ବାଲେଶ୍ୱର

ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ

ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍‌ଠାରେ ବାଲେଶ୍ୱର ‘ଇନ୍‌ଟାକ୍‌’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ...

ବିର୍ଲା ଟାୟାର୍ସ ୱାର୍କର୍ସ ୟୁନିଅନ୍‌ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୨୪।୨-ବିର୍ଲା ଟାୟାର୍ସ କାରଖାନାରେ ବିଭିନ୍ନ ଅନିୟମିତତାର ସିବିଆଇ ତଦନ୍ତ ଦାବି କରି ସୋମବାର ୱାର୍କର୍ସ ୟୁନିଅନ୍‌ ପକ୍ଷରୁ ଶତାଧିକ କର୍ମଚାରୀ ବାଲେଶ୍ୱର ସହର ଏଡ଼ିଏମ୍‌ ଛକସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ୟୁନିଅନ...

ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ

ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍‌ ପୁନଶ୍ଚ...

ଥଇଥାନ ପରେ ଉଚ୍ଛେଦ କରାଯାଉ

ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍‌ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍‌ ପକ୍ଷରୁ ନୋଟିସ୍‌ ଦିଆଯାଇଛି। ଏହାର ପ୍ରତିବାଦରେ ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ମିଳିତ ବୈଠକ କରି ଥଇଥାନ...

ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍‌

ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍‌ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର...

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌...

ସୁଧୁରିନ ପୌରାଞ୍ଚଳ ରାସ୍ତା: ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ପୌରାଞ୍ଚଳର ବିଭିନ୍ନ ୱାର୍ଡ଼ରେ ମୁଖ୍ୟ ରାସ୍ତାଗୁଡ଼ିକର ଦୁରବସ୍ଥା ପାଇଁ ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ରାସ୍ତାଗୁଡ଼ିକର ମରାମତି ଏବଂ ନବୀକରଣ କରାଯିବା ପାଇଁ ଗୁରୁବାର ନଗର ଭାଜପା ପକ୍ଷରୁ ପୌରପାଳ...

ଆରମ୍ଭ ହେଲା ଆକ୍ୱା ଏକ୍ସପୋ ଓଡ଼ିଶା: ବୈଜ୍ଞାନିକ ପ୍ରଣାଳୀରେ ଉଦ୍ୟୋଗ ସ୍ଥାପନ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ସହର ଆଇଟିଆଇ ପଡ଼ିଆରେ ଓଡ଼ିଶା ଆକ୍ୱାଟିକ୍‌ ଫିଡ୍‌ ଡିଲର୍ସ ଆସୋସିଏଶନ୍‌, ସି ଫୁଡ୍‌ ଏକ୍ସପୋର୍ଟସ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ ରାଜ୍ୟ ଶାଖା ଓ ଓଡ଼ିଶା ସ୍ରିମ୍ପ ଫାର୍ମର୍ସ ଆସୋସିଏଶନ୍‌ ଦ୍ୱାରା ବାଲେଶ୍ୱର ଚ୍ୟାମ୍ବର ଅଫ୍‌ ଇଣ୍ଡଷ୍ଟ୍ରି...

ଝାଡାବାନ୍ତିରେ ମହିଳାଙ୍କ ମୃତ୍ୟୁ, ୪ ଆକ୍ରାନ୍ତ

ବାହାନଗା୨୨ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଖନ୍ତାପଡା ଥାନା ଅଧୀନ ଦକ୍ଷୀଣନରସିଂପୁର ପଞ୍ଚାୟତ ଚଷାଖଣ୍ଡ ଗ୍ରାମର ଦଳେଇ ସାହିରେ ଝାଡାବାନ୍ତି ବ୍ୟାପି ଗତ ୪ଦିନ ମଧ୍ୟରେ ୫ଜଣ ମହିଳା ଓ ପୁରୁଷ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତର ଥିବା...

କପି କରି ଧରାପଡିଲେ ୫ ପରୀକ୍ଷାର୍ଥୀ

ଭୋଗରାଇ,୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଭଗବାନଚନ୍ଦ୍ର ହାଇସ୍କୁଲ କଟିସାହି ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ୪ଜଣ ଓ ଲୋକନାଥ ହାଇସ୍କୁଲ ମହାଗବ ପରୀକ୍ଷାକେନ୍ଦ୍ରରୁ ଜଣେ ପରୀକ୍ଷାର୍ଥୀ କପି କରି ଧରାପଡିଛନ୍ତି। ଶନିବାର ମାଟ୍ରିକ ପରୀକ୍ଷା ଦ୍ୱିତୀୟ ଦିନରେ ଇଂରାଜୀ...

ସବୁଠି ‘ଓଁ ନମଃ ଶିବାୟ’: ଭୁଷଣ୍ଡେଶ୍ୱର ଓ ଚନ୍ଦନେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୨୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଏସିଆର ସର୍ବବୃହତ ଶିବ ଲିଙ୍ଗ ଭୁଷଣ୍ଡେଶ୍ୱର ଓ ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କଠାରେ ମହାଶିବରାତ୍ରି ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି। ବଡ଼ି ଭୋର୍‌ରୁ ଭକ୍ତମାନେ ଶିବ ଆରାଧନା ସହ ଜଳାଭିଷେକ...

ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ

ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର ଶିକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri