ବାଲେଶ୍ୱର

ଅଙ୍ଗନବାଡି କର୍ମୀଙ୍କ ବହିଷ୍କାର ଦାବି: ସିଡିପିଓ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ଧାରଣା

ବାଲେଶର ଅଫିସ, ୫।୧: ବାଲେଶ୍ବର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସାନତାଳପଦା ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟରତ କର୍ମୀ ମମତା ଜେନାଙ୍କ ବଦଳି ଦାବି ନେଇ ମଙ୍ଗଳବାର ବାଲିଆପାଳ ସିଡିପିଓ ଅଫିସ ସମ୍ମୁଖରେ ଗ୍ରାମବାସୀମାନେ ଧାରଣାରେ ବସିଛନ୍ତି। ଧାରଣାରତ...

ମାଛ ଚୋରି କରି ବିକିଦେଲେ ନାବାଳକ: ଗଛରେ ବାନ୍ଧି ଲଣ୍ଡାକଲେ ମାଲିକ

ବାଲେଶ୍ୱର ଅଫିସ, ୫।୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ଗ୍ରାମରେ କଙ୍ଗାରୁ କୋର୍ଟ ହୋଇଥିବା ଅଭିଯୋଗ ହୋଇଛି। ନାବାଳକଙ୍କୁ ଦୋକାନରେ ରଖି କାମ କରାଉଥିବା ବେଳେ ମାଲିକଙ୍କୁ ନ ଜଣାଇ ସେ ଦୋକାନରୁ ମାଛ ବିକ୍ରି କରିଦେଇଥିଲେ।...

ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ

ବାଲେଶ୍ୱର ଅଫିସ,୨।୧- ବାଲେଶ୍ବର ବଳରାମ ଗଡ଼ି ସ୍ଥିତ ଗଙ୍ଗାମାତା ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଲୁଟି ନେଇଛନ୍ତି। ଦାନବାକ୍ସରେ ପାଖାପାଖି ୨ ଲକ୍ଷ ଟଙ୍କା ଥିବା ସୂଚନା ମିଳିଛି। ଏନେଇ ଶନିବାର ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି।...

ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଲିଆପାଳ ଥାନା ଅନ୍ତର୍ଗତ ଇଡ୍‌କୋ ଛକ ନିକଟରେ ଶନିବାର ସକାଳେ ହୋଇଥିବା ଏହି...

ପେଟ ଚିନ୍ତାରେ କୁମ୍ଭକାର ପରିବାର

ଖଇରା, ୨।୧: କାହାର ଅଷ୍ଟପ୍ରହର ନାମଯଜ୍ଞ ହେଉ କି ବିବାହ ବ୍ରତ ଭଳି ଶୁଭକର୍ମ ହେଉ ଏଭଳି ସମୟରେ ଦରକାର ପଡେ ମାଟି ପାତ୍ର। ବୈଶାଖ ମାସ ଆରମ୍ଭ ନ ହେଉଣୁ ଥଣ୍ଡା ପାଣି ପାଇଁ ଖୋଜାପଡେ ସୁରେଇ। ଏହି...

ଗ୍ୟାସ୍‌ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧. ୩୧ ଲକ୍ଷ ଟଙ୍କା

ସୋର, ୧ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ମୁଳିସିଂ ରାସ୍ତା ଲେଭଲକ୍ରସିଂ ନିକଟରେ ଗୁରୁବାର ରାତିରେ ୩ଜଣ ଗ୍ୟାସ୍‌ କର୍ମଚାରୀ ଗୋଦାମରେ ଗାଡ଼ି ରଖି ଫେରୁଥିବା ବେଳେ ବିଲ ମଝିରେ ଛକି ବସିଥିବା ୫ରୁ ୬ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ...

କାଳିଝାଟି କେନାଲରେ ଆହତ ଭାଲୁ, ଜଗିଛି ବନବିଭାଗ

ସଜନାଗଡ଼, ୩୦।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପାଦଦେଶର କାଳିଝାଟି ଖାଣ୍ଡିଆହୁଡ଼ି କେନାଲ ନିକଟରେ ଏକ ବିରାଟକାୟ ଭାଲୁ ଆହତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଛି । ଭାଲୁକୁ କେହି ଶିକାରୀ ଆହତ କରିଥିବା ଶୁଣିବାକୁ ମିଳୁଛି। ବନବିଭାଗ...

ଦିଲ୍ଲୀରେ ମନ ଜିଣୁଛନ୍ତି ଶ୍ରୀମନ୍ତ, ନିବେଦିତା

ଖଇରା, ୩୦।୧୨(ଡି.ଏନ.ଏ.)-ଦିଲ୍ଲୀରେ ଓଡିଆ ଲୋକଙ୍କ ଯେକୌଣସି ସାଂସ୍କତିକ ହେଉ କି ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମ ହେଉ ତାଙ୍କ କଣ୍ଠରୁ ଗୀତଟିଏ ନ ଶୁଣିବା ଯାଏ ଦର୍ଶକଙ୍କ ମନ ବୁଝେ ନାହିଁ । ଏମିତି ବି କୌଣସି ବି ଉତ୍ସବ ନାହିଁ ଯେଉଁ...

ପର୍ଯ୍ୟଟନସ୍ଥଳୀ ଉନ୍ନୟନ ନେଇ ସମୀକ୍ଷା

ଭୋଗରାଇ, ୩୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀଗୁଡିକର ଉନ୍ନୟନ କାର୍ଯ୍ୟ ନେଇ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସମୀକ୍ଷା କରିଛନ୍ତି । ମଙ୍ଗଳବାର ଜିଲାପାଳ ତାଳସାରୀ-ଉଦୟପୁର ଗସ୍ତ କରି ଓଟିଡିସିରେ ବେଳାଭୂମି ଉନ୍ନୟନ ପରିଷଦ ଓ ସେଚ ଡ୍ରେନେଜ,...

ଜାତୀୟ ରାଜପଥରେ ଗୁଳିକାଣ୍ଡ: ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ ୨୦ ହଜାର

ବାଲେଶ୍ୱର ଅଫିସ,୨୮ା୧୨: ବାଲେଶ୍ବର ଜାତୀୟ ରାଜପଥ ବଣପାରିଆ ଷ୍ଟେଟ୍‌ ବ୍ୟାଙ୍କ ନିକଟରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜେସିବି କମ୍ପାନୀର ଆକାଉଣ୍ଟାଣ୍ଟ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତେବେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ତାଙ୍କ ସିକ୍ୟୁରିଟି...

ଥରିଲା ବାଲେଶ୍ୱର

ବାଲେଶ୍ୱର ଅଫିସ, ୨୫।୧୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରର ଖେଳିଯାଇଛି। ଭୂକମ୍ପର ତିବ୍ରତା କେତେ ରହିଥିଲା, ତାହା ସ୍ପଷ୍ଟ ହୋଇନାହିଁ। ସେହିପରି କେତେ...

ବଣକାଟି ଗଁାରେ ଦନ୍ତା: ଲୋକେ ଆତଙ୍କିତ

ଜଳେଶ୍ୱର,୨୪।୧୨(ସ୍ବ.ପ୍ର.)-ସପ୍ତାହେ ନ ପୂରୁଣୁ ପୁଣି ଏକ ଦନ୍ତା ହାତୀ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆସ୍ଥିତ ବଣକାଟି ଗଁାରେ ଆତଙ୍କ ଖେଳାଇଛି। ଶିମିଳିପାଳର ଏକ ଦନ୍ତା ଜଳେଶ୍ୱର ରେଞ୍ଜର ସୁରେଇ ସାହି, ରଙ୍ଗାମାଟିଆ ଜଙ୍ଗଲ ଦେଇ ବଣକାଟି ଗଁାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri