ବାଲେଶ୍ୱର

ପ୍ରଥମ ଥର ପାଇଁ ଘରକୁ ଆଣିଥିଲେ ଗ୍ୟାସ ଟାଙ୍କି : ସଂଯୋଗ ସମୟରେ ହେଲା ବିସ୍ଫୋରଣ

ବାଲେଶ୍ୱର ଅଫିସ,୫।୮: ବାଲେଶ୍ବର ଜିଲା ରେମୁଣା ବ୍ଲକ ରସାଳପୁର ପଞ୍ଚାୟତ ଛେଳିଆପଦା ଗାଁରେ ଗ୍ୟାସ ଟାଙ୍କି ଫାଟି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସୌଦାମିନ ବେଜ୍‌। ଏଥିରେ ମଧ୍ୟ ଅନ୍ୟ ୨ଜଣ ଅଜୟ ଦାସ ଓ ସୁରେନ୍ଦ୍ର...

ବିଲରୁ ହଳଦିଆ କଇଁଛ ଉଦ୍ଧାର

ଖଇରା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ବରପଦା ଗ୍ରାମ ନିକଟସ୍ଥ ଧାନବିଲରୁ ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି। ପରେ ଏହାକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ପ୍ରଦୀପ କୁମାର ସାହୁ ମଙ୍ଗଳବାର...

ଲଘୁଚାପଜନିତ ବର୍ଷା, ଚାଷୀ ଆଶ୍ୱସ୍ତ

ବାଲେଶ୍ୱର ଅଫିସ, ୫।୮-ବାଲେଶ୍ୱର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଚାଷୀକୁଳ ଆଶ୍ୱସ୍ତ ହୋଇଛନ୍ତି। ଗତ ସୋମବାରଠାରୁ ଜିଲାରେ ମୋଟ୍‌ ୩୩୮ମି.ମି. ବର୍ଷା ହୋଇଥିବା ବେଳେ ହାରାହାରି ୨୮.୧୭ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ବାହାନଗା ବ୍ଲକରେ ସର୍ବାଧିକ ୮୫ମି.ମି. ବର୍ଷା ହୋଇଛି।...

ବଜ୍ରପାତ ନେଲା ୭ ଜୀବନ

ବାଲେଶ୍ୱର ଅଫିସ/ ରେମୁଣା/ସଜନାଗଡ/ ଚାନ୍ଦବାଲି/ଭଦ୍ରକ ଅଫିସ/କେନ୍ଦୁଝର, ୪। ୮(ଡି.ଏନ.ଏ./ସ୍ବ.ପ୍ର.) ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଅକାଳରେ ୭ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଭଉଣୀଭାଇ ଅଛନ୍ତି। ରାଖୀ ପୂର୍ଣ୍ଣିମା ଅବସରରେ ଏଭଳି ଦୁଃଖଦ ଘଟଣା...

ସୁବର୍ଣ୍ଣରେଖାରେ ବାଲିସଇରାତ ନିଲାମ ଲାଗି ସର୍ଭେ

ଜଳେଶ୍ୱର, ୪।୮(ସ୍ବ.ପ୍ର.)-ଉତ୍ତର ବାଲେଶ୍ୱରର ଜଳେଶ୍ୱର, ବସ୍ତା ଓ ବାଲିଆପାଳ ଅଞ୍ଚଳରେ ସୁବର୍ଣ୍ଣରେଖା ନଦୀର ନୂତନ ଭାବେ ସୃଷ୍ଟି ହୋଇଥିବା ବାଲିପଠାକୁ ନିଲାମ ଦେବା ଲାଗି ସର୍ଭେ ଆରମ୍ଭ ହୋଇଛି। ବାଲେଶ୍ୱର ଉପଜିଲାପାଳଙ୍କ ନିର୍ଦ୍ଦେଶରେ ରବିବାର ଏକ ୨୫ଜଣିଆ ଟିମ୍‌ ସୁବର୍ଣ୍ଣରେଖା...

ରାକ୍ଷୀରେ ଜଳିଲା ଭାଇ-ଭଉଣୀଙ୍କ ଜୁଇ

ସୋର,/ରେମୁଣା,୩।୮(ଡି.ଏନ.ଏ.)-ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘଟିଛି ଅଘଟଣ। ବଜ୍ରପାତ ଘଟିବାରୁ ଚାଲିଯାଇଛି ଭାଇ ଓ ସମ୍ପର୍କୀୟ ଭଉଣୀଙ୍କ ଜୀବନ। ସୋମବାର ବାଲେଶ୍ୱର ଜିଲା ରେମୁଣା ବ୍ଲକ ଖନ୍ତାପଡା ଥାନା ବରୁଣସିଂ ପଞ୍ଚାୟତ ଟିଣା ମଣ୍ଡଗାଁ ଗ୍ରାମରେ ଏପରି ହୃଦୟବିଦାରକ ଘଟଣା ଘଟିଛି।...

ନୀଳଗିରି କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସିଲ୍‌

ସଜନାଗଡ଼,୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ନୀଳଗିରିରେ ଥିବା ଗୋଷ୍ଠୀ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ନୀଳଗିରି ପ୍ରଶାସନ ପକ୍ଷରୁ...

ନାମକୁ ମାତ୍ର ବାୟୋମେଡିକାଲ ୱେଷ୍ଟେଜ୍‌ ପ୍ରକଳ୍ପ

ବାଲେଶ୍ୱର ଅଫିସ, ୨।୮-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବାୟୋମେଡ଼ିକାଲ ହାଜାର୍ଡ଼ ୱେଷ୍ଟେଜ୍‌ ପ୍ରକଳ୍ପ ଦ୍ୱାରା ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ବେଳେ ରୋଗୀ ତଥା ଡାକ୍ତରଙ୍କ ଦ୍ୱାରା ବ୍ୟବହୃତ ସାମଗ୍ରୀ ଯାହାକି, ମାଟିରେ ମିଶିବ...

ରାତି ଅଧରେ ଚୋରକୁ ଧରିଲେ ଗ୍ରାମବାସୀ, ନିର୍ଧୂମ ଛେଚିଲା ପରେ କଲେ ଏମିତି

ବାହାନଗା,୩୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଅଟାସପୁର ଗ୍ରାମରେ ଜଣେ ଚୋରକୁ ଧରି ଗ୍ରାମବାସୀ ଶୁକ୍ରବାର ପୋଲିସ ଜିମା ଦେଇଛନ୍ତି। ଅଟାସପୁର ସ୍ଥିତ ମଦନାପୁର ଗ୍ରାମର ରମେଶ ଚନ୍ଦ୍ର ଦାସଙ୍କ ଘରୁ ଦୁଇଟି ସାଇକେଲ ଚୋରି ହୋଇଛି।...

ଲେମ୍ବୁ ଚାଷ ଦେଇଛି ଆତ୍ମସନ୍ତୋଷ

ସିମୁଳିଆ, ୩୧ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ ଅଧୀନ କଇଁଶୀ ଗ୍ରାମର ସୁରେନ୍ଦ୍ର ପ୍ରସାଦ ସେନାପତି(୬୫) ଲେମ୍ବୁଚାଷ କରି ବାର୍ଷିକ ୮୦ହଜାର ଟଙ୍କା ଆୟ କରୁଛନ୍ତି। ଏହି ଟଙ୍କାରେ ତାଙ୍କ ଖର୍ଚ୍ଚ ଉଠିଯାଉଥିବାରୁ ଆତ୍ମସନ୍ତୋଷ ମିଳୁଥିବା ସେ ପ୍ରକାଶ...

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଲା

ବାଲେଶ୍ୱର ଅଫିସ,୩୦ା୭: ଗୁରୁବାର ୨୦ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ବାଲେଶ୍ୱର ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୯୯ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୨୯ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର କରୋନାରେ ମୃତ୍ୟୁ...

ଅଧ୍ୟାପକ ହେବେ ଜିତେନ

ରେମୁଣା, ୩୦।୭(ଡି.ଏନ.ଏ.)- ୫୮୩ (୯୭.୧୬%) ମାର୍କ ରଖି ବାଲେଶ୍ୱର ଜିଲା ଟପ୍ପର ହୋଇଛନ୍ତି ରେମୁଣା ହାଇସ୍କୁଲର ଛାତ୍ର ଜିତେନ ମହାଳିକ। ରେମୁଣା ବ୍ଲକ ବଡ଼ପାଳ ଗାଁର ପ୍ରଭାକର ମହାଳିକ ଓ ରଞ୍ଜିତା ମହାଳିକଙ୍କ ପୁତ୍ର ଅଟନ୍ତି। ଚାଷୀ ପରିବାରର ହୋଇଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri