ବାଲେଶ୍ୱର

ଧାନମଣ୍ଡି ନିକଟରେ ଭାଙ୍ଗି ପଡିଲା ଗଛ: ଚାଷୀ ଗୁରୁତର

ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍‌ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ...

‘ଭୂମିହୀନଙ୍କୁ ଜମି ଯୋଗାଇ ଦିଆଯାଉ’

ବାଲେଶ୍ୱର ଅଫିସ,୧୪।୧-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଶ୍ରୀକୋଣା, ହିଡ଼ିଗାଁ ପଞ୍ଚାୟତ ଅଞ୍ଚଳର ଭୂମିହୀନ ଆଦିବାସୀ ଓ ଦଳିତମାନେ ଦୀର୍ଘଦିନ ଧରି ରହିଆସୁଥିବାରୁ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଜମି ଯୋଗାଇଦେବା ପ୍ରତିବାଦରେ ସୋମବାର ଭାରତୀୟ କ୍ଷେତ ମଜଦୁର ୟୁନିଅନ ଜିଲା କମିଟି ପକ୍ଷରୁ...

‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାମତ୍ିକ ବ୍ୟକ୍ତିବିଶେଷ ସୁରକ୍ଷିତ ନୁହନ୍ତି। ସମାଜରେ ଅରାଜକତା, ନୀତିହୀନ ରାଜନୀତି,...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ ରବିବାର ଗିରଫ କରିଛି। ସଞ୍ଜୁଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହେବା...

ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର

ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍‌ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା...

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର ତାରିଖ ଧାର୍ଯ୍ୟ କରିବା ସହିତ ସର୍ବସାଧାରଣଙ୍କୁ ନୋଟିସ ଦେଇଥିଲେ। ଏହି ଶିବିରକୁ ବିଭିନ୍ନ...

‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା । ଆଦର୍ଶ ଜୀବନ ଅପରାଜେୟ । ସ୍ବର୍ଗତ ଗିରିଙ୍କ ୩୩ ତମ ଶ୍ରାଦ୍ଧ...

ଜାତୀୟ ରାଜପଥରେ ପ୍ରାଣୀଧନ ପରିବହନ

ଜଳେଶ୍ୱର, ୧୩।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥ ଓ ୫୭ନଂ. ରାଜ୍ୟ ରାଜପଥରେ ଛେଳି, ମେଣ୍ଢା ଓ ଗୋରୁ ଆଦି ଗୃହପାଳିତ ପ୍ରାଣୀଙ୍କୁ ବିଭିନ୍ନ ଗାଡ଼ିରେ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲେ ମଧ୍ୟ ଏହାକୁ ରୋକା...

ବାଲିଆପାଳରେ ଆଦର୍ଶ ବିଦ୍ୟାଳୟ: ହୋଇନି ଜମି ହସ୍ତାନ୍ତର; ୩ ବର୍ଷ ହେଲା ଆରମ୍ଭ ହୋଇପାରୁନି କାମ

ବାଲିଆପାଳ, ୧୩।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ରାଜ୍ୟ ସରକାର ଆଦର୍ଶ ଇଂରାଜୀ ବିଦ୍ୟାଳୟ ସ୍ଥାପନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ଅର୍ଥ ମଞ୍ଜୁର ହୋଇ ଆର୍‌ଡି ପକ୍ଷରୁ ଟେଣ୍ଡର ଡକାଯାଇ ଠିକାଦାର ନିଯୁକ୍ତି କରାଯାଇଛି। ମାତ୍ର ଇତିମଧ୍ୟରେ ୩ବର୍ଷରୁ ଅଧିକ...

ଗଙ୍ଗା ସାଗରରେ ଲକ୍ଷାଧିକ ଶ୍ରଦ୍ଧାଳୁ: ୧୫ରେ ପୂର୍ଣ୍ଣସ୍ନାନ

ଭୋଗରାଇ,୧୨।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପରଗଣା ଜିଲା ସାଗରଦୀପର ଗଙ୍ଗାସାଗର ମେଳା ୧୦ ତାରିଖରୁ ଶୁଭାରମ୍ଭ ହୋଇଛି। ଏଥି ଲାଗି ଓଡ଼ିଶାରୁ ଅଦ୍ୟାବଧି ୨୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଓଡ଼ିଆ ତୀର୍ଥଯାତ୍ରୀମାନେ ହଳଦିଆ, କୁକୁଡାହାଟି, ଡାଇମଣ୍ଡ ହାର୍‌ବୋର,...

ଜାଳ ସଂଗ୍ରହ ବେଳେ ମିଳିଲା ଶିବଲିଙ୍ଗ

ଖଇରା, ୧୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସାଦିକପୁର ଗ୍ରାମର ମୋହନ ମହାନ୍ତି ଜାଳ ଉଦ୍ଦେଶ୍ୟରେ ମାଉସୀ ବାଡି ମନ୍ଦିର ନିକଟରେ ଥିବା ପୋଲ କଡରେ କିଛି ଅମରିଗଛ କାଟି ଶୁଖାଇଥିଲେ। ଇତିମଧ୍ୟରେ ମୋହନ ମହାନ୍ତିଙ୍କ ପରଲୋକ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ବୋଲେରୋ ସହ ବିଭିନ୍ନ ମାରଣାସ୍ତ୍ର ଜବତ

ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍‌ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଈଶ୍ୱରପୁର ମେଡ଼ିକାଲ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri