ବାଲେଶ୍ୱର

ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ

ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ରାସ୍ତା ଦେଇ...

ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ...

ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ...

ଆଇଏସ୍‌ଆଇ ଲିଙ୍କ୍‌: ଦେଶଦ୍ରୋହ ଅପରାଧରେ ଈଶ୍ୱରଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୧।୨- ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ପ୍ରଦାନ କରିବା ଅଭିଯୋଗରେ ଗିରଫ ଈଶ୍ୱର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର...

ଜୀବିକା ଲାଗି ଚାକିରି, ଦୁଃଖ ଲାଘବ ପାଇଁ କବିତା ଲେଖା

ଖଇରା, ୧୦।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ କପିଳ ଦାସ ଏକ ଜଣାଶୁଣା ନାଁ। ସେ ସକାଳୁ ସକାଳୁ ନିତ୍ୟ କର୍ମ ସାରି ସାଇକେଲ ଧରିବା ମାତ୍ରେ ତାଙ୍କ କାନରେ ବାଜେ କପିଳ ଭାଇ ମୋ ଆଧାର କାର୍ଡ ଆସିଛି କି...

ପୁଅ ବାହାଘର ଦେଖିପାରିଲେନି ବାପା, ନିମନ୍ତ୍ରଣ ପତ୍ର ବାଣ୍ଟିବାକୁ ଯାଇଥିବା ବେଳେ ଟ୍ୟାଙ୍କର୍‌ ଚକା ତଳେ ପଡ଼ି ଜୀବନ ଗଲା

ବାଲେଶ୍ୱର ଅଫିସ, ୯।୨- ପୁଅ ବାହାଘରକୁ ଦିନ କେଇଟା ଥିବା ବେଳେ ଦେଖିପାରିଲେନି ବାପା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ସହରରେ। ସହରର ଗୋଲେଇ ନିକଟରେ ଜଣେ ବ୍ୟକ୍ତି ମଙ୍ଗଳବାର...

ଅବୈଧ ସମ୍ପର୍କ ଲାଗି ବାଧ୍ୟ କରିବାରୁ ହତ୍ୟା

ବାହାନଗା, ୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଓଷଙ୍ଗ ଗ୍ରାମର ଜୟନ୍ତ ମଳିକଙ୍କ ମୃତଦେହ ସମୁଦ୍ର କୂଳ ବାଲିରୁ ଉଦ୍ଧାର ହେବା ଘଟଣାର ୧୫ଦିନ ପରେ ଖନ୍ତାପଡା ଥାନା ଓ ଗୋପାଳପୁର ଫାଣ୍ଡି ପୋଲିସ୍‌ ୫ ଅଭିଯୁକ୍ତଙ୍କୁ...

ରାତିରେ ଚାଲିଛି ମୋରମ ଲୁଟ୍‌

ରୂପ୍‌ସା, ୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ରାତାରାତି ୮ରୁ ୧୦ଟି ଡମ୍ପର ଯୋଗେ ଶହ ଶହ ଟ୍ରିପ୍‌ ମୋରମ ଲୁଟ୍‌ କରାଯାଉଥିବାରୁ ସାଧାରଣରେ...

ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍‌) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଏ ଦିଗରେ...

ଉଦୟପୁର ବେଶିଲ୍‌ ଇଣ୍ଟରନ୍ୟାଶନାଲରେ ଏନଫୋର୍ସମେଣ୍ଟ ଟିମ୍‌

ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି ସିକୁମାର ଓ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା ଶୁକ୍ରବାର ପହଞ୍ଚତ୍ ହୋଟେଲର ସ୍ଥାବର...

କଲ୍ୟାଣୀ ସେବା ସମିତିରେ ଅନିୟମିତତା: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତଦନ୍ତ

ବାହାନଗା, ୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣୀ ସେବା ସମିତିରେ ଧାନକିଣାରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏନେଇ କେତେଜଣ ଚାଷୀ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ଆରମ୍ଭ ହୋଇଛି...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର ଭାଗ୍ୟ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ୧୪ ବର୍ଷ ପୂର୍ବେ ଏହି ବନ୍ଦର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri