ବାଲେଶ୍ୱର

ନୀଳଗିରି କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସିଲ୍‌

ସଜନାଗଡ଼,୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ନୀଳଗିରିରେ ଥିବା ଗୋଷ୍ଠୀ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ନୀଳଗିରି ପ୍ରଶାସନ ପକ୍ଷରୁ...

ନାମକୁ ମାତ୍ର ବାୟୋମେଡିକାଲ ୱେଷ୍ଟେଜ୍‌ ପ୍ରକଳ୍ପ

ବାଲେଶ୍ୱର ଅଫିସ, ୨।୮-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବାୟୋମେଡ଼ିକାଲ ହାଜାର୍ଡ଼ ୱେଷ୍ଟେଜ୍‌ ପ୍ରକଳ୍ପ ଦ୍ୱାରା ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ବେଳେ ରୋଗୀ ତଥା ଡାକ୍ତରଙ୍କ ଦ୍ୱାରା ବ୍ୟବହୃତ ସାମଗ୍ରୀ ଯାହାକି, ମାଟିରେ ମିଶିବ...

ରାତି ଅଧରେ ଚୋରକୁ ଧରିଲେ ଗ୍ରାମବାସୀ, ନିର୍ଧୂମ ଛେଚିଲା ପରେ କଲେ ଏମିତି

ବାହାନଗା,୩୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଅଟାସପୁର ଗ୍ରାମରେ ଜଣେ ଚୋରକୁ ଧରି ଗ୍ରାମବାସୀ ଶୁକ୍ରବାର ପୋଲିସ ଜିମା ଦେଇଛନ୍ତି। ଅଟାସପୁର ସ୍ଥିତ ମଦନାପୁର ଗ୍ରାମର ରମେଶ ଚନ୍ଦ୍ର ଦାସଙ୍କ ଘରୁ ଦୁଇଟି ସାଇକେଲ ଚୋରି ହୋଇଛି।...

ଲେମ୍ବୁ ଚାଷ ଦେଇଛି ଆତ୍ମସନ୍ତୋଷ

ସିମୁଳିଆ, ୩୧ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ ଅଧୀନ କଇଁଶୀ ଗ୍ରାମର ସୁରେନ୍ଦ୍ର ପ୍ରସାଦ ସେନାପତି(୬୫) ଲେମ୍ବୁଚାଷ କରି ବାର୍ଷିକ ୮୦ହଜାର ଟଙ୍କା ଆୟ କରୁଛନ୍ତି। ଏହି ଟଙ୍କାରେ ତାଙ୍କ ଖର୍ଚ୍ଚ ଉଠିଯାଉଥିବାରୁ ଆତ୍ମସନ୍ତୋଷ ମିଳୁଥିବା ସେ ପ୍ରକାଶ...

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଲା

ବାଲେଶ୍ୱର ଅଫିସ,୩୦ା୭: ଗୁରୁବାର ୨୦ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ବାଲେଶ୍ୱର ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୯୯ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୨୯ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର କରୋନାରେ ମୃତ୍ୟୁ...

ଅଧ୍ୟାପକ ହେବେ ଜିତେନ

ରେମୁଣା, ୩୦।୭(ଡି.ଏନ.ଏ.)- ୫୮୩ (୯୭.୧୬%) ମାର୍କ ରଖି ବାଲେଶ୍ୱର ଜିଲା ଟପ୍ପର ହୋଇଛନ୍ତି ରେମୁଣା ହାଇସ୍କୁଲର ଛାତ୍ର ଜିତେନ ମହାଳିକ। ରେମୁଣା ବ୍ଲକ ବଡ଼ପାଳ ଗାଁର ପ୍ରଭାକର ମହାଳିକ ଓ ରଞ୍ଜିତା ମହାଳିକଙ୍କ ପୁତ୍ର ଅଟନ୍ତି। ଚାଷୀ ପରିବାରର ହୋଇଥିଲେ...

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା ଜଳ ପରିମଳ ମିଶନ ତରଫରୁ ଜୁଲାଇ ୨୨ ତାରିଖରେ ଗ୍ରାମରେ ସୂଚନାଫଳକ ଲଗାଇ...

ବାଲେଶ୍ୱରରେ ୯୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୯ା୭: ବାଲେଶ୍ୱର ଜିଲାରେ ବୁଧବାର ୨୯ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୧୪ ରେ ପହଞ୍ଚିଛି। ସେଥିମଧ୍ୟରୁ ୬୬୬ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୪୨ ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କ...

ଦବିଲା ଇଂରେଜ ଅମଳର ପୋଲ

ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ ୬ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି ା ମୁଖ୍ୟ ରାସ୍ତାରେ ଏପରି...

କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ...

ଧସୁଛି ବନ୍ଧ, ଲୋକେ ଆତଙ୍କିତ

ବାଲେଶ୍ୱର ଅଫିସ, ୨୯।୭-ବୁଢ଼ାବଳଙ୍ଗରୁ ବାହାରିଥିବା ବାହାର୍ଦ୍ଦା ଶାଖା ନଈ ବାଲେଶ୍ୱର ଜିଲା ସଦର ବ୍ଲକ ଗୋପିନାଥପୁର ପଞ୍ଚାୟତ ବାହାର୍ଦ୍ଦା ଗ୍ରାମଦେଇ ବଙ୍ଗୋପସାଗରରେ ମିଶିଛି। ବାହାର୍ଦ୍ଦା ନଈରେ ସମୁଦ୍ର ଜୁଆର ପାଣି ପ୍ରବାହିତ ହେବା ଯୋଗୁ ୪ ଫୁଟରୁ ଅଧିକ ବନ୍ଧ...

ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି

ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ କରାଯାଇଛି। ପ୍ରଥମେ ଏକ ଶୋଭାଯାତ୍ରା ଖଇରା ବଜାର ପରିକ୍ରମା କରି ବ୍ଲକରେ ପହଞ୍ଚତ୍ଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri