ବାଲେଶ୍ୱର

ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା

ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ ୧୦.୩୬ ମିଟର ଥିବା ବେଳେ ଆସନ୍ତା ସକାଳ ସୁଦ୍ଧା ୧୧.୦ ମିଟର ହୋଇପାରେ...

ବ୍ୟାଙ୍କ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର ଟଙ୍କା

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ସୋଇପୁର ଗ୍ରାମରୁ ବନ୍ଧନ ବ୍ୟାଙ୍କର ଦୁଇ କର୍ମଚାରୀ ଋଣ ନେଇ ଥିବା ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କଠାରୁ ପ୍ରାୟ ୫୦ ହଜାର ଟଙ୍କା ଆଦାୟ କରି ଗୁରୁବାର ପୂର୍ବାହ୍ନରେ ଫେରୁଥିଲେ।...

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍‌ଟିଏଫ୍‌ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି । ଏସ୍‌ଟିଏଫ୍‌ ଟାର୍ଗେଟରେ ଜଳେଶ୍ବରର ଡ୍ରଗ୍ସ ମାଫିଆ। ଗୁରୁବାର ପୂର୍ବାହ୍ନରେ...

ଲଘୁଚାପ ବର୍ଷାରେ ବେହାଲ ନୀଳଗିରି

ସଜନାଗଡ,୨୭।୮(ଡି.ଏନ.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ବାଲେଶର ଜିଲା ନୀଳଗିରିରେ ଲଗାତର ବର୍ଷାରେ ସୋନନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ନଦୀ ପାର୍ଶ୍ୱ ଗାଁରେ ଲୋକମାନେ ଭୟଭୀତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଲଗାଣ ବର୍ଷାରେ ୭ଟି ପଞ୍ଚାୟତ ତଥା ନରଣପୁର...

ଜଳକା, ବୁଢ଼ାବଳଙ୍ଗ ନଦୀରେ ବନ୍ୟା: ସୁବର୍ଣ୍ଣରେଖାରେ ବଢ଼ୁଛି ଜଳସ୍ତର

ବାଲେଶ୍ୱର ଅଫିସ, ୨୭।୮: ବାଲେଶ୍ୱର ଜିଲାର ସମସ୍ତ ଛୋଟ ବଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜଳକା ଓ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆସିଥିବା ବେଳେ ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି। ଫଳରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ...

ଉତ୍ତର ଓଡ଼ିଶାରେ ବନ୍ୟା

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ...

୧୨ଟି ପଞ୍ଚାୟତର ଶହ ଶହ ଏକର ଚାଷ ଜମି ଜଳମଗ୍ନ

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବନ୍ୟା ସୃଷ୍ଟି ହୋଇଛି। ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ଫୁଲିବା ସହିତ ବିପଦ ସଙ୍କେତ ଟପିଛି। ମଥାନୀ ଠାରେ ନଦୀର ବିପଦ ସଙ୍କେତ ୫.୫୦ମିଟର...

ବସ୍ତା ହସ୍ପିଟାଲ ଭିତରେ ପଶିଲା ଦୂଷିତ ପାଣି

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବୁଧବାର ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ବସ୍ତା ହସ୍ପିଟାଲ ଭିତରେ ୨ଫୁଟର ପାଣି ପଶିଥିବା ଦେଖିବାକୁ ମିଳିଛି। ବସ୍ତା ହସ୍ପିଟାଲର ଆଉଟଡୋର, ଡାକ୍ତରଙ୍କ ଚାମ୍ବର, ଲେବରରୁମ୍‌, ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ‘ବ୍ଲୁ ଲେକ୍‌’

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କେପିଲାଖରାଜପୁର ପଞ୍ଚାୟତ କାଠଗୋଚ୍ଛି ଅଞ୍ଚଳରେ ଥିବା ମନୁଷ୍ୟକୃତ ‘ବ୍ଲୁ ଲେକ୍‌’ ପର୍ଯ୍ୟଟକଙ୍କ ଲାଗି ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ୪ ଏକର ଜମି ଉପରେ ସୃଷ୍ଟି ହୋଇଥିବା ବିଶାଳ କୃତ୍ରିମ ପୋଖରୀ, ଯାହାର...

ସ୍ବାସ୍ଥ୍ୟସେବା ନ ସୁଧାରିଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ସରକାରୀ ମେଡିକାଲ୍‌ କଲେଜ୍‌ ହସ୍ପିଟାଲ୍‌କୁ ଆସୁଥିବା ରୋଗୀମାନେ ଆବଶ୍ୟକ ଚିକିତ୍ସା ନ ପାଇ ମୃତ୍ୟୁବରଣ କରୁଥିବା ଅଭିଯୋଗ ପରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ସ୍ବତନ୍ତ୍ର ବୈଠକ ବସିଥିଲା। ଅନୁଷ୍ଠାନ ସମ୍ପାଦକ ନିରଞ୍ଜନ ରାଉତ ଅଧ୍ୟକ୍ଷତା...

ପେଟ୍ରୋଲପମ୍ପରେ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରି ଲୁଟିନେଲେ ଟଙ୍କା: କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ

ବାଲେଶ୍ୱର ଅଫିସ, ୨୫।୮: ବାଲେଶ୍ବର ଜିଲା ଚାନ୍ଦିପୁର ରାସ୍ତାରେ ଥିବା ଏକ ପେଟ୍ରୋଲପମ୍ପରେ ସୋମବାର ରାତିରେ ୩ ଦୁର୍ବୃତ୍ତ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରିଛନ୍ତି। ଏହା ସହ ଟଙ୍କା ଲୁଟି ନେଇଛନ୍ତି । ଏହି ଘଟଣାରେ ପେଟ୍ରୋଲପମ୍ପର କର୍ମଚାରୀଙ୍କ ସମ୍ପୃକ୍ତିଥିବା...

ବାଲେଶ୍ୱର ଉନ୍ନତି ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍‌ମ୍ୟାପ୍‌: ୫୦କୋଟି ବ୍ୟୟରେ ହେବ ଅନ୍ତଃରାଷ୍ଟ୍ରୀୟ ମାଛ ମାର୍କେଟ୍‌

ବାଲେଶ୍ୱର ଅଫିସ, ୨୪।୮-ବାଲେଶ୍ୱର ଜିଲାବାସୀଙ୍କୁ ଆମତ୍ନିର୍ଭରଶୀଳ କରାଇବା ପାଇଁ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେତେକ କୁଟୀରଶିଳ୍ପ, ମାଛଚାଷ, ସହରର ଉନ୍ନତୀକରଣ, ଉନ୍ନତ ସ୍ବାସ୍ଥ୍ୟସେବା ଭଳି ବିଭିନ୍ନ ଦିଗକୁ ନେଇ ରୋଡ଼ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି। ଏନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri