ବାଲେଶ୍ୱର

ପଲ୍ଲିଶ୍ରୀ କେଶବ କବି କଳାକାର ସଂଘ ପକ୍ଷରୁ ୨୦ ହଜାର ଟଙ୍କା ସହାୟତା

ବାହାନଗା, ୨୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଅଞ୍ଚଳର ପଲ୍ଲିଶ୍ରୀ କେଶବ କବି କଳାକାର ସଂଘ ପକ୍ଷରୁ କରୋନା ସଂକ୍ରମଣର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫି୍‌ ଫଣ୍ଡକୁ ୨୦ହଜାର ଟଙ୍କା ସହାୟତା ଦିଆଯାଇଛି। ଏହି ସଂଘର ଖରାସାହାପୁର ଓ ଅଭଣା...

ସହଯୋଗର ହାତ ବଢାଇଲେ ଅଧିକାରୀ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ନୂଆଗାଁବଡ ଗ୍ରାମର ଭାରତୀୟ ଆୟକର ବିଭାଗର ଡେପୁଟି କମିଶନର ଆଶିଷ କୁମାର ପଣ୍ଡା ବର୍ତ୍ତମାନ ଦିଲ୍ଲୀରେ ଅବସ୍ଥାପିତ ଥିବା ବେଳେ କରୋନା ସମୟରେ ନିଜ ଅଞ୍ଚଳର ଅସହାୟଙ୍କ ପାଇଁ...

ପରପାରିରେ ଶତାୟୁ ପଣ୍ଡିତ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ଅଧୀନ ଫଗୁଣା ଗ୍ରାମର ଦିନବନ୍ଧୁ ଶତପଥୀ (୧୧୦)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ ଜଣେ ଏକେଶ୍ୱରବାଦୀ ତଥା ଜଗନ୍ନାଥଙ୍କର ପରମଭକ୍ତ ଥିଲେ। ଜଣେ ବିଦ୍ୱାନ ପଣ୍ଡିତ ଭାବେ ମଧ୍ୟ...

ସୁଣ୍ଢିରା, ପୂର୍ବପଡା ଗ୍ରାମରେ ମାସ୍କ ବଣ୍ଟନ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସୁଣ୍ଢିରା ପଞ୍ଚାୟତ ବାରପଡାସ୍ଥିତ ବାବା ଆଳଣ୍ଡଳେଶ୍ୱର ବୋଲବମ କମିଟି ପକ୍ଷରୁ ରବିବାର ସଚେତନତା କାର୍ଯ୍ୟକ୍ରମ ସହିତ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଓ ସରପଞ୍ଚ ସଞ୍ଜୟ କୁମାର...

୨ ବଖରା ଜଳିଗଲା

ବାହାନଗା, ୨୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତର ୮ନମ୍ବର ୱାର୍ଡରେ ଅଗ୍ନିକାଣ୍ଡ ଘଟି ନନ୍ଦକିଶୋର ପ୍ରଧାନଙ୍କର ୨ବଖରା ସମେତ ତାଙ୍କର ଏକ ଦୋକାନ ଘର ପୋଡିପାଉଁଶ ହୋଇଯାଇଛି। ନନ୍ଦକିଶୋରଙ୍କ ଘର ଉପର ଦେଇ ବିଦ୍ୟୁତ ତାର ଯାଇଥିବା ବେଳେ...

ରିଲିଫ ଫଣ୍ଡକୁ ଶିଳ୍ପପତି ଦେଲେ ୨ଲକ୍ଷ

ରୂପ୍‌ସା, ୨୦।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶ ଓ ରାଜ୍ୟରେ ବିଭିନ୍ନ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଓ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ବିଭିନ୍ନ ବର୍ଗର ଲୋକେ ସହାୟତାର ହାତ ବଢ଼ାଇଛନ୍ତି। ବାଲେଶ୍ୱର...

ସହାୟତା ଦେଲା ବରିଷ୍ଠ ନାଗରିକ ମଞ୍ଚ

ବାଲିଆପାଳ, ୨୦।୪(ସ୍ବ.ପ୍ର)-କରୋନା ମୁକାବିଲା ପାଇଁ ଲଙ୍ଗଳେଶ୍ୱର ଉତ୍କଳମଣି ବରିଷ୍ଠ ନାଗରିକ ମଞ୍ଚ ଲଙ୍ଗଳେଶ୍ୱର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ପରିଷଦର ଉପସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପୁରୁଷୋତ୍ତମ ସାହୁ, ସହସମ୍ପାଦକ ବିନୋଦ...

ରିଲିଫ ଫଣ୍ଡକୁ ୨ଲକ୍ଷ ସହାୟତା

ରୂପ୍‌ସା, ୨୦।୪(ଡି.ଏନ.ଏ.)-ସମଗ୍ର ଦେଶ ଓ ରାଜ୍ୟବ୍ୟାପୀ କରୋନା ମୁକାବିଲା ପାଇଁ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ବହୁ ବଦାନ୍ୟ ବ୍ୟକ୍ତି ସହାୟତାର ହାତ ବଢ଼ାଇଛନ୍ତି। ବାଲେଶ୍ୱର ଜିଲା ରୂପ୍‌ସା ଥାନା...

ଦିବ୍ୟାଙ୍ଗଙ୍କୁ ମାକ୍ସ ବଣ୍ଟନ

ବାଲିଆପାଳ, ୧୯।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ସଙ୍ଗଠନ ୟୁଥ୍‌ ଡେଭଲପମେଣ୍ଟ ପ୍ରୋଜେକ୍ଟ (ୱାଇଡ଼ିପି) ପକ୍ଷରୁ ଦିବ୍ୟାଙ୍ଗମାନଙ୍କୁ ଏହି ମହାମାରୀରୁ କିପରି ନିଜକୁ ସୁରକ୍ଷିତ ରଖିବେ ସେନେଇ ସଚେତନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବଣିଆଡ଼ିହା ପଞ୍ଚାୟତର ସଦାନନ୍ଦପୁର...

ଅଟୋରିକ୍ସା ଚାଳକଙ୍କୁ ସହାୟତା

ବାଲେଶ୍ୱର ଅଫିସ, ୧୯।୪-ଲକ୍‌ଡାଉନ ଯୋଗୁ ଦୈନନ୍ଦିନ ରୋଜଗାର କରି ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିମାନେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସହରର ବିଭିନ୍ନ ଛକ ସ୍ଥାନରେ ରହି ଦୈନନ୍ଦିନ ଯାତ୍ରୀ ପରିବହନ କରି ପରିବାର ପ୍ରତିପୋଷଣ କରୁଥିବା ୬୦୦...

ବାଲେଶ୍ୱର ସଂକ୍ରମିତଙ୍କ ସଂସ୍ପର୍ଶରେ ଜଣେ ସ୍ବାସ୍ଥ୍ୟକର୍ମୀ: ସାନିଟାଇଜ୍‌ ହେଲା ସନ୍ତରାଗଡ଼ିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ସଜନାଗଡ଼, ୧୯।୪(ଡି.ଏନ.ଏ.)-ଓଡ଼ିଶାର ୬୧ନଂ. କରୋନା ସଂକ୍ରମିତ ବାଲେଶ୍ୱର ସହରର ବୋଲି ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲା ପ୍ରଶାସନ ତତ୍ପର  ହୋଇଉଠିଛି। ଏହି ସମୟ ମଧ୍ୟରେ ସଂକ୍ରମିତ ବ୍ୟକ୍ତି କେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହାର ତଥ୍ୟ ସଂଗ୍ରହ କରାଯାଉଛି।...

କରୋନାକୁ ନେଇ ଗୁଜବ: ଜଣେ ଗିରଫ

ବାରିପଦା ଅଫିସ, ୧୯ା୪- ମୟୂରଭଞ୍ଜ ଜିଲା ବାରିପଦା ସହରର ୧୭ ନମ୍ବର ୱାର୍ଡ଼ରେ କରୋନା ହୋଇଥିବା ନେଇ ଫେସବୁକ୍‌ରେ ଗୁଜବ କରି ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ସେହି ୱାର୍ଡ଼ ବଳରାମପୁରର ଶରାଫତ ଟୁଲ୍ଲା। ପୋଲିସ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri