ବାଲେଶ୍ୱର

‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’

ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି ା ସଂଘ ସଭାପତି ଜଗବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସତ୍ୟସାଇ...

ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ

ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା ମଇଦାନରେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘କୃଷି...

ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା

ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍‌ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଆଇଟିଡ଼ିଏର ପ୍ରକଳ୍ପ ପ୍ରଶାସକ ବୀରକିଶୋର ପାଣିଗ୍ରାହୀ,...

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ

ଜଳେଶ୍ୱର, ୨୪।୧(ଡି.ଏନ.ଏ./ସ୍ବ.ପ୍ର)-ଜଳେଶ୍ୱର ଥାନା ଅନ୍ତର୍ଗତ ଧାନସିମୁଳିଆ ଛକରେ ଶୁକ୍ରବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଧାନସିମୁଳିଆ ଗ୍ରାମର ଅଜୟ ଭୂୟାଁଙ୍କ ମୃତ୍ୟୁ ଘଟିଛି। ଅଜୟ ସାଇକେଲରେ ଘରକୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ବାଲି ବୋଝେଇ ଡମ୍ପର ଧକ୍କା...

ଧାନ ରଖି ଚାଷୀଙ୍କ ରାସ୍ତାରୋକୋ

ଜଳେଶ୍ୱର,୨୪।୧(ଡି.ଏନ.ଏ.)-ମଣ୍ଡିରେ ଧାନକ୍ରୟରେ ଅନିୟମିତତା ବିରୋଧରେ ଶୁକ୍ରବାର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ଡେମୁରିଆଠାରେ ଚାଷୀମାନେ ରାସ୍ତା ଉପରେ ଧାନ ବସ୍ତା ରଖି ଅବରୋଧ କରିଛନ୍ତି। ଏପରିକି ଉତ୍ତ୍ୟକ୍ତ ଚାଷୀମାନେ ମିଲର୍‌ ଓ ଇକଡ଼ା ସେବା ସମବାୟ ସମିତିର ସମ୍ପାଦକଙ୍କୁ ମଧ୍ୟ ତାଲା ପକାଇ...

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ରସାଳପୁର, ୨୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ହରିଡ଼ା ଗ୍ରାମର ପ୍ରଭାକର ମହାଳିକ ନାମକ ଯୁବକ ଶୁକ୍ରବାର ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ରେଳବାଇ ପୋଲିସ ପହଞ୍ଚତ୍ ଶବ ଜବତ କରି ପଞ୍ଚନାମା ପାଇଁ ମୁଖ୍ୟ ଚିକିତ୍ସାଳୟକୁ ନେଇ ଶବ...

ନେତାଜୀ ଜୟନ୍ତୀରେ ଗଣଦୌଡ଼

ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭ ପଞ୍ଚାୟତର ସହସ୍ରାଧିକ ଯୁବକ ସାମିଲ ହୋଇଥିଲେ। ଖଇରା ରନ ଲେଖାଥିବା ପୋଷାକ ପିନ୍ଧି...

କ୍ଷତିପୂରଣ ପ୍ରତିଶ୍ରୁତି ପରେ ହେଲା ଶବ ଦାହ

ରୂପ୍‌ସା/ବସ୍ତା/ଲଙ୍ଗଳେଶ୍ୱର, ୨୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ଆଳୁମେଦା ଗ୍ରାମର ଯୁବକ ନୀଳକଣ୍ଠ ବେହେରା (୩୫) ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ସେ ବିଲରେ ଧାନ ତଳି ପକାଇବା ପାଇଁ କାଦୁଅ...

ଧାନ ବୋଝେଇ ଟ୍ରକ୍‌କୁ ୫୮,୦୪୦ ଟଙ୍କା ଜରିମାନା

ତିହିଡ଼ି,୨୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସମବାୟ ସମିତିରୁ ଧାନ ବୋଝେଇ କରି ଯାଉଥିବା ଏକ ଟ୍ରକ୍‌କୁ ଆଂଚଳିକ ପରିବହନ କାର୍ୟାଳୟ(ଆରଟିଓ) ପକ୍ଷରୁ ୫୮, ୦୪୦ ଟଙ୍କା ଜରିମାନା କରାଯାଇଛି। ଟ୍ରକ୍‌ର କାଗଜପତ୍ର ଠିକ୍‌ ନ...

ବେଆଇନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା ଦେଲେ ପରିବାର

ବସ୍ତା,୨୩।୧(ଡି.ଏନ.ଏ)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଆଳୁମେଦା ଗ୍ରାମର ଜଣେ ଯୁବକ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଜୁଆରୀ ଗ୍ରାମର ନୀଳକଣ୍ଠ ବେହେରା(୩୮)। ସୂଚନାନୁଯାୟୀ, ଗ୍ରାମର ଜଣେ ବ୍ୟକ୍ତି ବେଆଇନ ଭାବେ ନିଜର ସେଚ...

ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ, ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୩।୧: ବାଲେଶ୍ୱର ପୋଲିସ ଉଚ୍ଚ ବିଦ୍ୟାଳୟରେ ତାଲା ପକାଇ ଛାତ୍ରୀଛାତ୍ର ଓ ଅଭିଭାବକ ଧାରଣାରେ ବସିଛନ୍ତି। ଗୁରୁବାର ବିଭିନ୍ନ ଦାବି ନେଇ ଛାତ୍ରୀଛାତ୍ର ଓ ଅବିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି। ପିଲାଙ୍କ...

୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri