ବାଲେଶ୍ୱର

ବଡଜୟୀପୁର ଗ୍ରାମରେ ଅଜଣା କୀଟ

ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ ଗୋପିଆସ୍ଥ ପଡିଆରେ ଥିବା ଗଛ ଗୁଡିର ପତ୍ର ଖାଇ ସଫା କରିଦେଉଥିବା ନେଇ...

ମହିଳାଙ୍କ ଉପରେ ଢାଳି ଦେଲେ ଗରମ ପେଜ

ଖଇରା, ୩ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶ୍ବଶୁର ଘର ଲୋକେ ସୋମବାର ଗରମ ପେଜ ଢାଳି ମାରିବାକୁ ଉଦ୍ୟମ କରିଥିଲେ। ଖଇରା ପୋଲିସ ପ୍ରାଥମିକ ତଦନ୍ତ କରି ମହିଳାଙ୍କ ଦିଅର, ଶାଶୁ ଓ ଖୁଡି ଶାଶୁଙ୍କୁ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ କରାଯାଇଛି ା ସଙ୍ଗଠନର ସଦସ୍ୟମାନେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ଖଇରା ଥାନା...

ପ୍ରମାଣ ପାଇ ବି ପୋଲିସ ଚୁପ୍‌

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନୟାଖଣ୍ଡି ଗ୍ରାମରେ ଜଣେ ଭଡାଟିଆ କମଳାକାନ୍ତ ଦାସଙ୍କ ଘରୁ ଚୋରି ହେବା ଏବଂ ଚୋରି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ସମସ୍ତ ପ୍ରମାଣ ପ୍ରଦାନ ପରେ ମଧ୍ୟ ଖଇରା ପୋଲିସ...

ଚିତ୍ର ମାଧ୍ୟମରେ କରୋନା ସଚେତନତା

ବସ୍ତା, ୩।୬(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା କବଳିତ ହୋଇଥିବା ବେଳେ ସଚେତନତା ପାଇଁ ବିଭିନ୍ନ ସ୍ତରରେ ପ୍ରଚେଷ୍ଟା ଜାରି ରହିଥିବା ଦେଖିବାକୁ ମିଳିଛି ା ଏହିଭଳି ଏକ ଭିନ୍ନ ଢଙ୍ଗରେ ସଚେତନତାର ବାର୍ତ୍ତା ଦେଇଛନ୍ତି ବସ୍ତା ବ୍ଲକର ଏକ ଜାଗୃତି...

ବାଲେଶ୍ୱରରେ ସୁଧୁରୁନି ବିଦ୍ୟୁତ୍‌ ସମସ୍ୟା

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାରେ ବିଦ୍ୟୁତ୍‌ ସମସ୍ୟା ଲାଗିରହିଥିବାରୁ ଏହାର ପ୍ରତିକାର ଲାଗି ବାଲେଶ୍ୱର ସିଭିଲ ସୋସାଇଟି ପକ୍ଷରୁ ଗତ ମେ’ ୨୭ରେ ୬ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଥିଲା। ସମସ୍ୟା ସମାଧାନ ଦିଗରେ ଗୁରୁତ୍ୱ ଦିଆ ନ ଗଲେ ଆନ୍ଦୋଳନ...

ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋ଼ଣ ଛାଡ଼ ଦାବି

ବାଲେଶ୍ୱର ଅଫିସ,୨।୬- ବାଲେଶ୍ୱର ଜିଲାରେ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦୀର୍ଘଦିନ ଧରି ଋଣ ପ୍ରଦାନ କରି ଆସୁଛନ୍ତି। ଉକ୍ତ ଋଣକୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଭିନ୍ନ ପ୍ରକାର ବ୍ୟବସାୟ କରି...

ପ୍ରତି ଓ୍ବାର୍ଡକୁ ସାନିଟାଇଜ୍‌ କରିବା ଲାଗି ପ୍ରୟାସ

ସଜନାଗଡ଼, ୨।୬(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଦେଶବାସୀ ଏକାଠି ହୋଇ ଲଢ଼େଇ ଜାରି ରଖିଛନ୍ତି। ଏବେ ଲକ୍‌ଡାଉନ୍‌ ୫.୦ ଚାଲିଥିବା ବେଳେ ସାଧାରଣ ଜୀବନଯାତ୍ରା ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଛି। ବାହାର ରାଜ୍ୟର କେତେକ ସ୍ଥାନରେ ଫସି ରହିଥିବା ଶ୍ରମିକଙ୍କୁ...

ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ

ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି...

ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ...

ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ

ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ...

ଭୋଗରାଇ ତହସିଲ ଆଗରେ ବିକ୍ଷୋଭ

ଭୋଗରାଇ, ୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତହସିଲ ସମ୍ମୁଖରେ ସୋମବାର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଓ ଭାଜପାର ମିଳିତ ସହଯୋଗରେ ଶତାଧିକ ମହିଳା ଏବଂ ପୁରୁଷ ସାମାଜିକ ଦୂରତା ରକ୍ଷା କରି ନୀରବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସମାଜସେବୀ ଦିଲ୍ଲୀପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri