ବାଲେଶ୍ୱର

ପୁଣି ଆକାଶରେ ଶୁଭିଲା ପ୍ରଚଣ୍ଡ ଶବ୍ଦ: ଲୋକେ ଭୟଭୀତ

ବାଲେଶ୍ୱର/ଭଦ୍ରକ,୭।୬: ବାଲେଶ୍ୱର ଓ ଭଦ୍ରକ ଜିଲାରେ ପୁଣି ଶୁକ୍ରବାର ସକାଳୁ ହଠାତ୍‌ ପ୍ରଚଣ୍ଡ ଶବ୍ଦ ଶୁଭିଛି। ପ୍ରଚଣ୍ଡ ଶବ୍ଦ ପରେ ଥରି ଉଠିଛି ଆଖପାଖ ଅଞ୍ଚଳ। ଏହି ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି। ଏହାପୂର୍ବରୁ ଗୁରୁବାର ମଧ୍ୟ...

ବାଲେଶ୍ବର, ଭଦ୍ରକରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ

ଭୁବନେଶ୍ୱର,୬।୬: ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ। ୧ ମିନିଟ୍‌ରେ ୨ରୁ ୩ ଥର ପ୍ରଚଣ୍ଡ ଶବ୍ଦ ଶୁଭିଛି। ଯାହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ପ୍ରଚଣ୍ଡ ଶବ୍ଦ କେଉଁଠାରୁ ଶୁଭିଲା ସେନେଇ କୌଣସି ସୂଚନା...

ଓଲଟିଲା ଚିପ୍ସ ବୋଝେଇ ଡମ୍ପର: ଚାଲିଗଲା ୨ ଜୀବନ

ଜଳେଶ୍ୱର,୫।୬: ଜଳେଶ୍ୱର ବ୍ଲକ ଅଧିନ ଆମ୍ବଳିଅଠା ନିକଟ ସୋଲପଟା ରାସ୍ତା କଡରେ ଥିବା ଏକ ଘର ଉପରେ ମେଟାଲ ବୋଝେଇ ଡମ୍ପର ଓଲଟି ଯାଇଥିଲା। ଘର ଭିତରେ ଶୋଇଥିବା ସୁଧୀର ଜେନା (୫୬) ଓ ସ୍ତ୍ରୀ ଗୀତାରାଣୀ ଜେନା(୫୩) ମେଟାଲ...

ବାଲେଶ୍ୱରରେ ପ୍ରତାପ ଷଡଙ୍ଗୀ ଆଗୁଆ, ପଛରେ ପଡିଲେ ଶ୍ରୀକାନ୍ତ-ଲେଖାଶ୍ରୀ

ଭୁବନେଶ୍ୱର,୪।୬: ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଭାଜପା ଆଗରେ ଥିବା ବେଳେ ପଛରେ ପଡି ଯାଇଛି ବିଜେଡି ଓ କଂଗ୍ରେସ। ସେହିପରି ବାଲେଶ୍ୱରରେ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ଆଗରେ ଥିବା ବେଳେ...

ବାପାଙ୍କ ଚିତ୍କାର ଶୁଣି ଫେରିଗଲା ହାତୀ:ମରଣ ମୁହଁରୁ ବଞ୍ଚିଗଲେ ଝିଅ

ନୀଳଗିରି, ୪।୬(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିର ବ୍ଲକ କୁଲଡ଼ିହା ଅଭୟାରଣ୍ୟ ପାଦଦେଶ କେସିପୁର ପଞ୍ଚାୟତ ଅଧୀନ ଟୁଲୁଙ୍କଡ଼ାବ ଗାଁର ଏକ ନାବାଳିକା ମରଣମୁହଁରୁ ରକ୍ଷା ପାଇଯାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ପଶିଆସିଥିବା ଏକ ହାତୀ ଝିଅଟିକୁ ଦଳି ଦେବାକୁ...

ବର୍ଷକ ପରେ ବାହାନଗା

ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଟ୍ରାଜେଡିକୁ ବର୍ଷେ ପୂରିଛି। ୨୦୨୩ ଜୁନ୍‌ ୨ ତାରିଖ ଶୁକ୍ରବାର ଅପରାହ୍ନ ୫ଟା ୪୦ ମିନିଟ୍‌। ଏହି ସମୟରେ ଘଟିଥିଲା ଭୟଙ୍କର ରେଳ ଦୁର୍ଘଟଣା। ସ୍ତବ୍ଧ ହୋଇ ଯାଇଥିଲା ସାରା ଭାରତ। ସେହି କାଳ...

ଭୋଟ୍‌ ଦେବାକୁ ଆସିଲେନି ୨୦୦ ଭୋଟର

ସିମୁଳିଆ,୧ା୬(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଡ଼ା ପଞ୍ଚାୟତର ଦକ୍ଷିଣଅଡ଼ା ମହିଁଷାମୁଣ୍ଡା ଆଦିବାସୀ ସାହିର ୨ଶହ ଭୋଟର ଭୋଟ୍‌ ବର୍ଜନ କରିଛନ୍ତି। ଗାଁରେ ବିଜୁଳି, ପାଣି ଓ ସଡ଼କ ବ୍ୟବସ୍ଥା ନ ଥିବାରୁ ଭୋଟରମାନେ ଭୋଟ୍‌ ଦେବାକୁ ଆସି...

ମିଶନ ଶକ୍ତି ଅଫିସରୁ ଟଙ୍କା ଜବତ, ଜଣେ ମହିଳା ଅଟକ

ବାଲେଶ୍ୱର, ୧।୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାର୍ଯ୍ୟାଳୟରେ ସଭାପତି ଓ ଉପସଭାପତି ଶୁକ୍ରବାର ସନ୍ଧ୍ୟାରେ ଟଙ୍କା ବାଣ୍ଟୁଥିବା ବେଳେ ଧରାପଡ଼ିଛନ୍ତି। ସ୍ଥାନୀୟ ଲୋକେ ଖବରପାଇ ସେଠାରେ ପହଞ୍ଚିଥିଲେ। ସେମାନଙ୍କୁ ଅଟକ ରଖି...

ପ୍ରଚାର ଶେଷ ପରେ ପ୍ରାର୍ଥୀଙ୍କୁ ଅଟକାଇଲେ ଗ୍ରାମବାସୀ

ବାଲିଆପାଳ(ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ), ୧ା୬: ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀରେ ଭୋଟ ପୂର୍ବରୁ ଉତ୍ତେଜନା ସୃଷ୍ଟି ହୋଇଛି। ପ୍ରଚାର ଶେଷ ପରେ ଭାଜପା ବିଧାୟକ ପ୍ରାର୍ଥୀ ରବୀନ୍ଦ୍ର ନାଥ ଅଣ୍ଡିଆ ଟଙ୍କା ଓ ମଦ ବାଣ୍ଟୁଥିବା ଅଭିଯୋଗ ହୋଇଛି।...

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲାର ସୋରକୁ ନିର୍ବାଚନୀ ପ୍ରଚାରରେ...

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ...

ନିର୍ବାଚନ ପରେ ଭାଜପା-ବିଜେଡି ପୁଣି ଏକାଠି ହୋଇଯିବେ: ଖାର୍ଗେ

ବାଲେଶ୍ୱର, ୩୦।୫(ମାନସ ବିଶ୍ୱାଳ)ଭାଜପା ଯାହା ଚାହୁଁଛି ବିଜେଡି ତାକୁ ସମର୍ଥନ କରୁଛି। ଏବେ ପରସ୍ପର ଅଲଗା ଅଲଗା ଅଛନ୍ତି। ମାତ୍ର ନିର୍ବାଚନ ପରେ ପୁଣି ଭାଜପା-ବିଜେଡି ଏକାଠି ହୋଇଯିବେ ବୋଲି ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri