ବାଲେଶ୍ୱର

୨ ଚୋରି ମାମଲାରେ ୩ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିିଲା ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୋଳାଗଡ଼ିଆ ଅଞ୍ଚଳର ଜଣେ ମହିଳା ଶୁକ୍ରବାର ପୂର୍ବାହ୍ନରେ ଡାକ୍ତରଙ୍କ ପାଖକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଉଥିବା ବେଳେ ଏକୁଟିଆ ଦେଖି ଦୁଇଜଣ ଯୁବକ ତାଙ୍କଠାରୁ ୧୬ ଗ୍ରାନ୍‌ର ସୁନାଚେନ୍‌...

ଦେଶୀ ମଦ ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ତତ୍ତ୍ୱାବଧାନରେ ଜିଲା ଭ୍ରାମ୍ୟମାଣ ଅବକାରୀ ଇନ୍ସପେକ୍ଟର ଉଦେଲାଲ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଶୁକ୍ରବାର ଭୋର୍‌ ସମୟରେ ଆଇଟିଆଇ ଛକ ନିକଟରେ...

୩୦ ୟୁନିଟ୍‌ ରକ୍ତ ସଂଗ୍ରହ

ବାଲେଶ୍ୱର ଅଫିସ, ୯।୫- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବାଲେଶ୍ୱର ଜିଲା ସଭାପତି ତଥା ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବିଜୁ ଛାତ୍ର ଜନତା ଦଳର ଜିଲାସଭାପତି ସିମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ଜିଲା ମୁଖ୍ୟ...

ଅଫୁଟା ଗୋଳା ଗୋଟାଇ ବୃଦ୍ଧ ଗୁରୁତର

ବାହାନଗା, ୯ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବରିପଦା ପଞ୍ଚାୟତର ଅଟାସପୁର ସମୁଦ୍ରକୂଳ ବାଲିରୁ ଏକ ଅଫୁଟା ଗୋଳାକୁ ଗୋଟାଇ ଗ୍ରାମର ଜଣେ ବୃଦ୍ଧ ବ୍ୟକ୍ତି ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଅଟାସପୁର ଗ୍ରାମର...

ଆବଦ୍ଧାଞ୍ଚଳରେ ଦିଆଗଲା ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ

ଖଇରା,୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ପଞ୍ଚାୟତର କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରୁ ଜଣେ କଲିକତା ଫେରନ୍ତା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବାରିଙ୍ଗିଆ ସମେତ ଚକାପଦା, ମହିଁସାମୁଣ୍ଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଗ୍ରାମବାସୀଙ୍କ...

ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍‌ସୁଗାର: ଯୁବକ ଅଟକ

ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା ଓ ମାଛ ବିକ୍ରି କରିବା ଆଳରେ ପୁଡିଆ କରି ବ୍ରାଉନ୍‌ସୁଗାର କାରବାର ନଜରକୁ...

କରୋନା ସାଙ୍ଗକୁ ବର୍ଷା ମାଡ଼: ମଉଳିଗଲା ଚାଷୀଙ୍କ ଆଶା

ଖଇରା, ୮।୫(ଡି.ଏନ.ଏ.)-କରୋନା ସାଙ୍ଗକୁ ଏବେ ଦାଉ ସାଧୁଛି ବର୍ଷା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ଚାଷୀ। ବାଲେଶ୍ୱର ଜିଲା ଖଇରା ବ୍ଲକର ଗଗନଧୂଳି, ଡାଲଙ୍ଗ, ପଳସା ଓ ଅଚ୍ୟୁତପୁର ପଞ୍ଚାୟତରେ ଏହାର ପ୍ରଭାବ ପଡିଛି। ସରକାର କ୍ଷତିପୂରଣ ବ୍ୟବସ୍ଥା ନ...

ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର

ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ା ବୁଧବାର ସନ୍ଧ୍ୟାରେ ଜଳେଶ୍ୱର ବିଧାୟକ ଏକ ପ୍ରେସ୍‌ନୋଟ୍‌ ଜରିଆରେ...

କୁରୁଣ୍ଟା, ସାରୁଗାଁ, ସୁଣ୍ଢିରାରୁ ସ୍ବାବ ସଂଗ୍ରହ

ଖଇରା, ୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ବାଲେଶ୍ୱର ଓ ଖଇରା ମେଡିକାଲ ଟିମ୍‌ ତରଫରୁ ସ୍ବାବ ସଂଗ୍ରହ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରାଯାଇଛି। କରୁଣ୍ଟା ପଞ୍ଚାୟତର ବାରିଙ୍ଗିଆ ଗ୍ରାମରୁ ବୁଧବାର ଜଣେ ସଂକ୍ରମିତ...

ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତ୍ତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିବା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଅନୁଦାନ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲା ଗାୟତ୍ରୀ ଶକ୍ତିପୀଠ ତରଫରୁ ମହାମାରୀ କରୋନା ପୀଡ଼ିତଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ହଜାର ଟଙ୍କାର ଚେକ୍‌ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କୁ ପ୍ରଦାନ କରାଯାଇଛି। ଅଙ୍ଗାରଗଡ଼ିଆସ୍ଥିତ ଉକ୍ତ ଶକ୍ତିପୀଠର ଯୁବାବର୍ଗ...

ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ

ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍‌.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri