ବାଲେଶ୍ୱର

ଭୋଗରାଇରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ଭୋଗରାଇ,୨୬ା୧୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ମିଶ୍ରିତ ପ୍ରଭାବ ପଡ଼ିଛି। ଥାନାଛକଠାରେ ଆନ୍ଦୋଳନକାରୀମାନେ ମୁଖ୍ୟ ରାସ୍ତା ଅବରୋଧ କରିବା ଗାଡ଼ି ଚଳାଚଳ ବନ୍ଦ ହୋଇଛି। ଦୋକାନ, ସରକାରୀ ଅଫିସ...

ଭାରତ ବନ୍ଦ: ବାଲେଶ୍ୱରରେ ପ୍ରଭାବ

ବାଲେଶ୍ୱର ଅଫିସ,୨୬।୧୧: କେନ୍ଦ୍ର ସରକାର ଜନ ବିରୋଧୀ ଏବଂ ଶ୍ରମିକ ବିରୋଧୀ ନୀତି ବିରୁଦ୍ଧରେ ଗୁରୁବାର ସକାଳ ୬ଠାରୁ ୨୪ ଘଣ୍ଟିଆ ବନ୍ଦରେ ବାଲେଶ୍ୱର ଜିଲା ସାମିଲ ହୋଇଛି। ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ, ୫୬ଟି କେନ୍ଦ୍ରୀୟ ଫେଡେରେଶନ ଏଥିରେ...

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌, ମେଳା, ମହୋତ୍ସବରେ ଭରି ଉଠେ ବେଳାଭୂମି ଅଞ୍ଚଳ। ଚଳିତବର୍ଷ ମହାମାରୀ କରୋନା ପ୍ରଭାବରେ...

୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ନଗଦ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ: ଜଣେ ଅଟକ

ବାଲେଶ୍ୱର ଅଫିସ, ୨୧।୧୧: ବାଲେଶ୍ୱର ସହରସ୍ଥିତ ଅଡ଼ର ବଜାରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ ହୋଇଛି । ଏ ନେଇ ମୁନା ଖାଁ (୩୦) ନାମକ ଜଣେ ଯୁବକଙ୍କୁ ସହଦେବଖୁଣ୍ଟା...

ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍‌

ବଲାଙ୍ଗୀର ଅଫିସ,୧୮।୧୧-ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ଗଣହତ୍ୟା ମାମଲାର ବୁଧବାର ପର୍ଦ୍ଦାଫାସ୍‌ ହୋଇଛି। ଏହି ମାମଲାରେ ପୋଲିସ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୨ ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଗଣହତ୍ୟାରେ ୯ ଜଣଙ୍କ ସମ୍ପୃକ୍ତି ଥିବା...

୬୮ ଗ୍ରାମ୍‌ ବ୍ରାଉନ୍‌ ସୁଗାର, ୩ଲକ୍ଷ ୨୨ ହଜାରରୁ ଊର୍ଦ୍ଧ୍ବ ଟଙ୍କା ଜବତ: ମିର୍‌ ସୁଦ୍ଧିକ ଗିରଫ

ବାଲେଶ୍ବର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ବୁଧବାର ଗେଟ୍‌ ବାଡ଼ ଅଞ୍ଚଳର ମିର୍‌ ସୁଦ୍ଧିକ୍‌ଙ୍କୁ ଗିରଫ କରିଛି। ବ୍ରାଉନ୍‌ ସୁଗାର କାରବାରରେ ଲିପ୍ତ ଥିବା ନେଇ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ତାଙ୍କ ନିକଟରୁ ୬୮ ଗ୍ରାମ୍‌...

ବେଆଇନ ହଷ୍ଟେଲ ନିର୍ମାଣକୁ ବିରୋଧ

ବାଲେଶ୍ବର ଅଫିସ, ୧୮।୧୧: ବାଲେଶ୍ବର ଜିଲାସ୍କୁଲ ପୂର୍ବରେ ବେଆଇନ ହଷ୍ଟେଲ ନିର୍ମାଣକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ବିରୋଧ କରାଯାଇଛି। ନିର୍ମାଣ କାର୍ଯ୍ୟକୁ ବିରୋଧ କରି କମିଟିର କର୍ମକର୍ତ୍ତା ବାଲେଶ୍ବର ଗସ୍ତରେ ଆସିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର...

‘କ୍ୟୁଆର୍‌ଏସ୍‌ଏଏମ୍‌’ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ‘କ୍ୟୁଆର୍‌ଏସ୍‌ଏଏମ୍‌’ (କୁଇକ୍‌ ରିଆକ୍‌ସନ୍‌ ସର୍ଫେସ୍‌ ଟୁ ଏୟାର) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଏହା ପାଇଲଟ ବିହୀନ ଟାର୍ଗେଟ୍‌ ଏୟାରକ୍ରାଫ୍ଟ...

ନଦୀରେ ବୁଡିଗଲେ ୩ ଯୁବକ, ଜଣଙ୍କ ମୃତଦେହ ଉଦ୍ଧାର

ରେମୁଣା, ୧୬।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ବୁଢାବଳଙ୍ଗ ନଦୀର କାଠସଙ୍ଗଡା ଘାଟରେ ସୋମବାର ଅପରାହ୍ନ ସମୟରେ ଗାଧୋଉଥିବା ବେଳେ ୩ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅଙ୍କିତ ପତି।...

ଆରୂହାବାଡ଼ ସମୁଦ୍ର ବାଲିରୁ କୁମ୍ଭୀରକୁ କାବୁ କଲେ ଧୀବର

ବାହାନଗା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୂହାବାଡ ପଞ୍ଚାୟତ ସମୁଦ୍ର କୂଳ ବାରୁଣୀ ଘାଟ ଆଡିଆ ସମୁଦ୍ର ବାଲିରୁ ଧୀବରଙ୍କ ଦ୍ୱାରା ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ଏହାର ଲମ୍ବ ୫ ଫୁଟ ଏବଂ ବୟସ ୧ ବର୍ଷ...

ନୀଳଗିରିକୁ ପଶିଲେ ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼,୧୬ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିକୁ ସୋମବାର ଭୋର୍‌ରୁ ୪୨ ଝାଡ଼ଖଣ୍ଡୀ ହାତୀପଲ ନୀଳଗିରିକୁ ପ୍ରବେଶ କରିଛନ୍ତି। ୨୦୧୦ ମସିହାରୁ ହାତୀପଲ ନୀଳଗିରିକୁ ଜଙ୍ଗଲ ଚିରାଚରିତ ଢଙ୍ଗରେ ପ୍ରତିବର୍ଷ ଭଳି ଏବର୍ଷ ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା...

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri