ବାଲେଶ୍ୱର

ଏସ୍‌ଇଏମ୍‌ଙ୍କୁ ବାନ୍ଧିଲେ ଗ୍ରାମବାସୀ

ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ କେସିପୁର ପଞ୍ଚାୟତର ଭାଲିଆପୁଷି ଗ୍ରାମରେ ଅଚଳ ନଳକୂପକୁ ତୁରନ୍ତ ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଗୁରୁବାର ଏହାକୁ ମରାମତି କରିବାକୁ ଯାଇଥିବା ପଞ୍ଚାୟତସ୍ତରୀୟ...

ଓଡ଼ିଆ ଅକ୍ଷରରେ କାର୍ଟୁନ ଶିକ୍ଷା

ବାଲେଶ୍ୱର ଅଫିସ, ୧୦।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ ରହିଛି। ଏହି ସମୟକୁ କିପରି ସଦୁପଯୋଗ କରାଯାଇପାରିବ ତାହାକୁ ନେଇ ବିଶିଷ୍ଟ ଶିଳ୍ପୀ କେଶୁ ଦାସ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ଓଡ଼ିଆ...

୨୦ରୁ ଊର୍ଦ୍ଧ୍ୱ ମଦଭାଟି ଭାଙ୍ଗିଲେ ଏସ୍‌ଏଚ୍‌ଜି

ଔପଦା, ୧୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡସାହି ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଶୀତବଣ ପାହାଡଘେରା ବେତେଇ ଗ୍ରାମ ଜଙ୍ଗଲରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ବେଆଇନ ମହୁଲି ମଦଭାଟିକୁ ସ୍ଥାନୀୟ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ ଓ ଗ୍ରାମବାସୀ ମିଳିତ ଭାବେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍‌ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା...

ଗ୍ରାମାଞ୍ଚଳରେ ୩୬୦, ସହରାଞ୍ଚଳରେ ୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁଦ୍ଧା ଜିଲାର ୩୬୦ଟି ପଞ୍ଚାୟତରେ ୩୬୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୯୬୬୩ ଏବଂ ୪ଟି ସହରାଞ୍ଚଳରେ ୯ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୩୩୭ଟି...

ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା, ୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ରକୁ ଛତୁଆ ଯୋଗାଇ ଆସୁଥିବା ମା’ ରାଉତରାଉତାଣୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା...

ରିଲିଫ ପାଣ୍ଠିକୁ ଦାନ କଲେ ଏସ୍‌ଏଚଜି

ବାଲେଶ୍ୱର ଅଫିସ, ୮।୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ବାଲେଶ୍ୱର ପୌରାଞ୍ଚଳ ସିଆଡ଼ି ମଙ୍ଗଳା ଏସ୍‌ଏଚ୍‌ଜି ତରଫରୁ ୧୦ହଜାର, ମଠବାଡ଼ି ଅଞ୍ଚଳର ମା’...

ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ

ଖଇରା,୮।୪(ଡି.ଏନ୍‌.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା...

ରୂପ୍‌ସାରେ ରନ୍ଧାଖାଦ୍ୟ ବଣ୍ଟନ

ରୂପ୍‌ସା,୮।୪(ଡି.ଏନ.ଏ.)-ସାରା ଦେଶ ଲକଡାଉନ୍‌ ହେବା ପରେ ସାଧାରଣ ଜନଜୀବନ ଏକପ୍ରକାର ଠପ୍‌ ହୋଇଯାଇଛି। ଦିନମଜୁରିଆ, ଅସହାୟ ବୃଦ୍ଧାବୃଦ୍ଧ, ରୂପ୍‌ସା ରେଳ ଷ୍ଟେଶନରେ ଅଟକି ରହିଥିବା ଯାତ୍ରୀ, ହାଟଚାଳିରେ ରହୁଥିବା ନିରାଶ୍ରୟ ଓ ପିଡବ୍ଲ୍ୟୁଆଇ ଅଫିସ ନିକଟରେ ରହୁଥିବା ଅସହାୟମାନେ ଖାଦ୍ୟ...

ଦୋକାନୀଙ୍କୁ ତାଗିଦ୍‌, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ

ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି।...

କରୋନା ମୁକାବିଲା: ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫ ଲକ୍ଷ ଦେଲେ ନୀଳଗିରି ବିଧାୟକ

ସଜନାଗଡ଼, ୭।୪( ଡି.ଏନ୍‌.ଏ): ମହାମାରୀ କରୋନା ମୁକାବିଲା ଲାଗି ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ.ସୁକାନ୍ତ କୁମାର ନାୟକ ୩ ସ୍ବାସ୍ଥ୍ୟ କେନ୍ଦ୍ରକୁ ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ନୀଳଗିରି ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ ଲକ୍ଷ...

ଭାଜପା ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୭।୪-ଦେଶ କରୋନା ଭଳି ଭୟଙ୍କର ମହାମାରୀ ସହ ଲଢୁଥିବା ବେଳେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ପରାମର୍ଶରେ ଭାଜପା ଯୁବମୋର୍ଚ୍ଚା ତରଫରୁ ବାମପଦାରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri