ବାଲେଶ୍ୱର

ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯...

୭ ଡାକ୍ତରଖାନାକୁ ୬ ଡାକ୍ତର

ବାଲିଆପାଳ,୨୮।୨(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଆପାଳ ବ୍ଲକର ୩ଲକ୍ଷରୁ ଉର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରୁଥିବାବେଳେ ପଡ଼ୋଶୀ ଜଳେଶ୍ୱର ଏବଂ ବସ୍ତା ବ୍ଲକର କେତେକ ଲୋକ ମଧ୍ୟ ଏହା ଉପରେ ନିର୍ଭର କରିଆସୁଛନ୍ତି। ବାଲିଆପାଳ ବ୍ଲକରେ ଥିବା...

ହୋଟେଲରେ ନକଲି ବିଦେଶୀ ମଦ କାରଖାନା

ସୋର,୨୮।୨(ଡି.ଏନ.ଏ.)- ଅବକାରୀ କମିଶନର ଅଞ୍ଜନ କୁମାର ମାଣିକଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକ ଓ ଗୁଇନ୍ଦା ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଦିଲ୍ଲୀପ କୁମାର ପଲେଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୋର ଅବକାରୀ ଥାନା ଓ ଜିଲା ଅବକାରୀ...

କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଚଢ଼ାଉ: ଜଣେ ଗିରଫ

ସୋର,୨୮।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ୍‌-୨ ତରଫରୁ କୌଣସି ସୂତ୍ରରୁ ଖବର ପାଇ ଏକ କାର୍‌ ମଧ୍ୟରେ ଯାଉଥିବା ୪୦୦ ଲିଟରରୁ...

ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍‌

ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ ମଦମୃତ୍ୟୁ ଭଳି ଅଘଟଣ ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରିକି ସ୍ପିରିଟ୍‌ ଏବଂ...

ବେଆଇନ ପାଥୋଲାବ୍‌ରେ ଚଢ଼ାଉ: ୭ ଦିନ ମଧ୍ୟରେ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୨୭।୨: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଗୁରୁବାର ବିଭିନ୍ନ ପାଥୋଲାବ୍‌ରେ ଚଢ଼ାଉ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଶ୍ରୀଗଣେଶ, ପ୍ରଶାନ୍ତି, ବନଦୁର୍ଗା, ଗାୟତ୍ରୀ, ନିୟୁ ଲାଇଫ୍‌, ବିଜୟା ଆଦି ୨୦ରୁ ଊର୍ଦ୍ଧ୍ୱ ପାଥୋଲାବ୍‌ରେ ଚଢ଼ାଉ...

ଭିକ୍ଷା ମାଗି ପରିବାର ଚଳାଉଛନ୍ତି ଦିବ୍ୟାଙ୍ଗ

ବାଲେଶ୍ୱର ଅଫିସ, ୨୭।୨-ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କେତେକ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଜଙ୍ଘରାଇ ପଞ୍ଚାୟତ ୨ନଂ. ୱାର୍ଡ଼ର ଦିବ୍ୟାଙ୍ଗ ସଞ୍ଜୟ ବୋର (୨୭) ଏଥିରୁ ବାଦ୍‌...

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର ଲୋକଙ୍କଠାରୁ ୨୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଲୋକଙ୍କ ପାଖରୁ ସିଧାସଳଖ...

ଉଜୁଡ଼ି ଯାଉଛି ଉପକୂଳ ବନାଞ୍ଚଳ

ଭୋଗରାଇ, ୨୬।୨(ପ୍ରଦୀପ ଦାସ)-ପ୍ରକୃତିର ଅମୂଲ୍ୟ ସମ୍ପଦ ଜଙ୍ଗଲ। ପ୍ରକୃତିକୁ ସୁରକ୍ଷିତ ରଖିଲେ ଆମେ ସୁରକ୍ଷିତ ରହିପାରିବା। ସମୁଦ୍ର ଉପକୂଳବର୍ତ୍ତୀ ଜଙ୍ଗଲ ଦିନକୁ ଦିନ ଧ୍ୱଂସ ହୋଇଯାଉଥିବାରୁ ତାପମାତ୍ରା ବୃଦ୍ଧି ପାଇବା ସହିତ ପରିବେଶ ଉପରେ ଗଭୀର ପ୍ରଭାବ ପଡୁଛି। ଓଡ଼ିଶାରେ...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା: ନିର୍ବାହୀ ଅଧିକାରୀଙ୍କୁ ଘେରିଲେ

ବାଲେଶ୍ୱର ଅଫିସ, ୨୬।୨-ବାଲେଶ୍ୱର ସହର ରାସ୍ତାଗୁଡ଼ିକୁ ପ୍ରଶସ୍ତ କରିବା ଲାଗି ଜିଲା ପ୍ରଶାସନ ଓ ପୌରପାଳିକା କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୌରପାଳିକା କର୍ତ୍ତୃପକ୍ଷଙ୍କ ପାତରଅନ୍ତର ନୀତି ଯୋଗୁ ବିଭିନ୍ନ ବସ୍ତିରେ ଉତ୍ତେଜନା ସୃଷ୍ଟି ହେଉଛି। ଘଟଣାସ୍ଥଳରେ...

ନେସ୍କୋ ଆଦାୟ କଲା ୮କୋଟି ୮୪ଲକ୍ଷ ୩୮ହଜାର

ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୨୦ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଦ୍ୱାରା ବକେୟା ବିଦ୍ୟୁତ୍‌ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି।...

ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ

ଖଇରା, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍‌ ପୁନଶ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri