ବାଲେଶ୍ୱର

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା କାମ ସରୁନାହିଁ। ଫଳରେ ତେନ୍ତୁଳିଦା, ଦୁର୍ଗାଦେବୀ ଓ ପତ୍ରିପାଳ ପଞ୍ଚାୟତର ପାଖାପାଖି...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ ଏଯାବତ ଆଠ ପର୍ଯ୍ୟାୟ କରି ବିଜେଡି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍‌ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍‌...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର ଆବଶ୍ୟକ ପଡୁଛି। ପ୍ରକାଶ ଥାଉକି, ଗାଁରେ ରାସ୍ତା ନ ଥିବାରୁ ସାଧାରଣ ଲୋକେ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଛନ୍ତି।  ସୋର ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି ହାତୀ ସୋମବାର ବିଳମ୍ବିତ ରାତିରେ ନାଇକୁଡି ଗ୍ରାମରେ ପାଚିଲା ଧାନକ୍ଷେତରେ ପଶି ଫସଲ...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆ ବିଧାନସଭା କ୍ଷେତ୍ରରୁ ସୁବାସିନୀ ସାହୁଙ୍କ ନାମ ଘୋଷଣା କରିଛନ୍ତି...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଶିନିବାର ଡ୍ୟୁଟି ସାରି ଘରକୁ ସାଇକେଲରେ ଫେରୁଥିବା...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ମାତ୍ର ମତ୍ସ୍ୟଜୀବୀଙ୍କ କ୍ଷେତ୍ରରେ ସରକାର କିଛି ମୌଳିକ ସମସ୍ୟା ପ୍ରତି ଗୁରୁତ୍ୱ ଦେଇ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ଘୋଷଣା ବିଳମ୍ବକୁ ନେଇ ଝଡ଼ ସୃଷ୍ଟି ହୋଇଥିବା...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri