ବାଲେଶ୍ୱର

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ ଜଣେ ଠିକାଦାରଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ...

କୃଷି ଯନ୍ତ୍ରପାତି ଉଦ୍ଭାବକ କୁନି ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ରୂପ୍‌ସା, ୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକର ୭ମ ଶ୍ରେଣୀ ଅଧ୍ୟୟନରତ କୁନି ବୈଜ୍ଞାନିକ ବିପ୍ଳବ କୁମାର ଘୋଷଙ୍କୁ ବେଣାପୁରା ‘ଜୀବନ ସାଥି’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସଙ୍ଗଠନର ପ୍ରତିଷ୍ଠାତା ସମ୍ପାଦକ ଇଂ. ଦୀପ୍ତିମାନ ପତିଙ୍କ ସମେତ...

ବାଲେଶ୍ୱରରେ ପୋଲିସ ମହାନିର୍ଦ୍ଦେଶକ: ‘ଆପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖ’

ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍‌୍‌ରେ ୫-ଟି ଓ ମୋ ସରକାର ସହିତ ବିଭିନ୍ନ ଆପରାଧିକ ମାମଲାର ସମୀକ୍ଷା କରିଛନ୍ତି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ...

ଧାନର ଅଭାବୀ ବିକ୍ରି ଅଭିଯୋଗ: ଜିଲା ଯୋଗାଣ ଅଧିକାରୀଙ୍କଠାରେ ଅଭିଯୋଗ କଲେ ଚାଷୀ

ବାଲେଶ୍ୱର ଅଫିସ, ୫।୨-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସା ଅଞ୍ଚଳର କସିପଦା ସେବା ସମବାୟ ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ଏହାର ପ୍ରତିବାଦ କରି ମଙ୍ଗଳବାର ଚାଷୀମାନେ...

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ବାଲେଶ୍ୱର ଗସ୍ତ: ‘ମୋ ସରକାରକୁ’ କ୍ରିୟାଶୀଳ ଲାଗି ସମୀକ୍ଷା

ବାଲେଶ୍ୱର ଅଫିସ,୪।୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ମଙ୍ଗଳବାର ବାଲେଶ୍ୱର ଗସ୍ତ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଅପରାଧ ହ୍ରାସକରିବା ବିଶେଷ କରି ‘ମୋ ସରକାରକୁ’ ଅଧିକ କ୍ରିୟାଶୀଳ କରିବା ସହ ଜନସାଧାରଣଙ୍କୁ ସେବା ଯୋଗାଇଦେବା ଉପରେ...

ସରସ୍ବତୀ ମୂର୍ତ୍ତି ଭସାଣି ବେଳେ ଗଣ୍ଡଗୋଳ, ୪ ଆହତ

ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ସୋର ପୋଲିସ ପହଞ୍ଚତ୍ବା ପରେ ଗଣ୍ଡଗୋଳ ଶାନ୍ତ ପଡ଼ିଥିଲା। ଅନ୍ୟପକ୍ଷରେ ସୋର...

ବେଆଇନ କାଠପୋଲ ଉଚ୍ଛେଦକୁ ବିରୋଧ

ଜଳେଶ୍ୱର, ୪।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅନ୍ତର୍ଗତ ୭ ଓ ୮ ନଂ. ୱାର୍ଡ଼ ସନ୍ନିକଟ ସୁବର୍ଣ୍ଣରେଖା ନଦୀରେ ନିର୍ମିତ ହୋଇଥିବା ବେଆଇନ କାଠପୋଲକୁ ଉଚ୍ଛେଦ କରିବାକୁ ଯାଇ ପ୍ରଶାସନକୁ ହଟହଟା ହେବାକୁ ପଡ଼ିଛି। ଜଳେଶ୍ୱର ସହରର ପଞ୍ଚୁଘଣ୍ଟା ଓ...

ପେଟ୍ରୋଲପମ୍ପ ଉପରେ ଅଚାନକ ଚଢ଼ାଉ: ୨୫ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ, ୩।୨-ବାଲେଶ୍ୱର ସହରର ବିଭିନ୍ନ ପେଟ୍ରୋଲପମ୍ପ ଉପରେ ମାପ ଓ ଓଜନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ଼ ସୋମବାର ଚଢ଼ାଉ କରି ୫ଟି ପେଟ୍ରୋଲ ପମ୍ପରେ ପ୍ରମାଣପତ୍ର ଟାଙ୍ଗି ନ ଥିବା ଅଭିଯୋଗରେ ୨୫ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି।...

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୩।୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହା ସହ ୨୮ହଜାର ଟଙ୍କା ଜରିମାନା...

ଆଚରଣ, ଉଚ୍ଚାରଣ ପ୍ରତି ସଚେତନ ରହିବା ଜରୁରୀ

ଜଳେଶ୍ୱର, ୩।୨(ସ୍ବ.ପ୍ର.)-ଓଡ଼ିଶାର ଉପାନ୍ତ ଓ ପଶ୍ଚିମବଙ୍ଗ ସୀମାନ୍ତରେ ଥିବା ଆମ୍ବଳିଅଠା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୬ଷ୍ଠ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ଜଳେଶ୍ୱର ବିଇଓ ବିଜୟ କୁମାର ନାଥ ଉଦ୍‌ଘାଟନ କରି ପ୍ରତ୍ୟେକଙ୍କ ଆଚରଣ ଓ ଉଚ୍ଚାରଣ ଓ...

ଜେଲ୍‌ରୁ ପ୍ରେମିକଙ୍କୁ ମୁକୁଳାଇବାକୁ ପ୍ରେମିକାଙ୍କ ନିଷ୍ପତ୍ତି: ଜେଲ୍‌ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ପଡିଲା ହାତଗଣ୍ଠି

ବାଲେଶ୍ୱର ଅଫିସ,୨।୨-ପ୍ରତାରଣା ଅଭିଯୋଗରେ ବାଲେଶ୍ୱର ଜିଲା କାରାଗାରରେ ଦଣ୍ଡ ଭୋଗୁଥିବା ପ୍ରେମିକଙ୍କୁ ମୁକୁଳାଇବା ପାଇଁ ପ୍ରେମିକା ବିବାହ ନିଷ୍ପତ୍ତି ନେଇଥିଲେ। ଉଭୟ ପରିବାରଙ୍କ ସମ୍ମତି ଏବଂ କୋର୍ଟର ନିର୍ଦ୍ଦେଶରେ କାରାଗାର ପରିସରରେ ଶନିବାର ସନ୍ଧ୍ୟାରେ ପ୍ରେମୀ ଯୁଗଳଙ୍କ ବିବାହ ଅନୁଷ୍ଠିତ...

ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର,୨।୨(ସ୍ବ.ପ୍ର.) : ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ବାଇପାସ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ବସ୍ତା ଥାନା ଅନ୍ତର୍ଗତ ପଦିମା ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ବରଯାତ୍ରୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri