ୍ରଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ସହ...

ଆକର୍ଷଣ ହରାଉଛି ଡଗରା ବେଳାଭୂମି

ବାଲିଆପାଳ,୧ା୩-ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମିର ବିକାଶ ଲାଗି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏହା ଧୀରେ ଧୀରେ ଆକର୍ଷଣ ହରାଇବାରେ ଲାଗିଛି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ବେଳାଭୂମିରେ ଅମାନିଆ ପର୍ଯ୍ୟଟକଙ୍କ ଅବାଧ...

ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଛି। ଗ୍ୟାସ୍‌ ଲିକ୍‌ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ...

ବଧୂ ହତ୍ୟା ଅଭିଯୋଗ: ଶାଶୁ, ଶ୍ୱଶୁର ଗିରଫ

ଔପଦା, ୨୫।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଏରାମଚନ୍ଦ୍ରପୁର ପଞ୍ଚାୟତ ଶୋରିଷପାଳ ଗ୍ରାମରେ ବଧୂ ହତ୍ୟା ଅଭିଯୋଗରେ ଶାଶୁ ସୁକାନ୍ତି ରାଉତ ଓ ଶ୍ୱଶୁର ସୁକାନ୍ତ ରାଉତ (ଅଗଣି)ଙ୍କୁ ଔପଦା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ୨୦୧୫...

ଶରତଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’, ଅଶ୍ୱିନୀଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱରର ଶିକ୍ଷା ଓ ଜ୍ଞାନର ଦିବ୍ୟ ଦୃଷ୍ଟି ‘ପ୍ରଜାପତି’ ଅନୁଷ୍ଠାନ ପକ୍ଷରୁ ଚଳିତବର୍ଷ କବି ଡ. ଶରତ ମହାନ୍ତିଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’ ଓ ଗାଳ୍ପିକ ଅଶ୍ୱିନୀ କୁମାର ମହାନ୍ତିଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri