ବାଲେଶ୍ୱର

ଭୋକିଲା ପେଟକୁ ଦାନା

ବାଲେଶ୍ୱର ଅଫିସ,୩।୪- ଲକ୍‌ଡାଉନ୍‌ ଯୋଗୁ ବାଲେଶ୍ୱର ଜିଲାର ସମସ୍ତ ଦୋକାନବଜାର, ହୋଟେଲ ବନ୍ଦ ରହିଥିବାରୁ ଅସହାୟ, ଭିକାରୀ, ଗୋରୁ,ବୁଲାକୁକୁର ଓ ଅନ୍ୟ ପ୍ରାଣୀମାନେ ଭୋକିଲା ରହୁଛନ୍ତି। ସହରର ‘ଦି ନ୍ୟୁ ହୋପ’ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେମାନଙ୍କୁ ଖାଦ୍ୟ ଯୋଗାଇବାରେ ସହାୟକ...

କୋଭିଡ-୧୯ ମୁକାବିଲା: ନିଜର ଏକ ମାସର ଦରମା ପ୍ରଦାନ କଲେ ନୀଳଗିରି ବିଧାୟକ

ସଜନାଗଡ଼,୩।୪(ଡି.ଏନ୍‌.ଏ.): କରୋନା ମହାମାରୀ ସହ ମୁକାବିଲା ଲାଗି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ସହାୟତାର ସୁଅ ଛୁଟୁଛି। ଏହି କ୍ରମରେ ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ କୋଭିଡ-୧୯ ମହାମାରୀ ପାଣ୍ଠିକୁ ନିଜର ଏକ ମାସର...

ସାବୁନ ବାଣ୍ଟିଲେ ମହିଳା ଗ୍ରୁପ

ବାହାନଗା, ୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ବ୍ରହ୍ମପୁର ଗ୍ରାମରେ ଥିବା ମହାଲକ୍ଷ୍ମୀ ମହିଳା ଏସଏଚ୍‌ଜି ଦ୍ୱାରା କରୋନା ସତର୍କତା ନିମନ୍ତେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ ପକ୍ଷରୁ ଗ୍ରାମର ମହିଳା ପୁରୁଷମାନଙ୍କୁ...

ହାତବାନ୍ଧି ବସିଛନ୍ତି ପାନଚାଷୀ

ଭୋଗରାଇ, ୩ା୪(ଡି.ଏନ.ଏ.) – କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଏବେ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। ଏହାର ପ୍ରତିକୂଳ ପ୍ରଭାବ ପାନ ଚାଷ ଉପରେ ପଡିଛି। ଏହି ଚାଷ ଉପରେ ନିର୍ଭର କରୁଥିବା ବାଲେଶ୍ୱର ଜିଲା ଭୋଗରାଇ ଓ...

ବରିଷ୍ଠ ନାଗରିକ ମଞ୍ଚର ଆର୍ଥିକ ସହାୟତା

ଖଇରା, ୩।୪(ଡି.ଏନ.ଏ.)-ଖଇରା ବରିଷ୍ଠ ନାଗରିକ ମଞ୍ଚ ଓ କୁପାରୀ ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଢିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍ନରେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଶରତ କୁମାର ବିଶ୍ୱାଳ, ସମ୍ପାଦକ ମୁକ୍ତିକାନ୍ତ...

ଖାଦ୍ୟ ବାଣ୍ଟିଲେ ଖଇରା ଥାନା ଆଇଆଇସି

ଖଇରା, ୩।୪(ଡି.ଏନ.ଏ.)-ଖଇରା ଥାନା ଆଇଆଇସି ସୁବ୍ରତ ବେହେରା ଗୁରୁବାର ବିଭିନ୍ନ ଗ୍ରାମକୁ ଯାଇ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି ା ନନ୍ଦୁର ଗ୍ରମ ଆଦିବାସୀ ସାହି ଓ ଗୋଳିହା ମାଧବ ଆଦିବାସୀ ସାହିକୁ ଯାଇ ଶତାଧିକ ଲୋକଙ୍କୁ ଖାଦ୍ୟ...

ମୁଖ୍ୟ ଡାକ୍ତରଖାନାରୁ ଆରମ୍ଭ ହେଲା ବିଶୋଧନ

ବାଲେଶ୍ୱର ଅଫିସ, ୨।୪-କରୋନା ଭୂତାଣୁ ସହ ମୁକାବିଲା କରିବା ପାଇଁ ପୋଲିସ ପ୍ରଶାସନ ଅଗ୍ନିଶମ ବିଭାଗ ସହ ମିଶି ବାଲେଶ୍ୱର ଜିଲାର ସହରଗୁଡ଼ିକୁ ବିଶୋଧନ କରିବା ପାଇଁ ଯୋଜନା କରାଯାଇଛି। ସହରରେ ଥିବା ଡାକ୍ତରଖାନା, ବ୍ୟାଙ୍କ, ଦୈନଦିନ ବଜାର, ମୁଖ୍ୟରାସ୍ତା...

ମଦ ଜବତ କଲେ ଖଇରା ତହସିଲଦାର

ଖଇରା, ୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଅଞ୍ଚଳରେ ଲକ୍‌ଡାଉନ କଟକଣା ଯେତେ ବଢୁଛି ସମାନ୍ତରାଳ ଭାବେ ମଦ ବିକ୍ରି ମଧ୍ୟ ସେହିଭଳି ଭାବେ ବଢି ଚାଲିଛି। ମଙ୍ଗଳବାର ସନ୍ଧ୍ୟାରେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ଗଣ୍ଡିବେଡ ମାଛ ହାଟ...

ନୀଳଗିରି ଏନ୍‌ଏସି ତରଫରୁ ବିଶୋଧନ ହେଲା

ସଜନାଗଡ଼, ୨।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇଁ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ମଧ୍ୟାହ୍ନରୁ ନୀଳଗିରି ଜଗନ୍ନାଥ ମନ୍ଦିର ବଡ଼ଦାଣ୍ଡରୁ ଆରମ୍ଭ ହୋଇଥିଲା ଅଗ୍ନିସେବା...

ସଚେତନତା ବାର୍ତ୍ତା ମାଧ୍ୟମରେ ପାଳନ ହେଲା ଓଡ଼ିଶା ଦିବସ

ଖଇରା,୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଣିକ ସଂଘ ଓ ଏସଆର୍‌ ଗ୍ରୁପ ସମ୍ଭାବନାର ମିଳିତ ଆନୁକୂଲ୍ୟରେ ଓଡ଼ିଶା ଦିବସ କରୋନା ସଚେତନତା କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ା ସକାଳ ୭ଟାରେ ବଣିକ ସଂଘ ସଭାପତି ତଥା...

ଚାକିରି ପାଇଁ ରୋଗକୁ ଖାତିର ନାହିଁ

ବାଲେଶ୍ୱର ଅଫିସ, ୧।୪: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବାରମ୍ବାର ଗଣମାଧ୍ୟମରେ ସୂଚନା ଦିଆଯାଉଛି। ସାମାଜିକ ଦୂରତ୍ୱ ହିଁ ସଂକ୍ରମଣଠାରୁ ଦୂରେଇ ରହିବାର ଉପଯୁକ୍ତ ମାଧ୍ୟମ ବୋଲି କୁହାଯାଉଛି। ଏହାସତ୍ତ୍ୱେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ସୋର ବିଧାୟକ

ବାହାନଗା,୧ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩ମାସର ଦରମା ୧ ଲକ୍ଷ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri