ବାଲେଶ୍ୱର

ନେଳିଆବାଗରେ କଣ୍ଟେନମେଣ୍ଟ ଅବଧି ଆଉ ୭ଦିନ ବଢିଲା

ବାଲେଶ୍ୱର ଅଫିସ,୨୬।୪-ବାଲେଶ୍ୱର ପୌରାଞ୍ଚଳର ନେଳିଆବାଗ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ତରଫରୁ ସଂକ୍ରମଣ ପ୍ରତିରୋଧ ଅଞ୍ଚଳ (କଣ୍ଟେନମେଣ୍ଟ ଜୋନ) ଭାବେ ଘୋଷଣା କରାଯାଇଥିଲା। ସେହି ଅଞ୍ଚଳରେ ଲୋକମାନଙ୍କ ଯିବା ଓ...

ଗ୍ରସେରି ଦୋକାନ ସିଲ୍‌ କଲେ ତହସିଲଦାର

ବାହାନଗା, ୨୬ା୪(ଡି.ଏନ.ଏ.)-ଶଟଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ବାଲେଶ୍ୱର ଜିଲା ବାହାନଗା ତହସିଲଦାର ଜିତେନ୍ଦ୍ର କର କଲ୍ୟାଣୀ ଗ୍ରାମରେ ଖୋଲାଯାଇଥିବା ଏକ ଗ୍ରସେରି ଦୋକାନକୁ ସିଲ୍‌ କରିଛନ୍ତି। ସରକାର ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ଘଣ୍ଟା ପାଇଁ ଶଟ୍‌ଡାଉନ୍‌ କରିଥିବା...

ଶଟଡାଉନରେ କଟକଣା କଡାକଡି: ବାଲେଶ୍ୱରରୁ ୫ଶହରୁ ଊର୍ଦ୍ଧ୍ୱ ସ୍ବାବ ସଂଗ୍ରହ

ବାଲେଶ୍ୱର ଅଫିସ, ୨୬।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ୨୬ତାରିଖ ରାତି ୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଶଟଡାଉନ୍‌ ଘୋଷଣା କରାଯାଇଛି। ଶନିବାର କିଛି ଜରୁରୀ ସେବା ବ୍ୟତୀତ ଜିଲାର ସମସ୍ତ ଅଫିସ, ଦୋକାନ ଏବଂ...

ବର୍ଜ୍ୟବସ୍ତୁରେ କରୋନା ଯୋଦ୍ଧା ଶହୀଦ ସ୍ମୃତିସ୍ତମ୍ଭ

ରୂପ୍‌ସା, ୨୬।୪(ଡି.ଏନ.ଏ.)-ସାରା ଦେଶ ଏବେ କରୋନା ପାଇଁ ଲକ୍‌ଡାଉନରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଥିବା ବେଳେ ସୁରକ୍ଷା ଦେବା ପାଇଁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ପ୍ରଶାସନିକ ଅଧିକାରୀ ଓ ସମାଜସେବୀ ଆଗେଇ ଆସିଛନ୍ତି।...

ଡାକ୍ତରଙ୍କୁ ଅସମ୍ମାନ, ୩ ଗିରଫ

ଖଇରା,୨୫ା୪(ଡି.ଏନ୍‌.ଏ.)-ବାଲେଶ୍ବର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କ ବିରୋଧରେ ଅସମ୍ମାନସୂଚକ ମନ୍ତବ୍ୟ ଦେବା ଅଭିଯୋଗରେ ଖଇରା ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ପୁରୁଷୋତ୍ତମପୁର ଗ୍ରାମର ଶଙ୍କର୍ଷଣ ସାହୁ ଓ ତାଙ୍କର ଦୁଇ ପୁଅ ଶ୍ରୀକାନ୍ତ...

୩୭ ସୀମାନ୍ତ ରାସ୍ତା ଉପରେ କଡ଼ା ନଜର

ଭୋଗରାଇ,୨୫।୪(ଡି.ଏନ.ଏ.)- ଓଡ଼ିଶାର କରୋନା ସଂକ୍ରମିତ ସଂଖ୍ୟା ଏକ ତୃତୀୟାଂଶ ପଶ୍ଚିମବଙ୍ଗରୁ ଲିଙ୍କ ହୋଇଥିବାର ପ୍ରକାଶ ପରେ ଗତ ଗୁରୁବାର ରାତି ୧୦ଟାରୁ ବାଲେଶ୍ୱର ଜିଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାରେ ଅଦ୍ୟାବଧି ୧୦ ଜଣଙ୍କୁ କରୋନା ପଜିଟିଭ୍‌ ବାହାରି ଥିବାରୁ...

ବଜ୍ରପାତରେ ଗଲା ୬ ଜୀବନ

ଖୁଣ୍ଟା/କୁଆମରା/କେନ୍ଦୁଝର/ରୂପ୍‌ସା,୨୪।୪(ଡି.ଏନ୍‌.ଏ./ସ୍ବ.ପ୍ର)-ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ତୋଫାନ ସାଙ୍ଗକୁ ବଜ୍ରପାତରେ ୬ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ...

ବାଲେଶ୍ୱରରେ କାଳବୈଶାଖୀ : ଘର ସହ ଭାଙ୍ଗିଲା ମୋବାଇଲ୍‌ ଟାଓ୍ବାର

ବାଲେଶ୍ୱର ଅଫିସ୍‌, ୨୪।୪-ବାଲେଶ୍ୱର ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ କୁଆପଥର ମାଡ଼ ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ପାଇଁ ଗରମରୁ ଆଶ୍ୱସ୍ତି ମିଳିଛି। ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ପବନ ଯୋଗୁ ଘର ଛପର ଉଡାଇ ନେଇଛି।...

ଆଶାକର୍ମୀଙ୍କୁ ମାଡ଼ମାରି ଜଣେ ଗିରଫ: ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲାପାଳ

ବାଲେଶ୍ୱର ଅଫିସ, ୨୪।୪: ବାଲେଶ୍ୱର ଜିଲା ବାରବାଟି ଗ୍ରାମର ଆଶାକର୍ମୀ ସୁଭଦ୍ରା ଭଞ୍ଜ ପ୍ରଶାସନ ପକ୍ଷରୁ ନେଳିଆବାଗ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସର୍ଭେ କାମରେ ନିୟୋଜିତ ଅଛନ୍ତି। ତେବେ ସୁଭଦ୍ରା ଗୁରୁବାର ଡ୍ୟୁଟିସାରି ଘରକୁ ଫେରୁଥିବା ବେଳେ କଣ୍ଟେନମେଣ୍ଟ ଅଞ୍ଚଳରୁ ଆସିଥିବାକୁ...

ବ୍ୟାଙ୍କରେ ଗଣ୍ଡଗୋଳ ନେଇ ଥାନାରେ ମାମଲା

ବାହାନଗା, ୨୪ା୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ କରି ଲୋକମାନଙ୍କୁ ଘରେ ରହିବା ପାଇଁ ନିବେଦନ କରୁଛନ୍ତି। ତେବେ ଆବଶ୍ୟକ ନ ଥିଲେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଉଛି। ବିଭିନ୍ନ...

ବସ୍ତାରେ ଚାଉଳ କମ୍‌ ରହୁଥିବା ନେଇ ଉଦ୍‌ବେଗ

ଖଇରା, ୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟି ସାମଗ୍ରୀ ବଣ୍ଟନ ଦାୟିତ୍ୱରେ ଥିବା ସମସ୍ତ ଡିଲରଙ୍କ ଏକ ବୈଠକ ସୋମବାର ଖଇରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏଥିରେ ପୌରୋହିତ୍ୟ...

ରିଲିଫ୍‌ ପାଣ୍ଠିକୁ ସହାୟତା

ସୋର, ୨୪ା୪(ଡି.ଏନ୍‌.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର ଦାସଙ୍କ ଜରିଆରେ ପ୍ରଦାନ କରାଯାଇଛି। ଗୁରୁବାର ମଧ୍ୟାହ୍ନରେ ମହାସଂଘର ସଭାପତି ଉପେନ୍ଦ୍ର ଜେନା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri