ବାଲେଶ୍ୱର

ଆକାଂକ୍ଷା ପକ୍ଷରୁ ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସବଡିଭିଜନରେ ବିଦ୍ୟୁତ ପରିଚାଳନା ଦାୟିତ୍ୱରେ ଥିବା ଆକାଂକ୍ଷା ପାୱାର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଆକାଂକ୍ଷାର ପରିଚାଳନା ନିର୍ଦ୍ଦେଶକ ବିପିନ ଦାସ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌-୧୯ରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ...

ସ୍କର୍ପିଓରେ ଦେଶୀ ମଦ ଚାଲାଣ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକ ରବିବାର ରାତି ୧୦ଟାରେ ସଦର ଥାନା ତାମୁଳିଆ ଓଭରବ୍ରିଜ୍‌ ନିକଟରେ ଚଢ଼ାଉ କରିଥିଲେ। ଏକ ସ୍କର୍ପିଓ ୧ହଜାର ଲିଟର ମଦ...

ମାସ୍କ, ସାବୁନ ବାଣ୍ଟିଲେ ପୂର୍ବତନ ମନ୍ତ୍ରୀ

ଖଇରା,୨୧।୪(ଡି.ଏନ.ଏ.)-ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ପଦ୍ମଲୋଚନ ପଣ୍ଡା ଓ ତାଙ୍କ ପୁତ୍ର ତଥା ସତ୍ୟସାଇ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡ ବେଣୁମାଧବ ପଣ୍ଡା ଶନିବାର ଖଇରା ବ୍ଲକର ସୁଣ୍ଢିରା, ମହତୀପୁର, ଗୋବିନ୍ଦପୁର, ସାରୁଗାଁ ,ପଳସା ତଥା...

ରିଲିଫ୍‌ ଫଣ୍ଡକୁ ସହାୟତା

ରେମୁଣା, ୨୧।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବରୁଣସିଂ ପଞ୍ଚାୟତ ଅଧୀନ ମାଳ ଗ୍ରାମ ନିକଟସ୍ଥ ରସିକପୁର ଗ୍ରାମର କେତେକ ଅନୁଷ୍ଠାନପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ସେମାନେ ମିଳିମିଶି ୨୧୦୦ ଟଙ୍କା ତହସିଲଦାରଙ୍କ...

ଅସହାୟ ଅବସ୍ଥାରେ ୯ ପରିବାର

ଖଇରା,୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁର ଅଙ୍ଗନୱାଡି କେନ୍ଦ୍ର ଅଧୀନରେ ୯ ପରିବାର ଖାଦ୍ୟ ନ ପାଇ ଅସହାୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କ ପାଖରେ ପ୍ରଶାସନ ପହଞ୍ଚିନାହିଁ। ସେମାନଙ୍କ ପାଇଁ ରନ୍ଧାଖାଦ୍ୟ ବ୍ୟବସ୍ଥା କରିବାକୁ ଗ୍ରାମବାସୀ...

ଜୀବନବିନ୍ଦୁରେ ୭୦ୟୁନିଟ୍‌ ରକ୍ତ ସଂଗ୍ରହ

ଖଇରା,୨୧।୪(ଡି.ଏନ.ଏ.)-ବିଜେଡି ପକ୍ଷରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ହାଇସ୍କୁଲ ପରିସରରେ ସୋମବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରିଥିଲେ। ରକ୍ତ ଭଣ୍ଡାରରେ ରକ୍ତ ଅଭାବ...

ଉଦାସ ଆଶ୍ରମ ପକ୍ଷରୁ ରନ୍ଧା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ ସମୟରେ ବାଲେଶ୍ୱରସ୍ଥିତ ହଳଦୀପଦା ଏବଂ ରୂପସାର ବିଭିନ୍ନ ସ୍ଥାନରେ ଯାଜପୁର ଜିଲା ସୋଲର ଛତିଆସ୍ଥିତ ଉଦାମ ଆଶ୍ରମ ପକ୍ଷରୁ ରବିବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ଉଦାସ ଆଶ୍ରମ ଅଧ୍ୟକ୍ଷ ବ୍ରହ୍ମଚାରୀ ରବୀନ୍ଦ୍ର ନାଥ...

ସାମାଜିକ ଦୂରତା, ସ୍ବଚ୍ଛତା ଅବଲମ୍ବନ ଜରୁରୀ

ବାଲେଶ୍ୱର ଅଫିସ, ୨୦।୪: ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ନଗର କଂଗ୍ରେସ କମିଟି ସଭାପତି ପଦ୍ମଲୋଚନ ଲେଙ୍କାଙ୍କ ନେତୃତ୍ୱରେ ଶନିବାର ମିର୍ଜାପୋଖରୀ ନିକଟବର୍ତ୍ତୀ ସାଇ ମନ୍ଦିର, ଗୋପାଳଗାଁ ଓ ମାଣିଖମ୍ବ, ସୁଏଲପୁର ଅନ୍ୟାନ୍ୟ ବସ୍ତିରେ ଶୁଖିଲା ଖାଦ୍ୟ ଓ ରାଶନ...

ଆରକେସିଏଟି ପକ୍ଷରୁ ରାଶନ ସାମଗ୍ରୀ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ୍‌ ପାଇଁ ଗରିବ ଦିନମଜୁରିଆ ପ୍ରଭାବିତ ହୋଇଛନ୍ତି। ଏଭଳି ଘଡ଼ିସନ୍ଧି ସମୟରେ ସହାୟତାର ହାତ ବଢ଼ାଇଛି ନୀଳଗିିରିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆରକେସିଏଟି। ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକ ସୁଶୀଲ କୁମାର ସିଂ ନୀଳଗିରି ଅଞ୍ଚଳର ୩୦ଜଣ ଗରିବ ପରିବାରକୁ...

ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ୩ଲକ୍ଷ ୩୦ହଜାର ଟଙ୍କା ସହାୟତା

ସିମୁଳିଆ, ୨୦।୪(ଡି. ଏନ.ଏ.): କରୋନା ସହାୟତା ପାଇଁ ବାଲେଶର ଜିଲା ସିମୁଳିଆ ବ୍ଲକର ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ଲକ୍ଷ ୩୦ହଜାର ଟଙ୍କାର ଚେକ୍‌ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରଦାନ...

କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳରେ ପହଞ୍ଚିଲେ ଉପଜିଲାପାଳ

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଶିଶୁକନ୍ୟା ଏବଂ ଜଣେ ଯୁବକ ଥିବା ଜିଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ରିଗିଡ଼ି...

ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ଜାଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri