ବାଲେଶ୍ୱର

ପୋଖରୀରେ ବୁଡ଼ି ନାବାଳିକାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ଇଚିଣ୍ଡା ବସ୍ତୀର ଜଣେ ନାବାଳିକା ଗୁରୁବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବଜରଙ୍ଗ ବେହେରାଙ୍କ ଝିଅ ବେବିନା(୧୦)। ସେ ତିଳୋପୋଷିସ୍ଥିତ ତାଙ୍କ ମାମୁ ଘର ଗାଁ ପୋଖରୀକୁ ଅନ୍ୟ ସାଙ୍ଗମାନଙ୍କ...

ଦୁର୍ଘଟଣାରେ ଆହତ ଯୁବକଙ୍କ ଜୀବନ ଗଲା

ଖଇରା, ୨୯ା୫(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଭାସ୍କରପୁର ଗ୍ରାମର ଜନ୍ମେଜୟ ପୁରୀ ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ବାଇକରେ ଶ୍ବଶୁର ଘର ଭଦ୍ରକ ଘଣ୍ଟେଶ୍ୱରରୁ ଫେରୁଥିବା ବେଳେ ରାଣୀତାଲ ଛକ ନିକଟରେ ଏକ...

ଏମଏନଆରଇଜିଏସ୍‌ କାମ ବେଳେ ଗଣ୍ଡଗୋଳ : ଠିକାଦାରଙ୍କୁ ଘେରିଲେ ଶ୍ରମିକ

ବାହାନଗା, ୨୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ରେ ନିର୍ମାଣ ହେଉଥିବା ରାସ୍ତା କାମ ବେଳେ ଦୁଇ ଶ୍ରମିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ କାମ ବନ୍ଦ ରହିଛି। ଫଳରେ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପଶିଲା ବର୍ଷା ପାଣି

ସଜନାଗଡ଼, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କାଣ୍ଡଗରଡ଼ିହି ପଞ୍ଚାୟତ ବାବା ପଞ୍ଚଲିଙ୍ଗେଶ୍ୱର ମହାବିଦ୍ୟାଳୟରେ ହୋଇଥିବା କ୍ୱାରଣ୍ଟାଇନ୍‌ କେନ୍ଦ୍ରରେ ଗୁରୁବାର ପୂର୍ବାହ୍ନରେ ବର୍ଷାପାଣି ପଶିଯିବାରୁ ସେଠାରେ ରହୁଥିବା ପ୍ରବାସୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏ ସମ୍ପର୍କରେ ପ୍ରବାସୀମାନେ କେନ୍ଦ୍ରର ନୋଡ଼ାଲ...

ବେଆଇନ ବିଲ୍‌ ଆଦାୟ ବିରୋଧରେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାର ବିଦ୍ୟୁତ୍‌ ସରବରାହ ପରିଚାଳନା ଦାୟିତ୍ୱରେ ଥିବା ନେସ୍କୋ ବିଦ୍ୟୁତ୍‌ ବିତରଣ ସଂସ୍ଥା ଉପଭୋକ୍ତାଙ୍କ ଠାରୁ ବିଦ୍ୟୁତ୍‌ ଶକ୍ତି ବ୍ୟବହାର ବାବଦରେ ଶୁଳ୍କ ବ୍ୟତୀତ ବିଭିନ୍ନ ଆଳରେ ଆଦାୟ କରି ଉପଭୋକ୍ତାମାନଙ୍କୁ ଦୀର୍ଘଦିନ ଧରି ଠକି...

ବଜ୍ରପାତରେ ଦୁଇଜଣଙ୍କ ଜୀବନଗଲା

ବାଲେଶ୍ୱର ଅଫିସ,୨୮ା୫: ବାଲେଶ୍ୱର ଜିଲାରେ ବଜ୍ରପାତ ଘଟି ଦୁଇଜଣଙ୍କ ଜୀବନ ଯାଇଛି। ଗୁରୁବାର ପୂର୍ବାହ୍ନରେ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହୋଇଥିଲା। ଫଳରେ ବାଲିଆପାଳର କେନ୍ଦୁଡିହା ଗ୍ରାମରେ ଏକ ଚିଙ୍ଗୁଡ଼ି ଘେରିରେ କାମ କରୁଥିବା ସମୟରେ...

କୃଷକଙ୍କ ସମସ୍ୟା ନେଇ ଦାବିପତ୍ର

ରେମୁଣା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ତହସିଲଦାରଙ୍କ ଜରିଆରେ ବୁଧବାର ଓଡ଼ିଶା କ୍ଷେତ ମଜଦୁର ୟୁନିୟନ୍‌ ପକ୍ଷରୁ ବିଭିନ୍ନ ପ୍ରକାରର ସମସ୍ୟାର ସମାଧାନ ତଥା ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ହେଲା କୃଷକ ସମସ୍ୟା ପ୍ରତି ଅବହେଳା...

ଆୟୁଷ ଡାକ୍ତରଙ୍କୁ ଅବହେଳା ଅଭିଯୋଗ: ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାରେ କାର୍ଯ୍ୟରତ ୪୨ ଆୟୁଷ ଡାକ୍ତରଙ୍କୁ ରାଜ୍ୟସରକାର ଅବହେଳା ପ୍ରଦର୍ଶନ କରିଥିବା ନେଇ ବୁଧବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କୁ ଆୟୁଷ ଡାକ୍ତର ସଂଘ ପକ୍ଷରୁ ଅଭିଯୋଗ ପତ୍ର ପ୍ରଦାନ...

କୃଷିଋଣ ଛାଡ, ପ୍ରବାସୀଙ୍କୁ ସହାୟତା ଦାବି

ଖଇରା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ତରଫରୁ କରୋନା ଓ ବାତ୍ୟା ଅମ୍ପନରେ କ୍ଷତିଗ୍ରସ୍ତ ପାଇଁ ୭ଦଫା ଦାବି ନେଇ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ...

ଅମ୍ଫନ୍‌ରେ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ : ରିପୋର୍ଟ ଦେଲା ପ୍ରଶାସନ

ଜଳେଶ୍ୱର,୨୭।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ମୋଟ ଚାଷ ହୋଇଥିବା ୮ହଜାର ହେକ୍ଟର ଜମି ମଧ୍ୟରୁ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି ବୋଲି ପ୍ରଶାସନ ପକ୍ଷରୁ ରିପୋର୍ଟ ଦିଆଯାଇଛି ା ଏହି ଆକଳନ ତ୍ରୁଟିପୂର୍ଣ୍ଣ ବୋଲି...

୪ ଜିଲାରେ ଅମ୍ଫନ ପ୍ରଭାବ: ବିଦ୍ୟୁତ୍‌ ବିଭାଗର ୬୨କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ଷତି

ବାଲେଶ୍ୱର ଅଫିସ,୨୭।୫-ମହାବାତ୍ୟା ଅମ୍ଫନ ଉତ୍ତରଓଡ଼ିଶାରେ ତାଣ୍ଡବ ରଚିଥିଲା। ଏଥିରେ ବିଦ୍ୟୁତ୍‌ ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଛି। ଗାଁଠାରୁ ସହର ପର୍ଯ୍ୟନ୍ତ ୩୩କେଭି, ୧୧କେଭି ଏବଂ ଏଲ୍‌ଟି ଲାଇନ୍‌ ଖୁଣ୍ଟି ଭାଙ୍ଗି ଯାଇଥିବା ବେଳେ ତାର ଛିଣ୍ଡି ତଳେ ପଡ଼ିଥିଲା। ଏଥିରେ...

ପ୍ରବାସୀଙ୍କୁ ବିଡିଓଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ: ବିଡିଓଙ୍କ ନିଲମ୍ବନ ଦାବିରେ ବ୍ଲକ ସମ୍ମୁଖରେ ବିକ୍ଷୋଭ

ଲଙ୍ଗଳେଶ୍ୱର, ୨୭।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା ଇତିମଧ୍ୟରେ ୧୩ ଦିନ ପୂରିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଏହାର ପ୍ରତିବାଦ କରି ମଙ୍ଗଳବାର ବାଲିଆପାଳ ସୂଚନା ଅଧିକାର ସଂଘ ନେତୃତ୍ୱରେ ବିଭିନ୍ନ ସାମାଜିକ ସଙ୍ଗଠନ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri