ବାଲେଶ୍ୱର

ବାଲେଶ୍ୱରରେ ୯୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୯ା୭: ବାଲେଶ୍ୱର ଜିଲାରେ ବୁଧବାର ୨୯ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୧୪ ରେ ପହଞ୍ଚିଛି। ସେଥିମଧ୍ୟରୁ ୬୬୬ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୪୨ ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କ...

ଦବିଲା ଇଂରେଜ ଅମଳର ପୋଲ

ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ ୬ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି ା ମୁଖ୍ୟ ରାସ୍ତାରେ ଏପରି...

କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ...

ଧସୁଛି ବନ୍ଧ, ଲୋକେ ଆତଙ୍କିତ

ବାଲେଶ୍ୱର ଅଫିସ, ୨୯।୭-ବୁଢ଼ାବଳଙ୍ଗରୁ ବାହାରିଥିବା ବାହାର୍ଦ୍ଦା ଶାଖା ନଈ ବାଲେଶ୍ୱର ଜିଲା ସଦର ବ୍ଲକ ଗୋପିନାଥପୁର ପଞ୍ଚାୟତ ବାହାର୍ଦ୍ଦା ଗ୍ରାମଦେଇ ବଙ୍ଗୋପସାଗରରେ ମିଶିଛି। ବାହାର୍ଦ୍ଦା ନଈରେ ସମୁଦ୍ର ଜୁଆର ପାଣି ପ୍ରବାହିତ ହେବା ଯୋଗୁ ୪ ଫୁଟରୁ ଅଧିକ ବନ୍ଧ...

ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି

ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ କରାଯାଇଛି। ପ୍ରଥମେ ଏକ ଶୋଭାଯାତ୍ରା ଖଇରା ବଜାର ପରିକ୍ରମା କରି ବ୍ଲକରେ ପହଞ୍ଚତ୍ଥିଲା।...

ଆସୁଛି ପାର୍ବଣ ଋତୁ: ଅନିଶ୍ଚିତତା ମଧ୍ୟରେ ମୂର୍ତ୍ତି କାରିଗର

ବାଲେଶ୍ୱର ଅଫିସ, ୨୬।୭: ଆସୁଛି ପାର୍ବଣ ଋତୁ। ପ୍ରଥମେ ଖୁଦୁରୁକୁଣୀ ପରେ ଗଣେଶ, ବିଶ୍ୱକର୍ମା, ଦୁର୍ଗାପୂଜା, ଗଜଲକ୍ଷ୍ମୀ, କାର୍ତ୍ତିକେଶ୍ୱର, ସରସ୍ବତୀ, ମନୀଷା ଦେବୀ, କାଳୀପୂଜା ଅନୁଷ୍ଠିତ ହେବ। ଏହି ସମୟକୁ ଅପେକ୍ଷା କରି ରହିଥାନ୍ତି ମୂର୍ତ୍ତି କାରଗିରମାନେ। ୩ ମାସ...

ସରଡିହାରେ ହାତୀପଲଙ୍କ ଉତ୍ପାତ

ବସ୍ତା, ୨୬ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ୪ଦିନ ପୂର୍ବରୁ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଗ୍ରାମରେ ହାତୀପଲ ଉତ୍ପାତ କରିବା ସହିତ ବ୍ୟାପକ ନଷ୍ଟ କରୁଥିବା ଦେଖିବାକୁ ମିଳିଥିଲା। ମୟୂରଭଞ୍ଜ ବନବିଭାଗ ପକ୍ଷରୁ ଘଉଡ଼ାଇ ଦିଆଯିବା ପରେ...

ଭୂତ ଖାଉଛି ପିଡିଏସ୍‌ ସାମଗ୍ରୀ

ସଜନାଗଡ଼,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକର ବିଭିନ୍ନ ପଞ୍ଚାୟତରେ ମୃତ ହିତାଧିକାରୀଙ୍କୁ ଜୀବିତ ଦର୍ଶାଇ ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ କରାଯାଇଛି। ବର୍ଷ ବର୍ଷ ଧରି ଅନେକ ଭୂତ ହିତାଧିକାରୀଙ୍କ ନାମରେ ପିଡିଏସ୍‌ ସାମଗ୍ରୀ ଉଠାଯାଇଛି। ଏବେ କରୋନା ସମୟରେ ରାଶନକାର୍ଡ ପିଛା...

ବେଆଇନ ଗୋରୁ ଚାଲାଣ: ୮ପିକ୍‌ଅପ୍‌ ଭ୍ୟାନ ଜବତ, ୧୧ ଗିରଫ

ରେମୁଣା,୨୩।୭(ଡି.ଏନ୍‌.ଏ): ବାଲେଶ୍ୱର ଖନ୍ତପଡ଼ା ପୋଲିସକୁ ବଡ଼ ସଫଳତା। ବେଆଇନ ଚାଲାଣ ହେଉଥିବା ଗୋରୁଙ୍କୁ ଉଦ୍ଧାର କରିଛି ପୋଲିସ। ସୂଚନାଯୋଗ୍ୟ, ରେମାଣା ବ୍ଲକ୍‌ ଖନ୍ତପଡ଼ା ଥାନା ଅଧୀନ ସାହାସପୁରାରୁ ପଶ୍ଚିମବଙ୍ଗକୁ ୮ଟି ପିକ୍‌ଅପ୍‌ ଭ୍ୟାନରେ ଗୋରୁ ଚାଲାଣ ପାଇଁ ଯାଉଥିଲା। ସୂଚନା...

ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ ଏହି କ୍ଷେପଣାସ୍ତ୍ର ବ୍ୟବହାର କରାଯିବ। ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଏହି...

ସିଲ୍‌ ହେଲା ବସ୍ତା ହସ୍ପିଟାଲ

ବସ୍ତା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଅମର୍ଦା ପଞ୍ଚାୟତର ଜଣେ ବ୍ୟକ୍ତି କରୋନ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସୋମବାର ସନ୍ଧ୍ୟାରେ ସେ ଚିକିତ୍ସିତ ହୋଇ ଘରକୁ ଫେରୁଥିଲେ। ପୁନର୍ବାର ରାସ୍ତାରେ ଅସୁସ୍ଥ ହେବା ଯୋଗୁ ତାଙ୍କୁ ସ୍ଥାନୀୟ ବସ୍ତା...

ମାନ୍ୟତା ମିଳିଲେ ଗୁରୁତ୍ୱ ବଢ଼ିବ

ବାଲେଶ୍ୱର ଅଫିସ, ୨୧।୭: ପରିବେଶ ସନ୍ତୁଳନ ରକ୍ଷା ସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସରକାର ସମୁଦ୍ର ଉପକୂଳରେ ଜଙ୍ଗଲ ସୃଷ୍ଟି କରିବାକୁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ବିଶେଷ କରି ସମନ୍ବିତ ଉପକୂଳ ପରିଚାଳନା ପ୍ରକଳ୍ପ (ଇଣ୍ଟିଗ୍ରେଟେଡ୍‌ କୋଷ୍ଟାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri